Latest Odisha News
Browsing Category

ସାହିତ୍ୟ ସମ୍ବାଦ

ରଞ୍ଜନ କୁମାର ଦାସଙ୍କ ତିନୋଟି ଲଳିତ ନିବନ୍ଧ ସଙ୍କଳନ ଉନ୍ମୋଚିତ

କଟକ : ବିଶିଷ୍ଟ ପ୍ରଶାସକ ଓ ସାହିତ୍ୟିକ ରଞ୍ଜନ କୁମାର ଦାସଙ୍କ ରଚିତ ତିନୋଟି ଲଳିତ ନିବନ୍ଧ ସଙ୍କଳନ ‘ ଅସନ୍ତୋଷର ପୃଥିବୀ’, ‘ ଥାଇ ଘୋର ଜଳେଣ’ ଏବଂ ‘ ଶବ୍ଦ ଶସ୍ତ୍ର’ ସ୍ଥାନୀୟ ଶାରଳା ଭବନ ପରିସରରେ ଉନ୍ମୋଚିତ ହୋଇଯାଇଛି। ଶାରଳା ସାହିତ୍ୟ ସଂସଦର ସଭାପତି ପ୍ରଭାକର ସ୍ବାଇଁଙ୍କ…

ମୁକ୍ତ ଚିନ୍ତନ ମଞ୍ଚ ପକ୍ଷରୁ ୧୮୧ ତମ ଆଲୋଚନା ଚକ୍ର ଆୟୋଜିତ

ଭୁବନେଶ୍ୱର : ମୁକ୍ତ ଚିନ୍ତନ ମଞ୍ଚ ଓ ଭାରତୀୟ ବିଦ୍ୟା ଭବନ ଆନୁକୂଲ୍ୟରେ ସମ୍ପ୍ରତି ଓଡ଼ିଆ ସାହିତ୍ୟର ବଡ଼ ସମସ୍ୟା ‘ଲେଖକ ବନ୍ୟା ଓ ପାଠକ ମରୁଡି’ ଶୀର୍ଷକରେ ୧୮୧ତମ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ସୋଆ ବିଶ୍ବବିଦ୍ୟାଳୟର କୁଳପତି ଅଶୋକ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି…

ବିଜୟଲକ୍ଷ୍ମୀ ହୋତାଙ୍କ ଯୋଗ ପୁସ୍ତକ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ

ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ରୂପା ପବ୍ଲିକେଶନ୍ସ ଦ୍ୱାରା ପ୍ରକାଶିତ, ଯୋଗ ବିଶାରଦ ବିଜୟଲକ୍ଷ୍ମୀ ହୋତାଙ୍କ ‘ଯୋଗ ଫର୍ ସୁପର ଇମ୍ୟୁନିଟି ପୁସ୍ତକ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ରାଜଭବନରେ ଉନ୍ମୋଚନ ହୋଇଯାଇଛି । ଏହି ଅବସରରେ ରାଜ୍ୟପାଳ ପୁସ୍ତକଟିର ଲୋକପ୍ରିୟତା…

ପରଲୋକରେ ଗାୟିକା ନିର୍ମଳା ମିଶ୍ର

ଭୁବନେଶ୍ୱର : ବିଶିଷ୍ଟ ଗାୟିକା ନିର୍ମଳା ମିଶ୍ରଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଲାଙ୍କୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ହୃଦ୍‌ଘାତ ଯୋଗୁ କଲିକତାର ସଲ୍ଟଲେକସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିଲା । ସ୍ୱର୍ଗତଃ ମିଶ୍ର ପ୍ରଥମ କରି ୧୯୬୦ ମସିହାରେ ଶ୍ରୀ ଲୋକନାଥ ଚଳଚ୍ଚିତ୍ରରେ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଲକଡାଉନ୍ ଲିରିକ୍ସ’ ଉନ୍ମୋଚିତ

ଭୁବନେଶ୍ୱର : ଅଥର ପ୍ରେସ ନୂଆଦିଲ୍ଲୀ ଆନୁକୂଲ୍ୟରେ ପ୍ରକାଶିତ କବୀ ସଂଯୁକ୍ତା ଦାଶଙ୍କର ଇଂରାଜୀ କବିତା ସଙ୍କଳନ ଲକଡାଉନ୍ ଲିରିକ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି ।ମହାମାରୀ କରୋନା ସମୟରେ ଅନୁଭବ ଓ ଅନୁଭୂତି ଭିତରେ ମାନସିକ ଅବସ୍ଥା ତଥା ଆଶା ଓ…

ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ପାଳିତ

ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ପାଳିତ ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଉଦ୍‌ଘାଟକ ଭାବେ…

ଓଡ଼ିଆ-କନ୍ନଡ଼ ଜାତୀୟ ଅନୁବାଦ କର୍ମଶାଳା ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ, କର୍ଣ୍ଣାଟକ ସାହିତ୍ୟ ଏକାଡେମୀ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚାରିଦିନିଆ ଓଡ଼ିଆ-କନ୍ନଡ଼ ଜାତୀୟ ଅନୁବାଦ କର୍ମଶାଳା ଉଦ୍‍ଯାପିତ ହୋଇଛି । ଏନ୍‍. ନାଗାରାଜୁଙ୍କ ପୌରୋହିତ୍ୟରେ…

ପଣ୍ଡିତ ଆର୍ତ୍ତତ୍ରାଣ ଦାଶଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଭୁବନେଶ୍ୱର : ଶିଶୁକିଶୋର ପତ୍ରିକା ସରଗଶଶୀ ପକ୍ଷରୁ କର୍ମକାଣ୍ଡ ସୁଧାକର ତଥା ପାଲାଗାୟକ ପଣ୍ଡିତ ଆର୍ତ୍ତତ୍ରାଣ ଦାଶଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପିପିଲିଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ଗାୟକ ମୃଗନାଭି ରବୀନ୍ଦ୍ର ପ୍ରଧାନ, ଗାୟକ ଭାସ୍କର ଦୁର୍ଯ୍ୟୋଧନ ନାୟକ, ବିଶିଷ୍ଟ …

ନରେନ୍ଦ୍ରନାଥ ମିଶ୍ର ସ୍ମୃତି ସନ୍ଧ୍ୟା ଆୟୋଜିତ

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ନରେନ୍ଦ୍ରନାