Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ପ୍ରଥମ ଓଡ଼ିଆ ସାହିତ୍ୟିକ ଭାବରେ ‘ଇଣ୍ଡିଆ ବୁକ ଅଫ ରେକର୍ଡ଼ସ’ ରେ ଉଦୟନାଥ ସାହୁ

ଭୁବନେଶ୍ୱର : ଓଡ଼ିଆ, ବଙ୍ଗଳା ଓ ଅସମିୟା ଭାଷାରେ ଲିଖିତ ମହାଭାରତ ଓ ଶ୍ରୀମଦ ଭାଗବତର ତୁଳନାତ୍ମକ ଅଧ୍ୟୟନ ପାଇଁ ଇଣ୍ଡିଆ ବୁକ ଅଫ ରେକର୍ଡସ-୨୦୨୨ ରେ ପ୍ରଥମ ଓଡ଼ିଆ ସାହିତ୍ୟିକ ଭାବରେ ଉଦୟନାଥ ସାହୁ ସ୍ଥାନ ପାଇଛନ୍ତି। ଶାରଳା ମହାଭାରତ ଓ ସଂସ୍କୃତ ମହାଭାରତର ତୁଳନାତ୍ମକ ଅଧ୍ୟୟନ କରିବା ସହ…

ଚିନ୍ମୟ ହୋତାଙ୍କ ନିବନ୍ଧ ସଙ୍କଳନ ‘କେବେ କେମିତି’ ଉନ୍ମୋଚିତ

ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ରତ୍ନଚିରା ପ୍ରକାଶନୀ ସଂସ୍ଥା ପକ୍ଷରୁ ସ୍ତମ୍ଭକାର ଚିନ୍ମୟ ହୋତାଙ୍କର ନିବନ୍ଧ ସଙ୍କଳନ ' କେବେ କେମିତି ' ଶାସ୍ତ୍ରୀୟ ଓଡ଼ିଆ ଉତ୍କର୍ଷ ଅଧ୍ୟୟନ ପରିସରରେ ଉନ୍ମୋଚିତ ହୋଇ ଯାଇଛି । ବସନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ…

ଅଧ୍ୟାପକ ବିଶ୍ଵରଞ୍ଜନ ହେଲେ ମନୋଜ ଦାସ ସ୍ମୃତି ସଂସଦର ନୂତନ ସଭାପତି

ଭୁବନେଶ୍ୱର : ମନୋଜ ଦାସ ସ୍ମୃତି ସଂସଦର ଏକ ସ୍ଵତନ୍ତ୍ର ବୈଠକରେ ସ୍ଥାନୀୟ ଏକ ହୋଟେଲରେ ନୂତନ ସଭାପତି ଭାବରେ କଥାକାର ଅଧ୍ୟାପକ ବିଶ୍ଵରଞ୍ଜନ ଦାୟିତ୍ଵ ଗ୍ରହଣ କରିଛନ୍ତି । ପୂର୍ବରୁ ବିଶିଷ୍ଟ କଥାକାର ବିଜୟ ନାୟକ ସଂସଦର ପ୍ରଥମ ସଭାପତି ଭାବେ ମନୋନୀତ ହୋଇଥିଲେ। ତେବେ ମହାମହିମ…

ପ୍ରଭାତ ମହାପାତ୍ରଙ୍କ ‘ପ୍ରଭାତ ସମ୍ଭାର’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ କବି ପ୍ରଭାତ ମହାପାତ୍ରଙ୍କ ଆଠଟି କବିତା ସଙ୍କଳନର ସମାହାର 'ପ୍ରଭାତ ସମ୍ଭାର' ପ୍ରକାଶନୀ ସଂସ୍ଥା ଏଥେନା ବୁକସ ଆନୁକୂଲ୍ୟରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଜୀବନୀକାର ସତ୍ୟନାରାୟଣ ମହାପାତ୍ର, ଭାଷାବିତ ଦେବାଶିଷ ମହାପାତ୍ର ଏବଂ ପ୍ରକାଶକ ତଥା ଲେଖକ…

ଜ୍ଞାନୀ ଦେବାଶିଷ ମିଶ୍ର ଏବଂ ସତ୍ୟଜିତ ଦାସ ପାଇବେ ‘ପ୍ରଫେସର ବିଜୟିନୀ ମହାନ୍ତି ତାଳପଦେଶ୍ୱରୀ ସମ୍ମାନ’

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ଭିତରେ ସର୍ଜନାର ବିକାଶ ପାଇଁ କାର୍ଯ୍ୟ କରୁଥିବା ତାଳପଦେଶ୍ୱରୀ ସାହିତ୍ୟ ଆସରର ରଜତ ଜୟନ୍ତୀର ଉଦଯାପନ ଉତ୍ସବ ସେପ୍ଟେମ୍ବର ମାସ ୧୦ ଓ ୧୧ ରେ ଆୟୋଜିତ ହେବ ବୋଲି ଆସରର ସଦସ୍ୟ ଏବଂ ଅଭ୍ୟର୍ଥନା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ରେଭେନ୍ସା…

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ କଳିଙ୍ଗ ଡ଼ାକ୍ତରଖାନା ନିକଟସ୍ଥ କବିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ସ୍ମୃତି ଚାରଣ କରାଯାଇଥିଲା । ପରେ ନୂଆଗାଁଠାରେ ସମ୍ମିଳନୀର…

ନାରୀନେତ୍ରୀ ସରଳା ଦେବୀଙ୍କ ୧୧୯ ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶାର ବିଶିଷ୍ଟ ନାରୀନେତ୍ରୀ, ସ୍ୱାଧୀନତା ସଂଗ୍ରାମୀ ତଥା ସୁସାହିତ୍ୟିକା ସରଳା ଦେବୀଙ୍କ ୧୧୯ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ସ୍ଥାନୀୟ ରୋଟାରୀ ଭବନଠାରେ ସରଳା ଦେବୀ ସୃତି ପରିଷଦ ପକ୍ଷରୁ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ‘ସମ୍ବାଦ’ର ସମ୍ପାଦକ ତଥା ବିଧାୟକ ସୌମ୍ୟ…

କାଦମ୍ବିନୀ ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ

ଭୁବନେଶ୍ୱର : ସମ୍ଭ୍ରାନ୍ତ ସାହିତ୍ୟ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ବରିଷ୍ଠ ସାହିତ୍ୟିକ ଶାନ୍ତନୁ କୁମାର ଆଚାର୍ଯ୍ୟ…

ବସନ୍ତ କୁମାର ପଣ୍ଡାଙ୍କ “ତୁଳନାତ୍ମକ ସାହିତ୍ଯ : ଦେଶ ଓ ବିଶ୍ବ” ରାଜ୍ଯପାଳଙ୍କ ଦ୍ୱାରା ଉନ୍ମୋଚିତ

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନୀ ସଂସ୍ଥା ବିଦ୍ଯାପୁରୀ ଦ୍ୱାରା ପ୍ରକାଶିତ ବସନ୍ତ କୁମାର ପଣ୍ଡାଙ୍କ “ତୁଳନାତ୍ମକ ସାହିତ୍ଯ: ଦେଶ ଓ ବିଶ୍ବ” ରାଜ ଭବନ ପରିସରରେ ମହାମହିମ ରାଜ୍ଯପାଳ ଗଣେଶୀ ଲାଲଙ୍କ କର କମଳରେ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ଲେଖିକା ପ୍ରତିଭା ରାୟ , ମୃଦୁଳା ମିଶ୍ର,…

ଓଡ଼ିଆ ଉତ୍କର୍ଷ କେନ୍ଦ୍ରରେ ପ୍ରତିଭା ରାୟଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ବିଶିଷ୍ଟ ଲେଖିକା ପ୍ରତିଭା ରାୟ ଓଡ଼ିଆ ଉତ୍କର୍ଷ ଅଧ୍ୟୟନ କେନ୍ଦ୍ରରେ ସମ୍ବର୍ଦ୍ଧିତ କରାଯାଇଛି। ନିକଟରେ ସମ୍ମାନଜନକ ବିଶ୍ବମ୍ବର ଡକ୍ଟର ସିଂ. ନାରାୟଣ ରେଡି ଜାତୀୟ ସାହିତ୍ୟ ପୁରସ୍କାରରେ ପୁରସ୍କୃତ ହେବା ଅବସରରେ ଶ୍ରୀମତୀ ରାୟଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ…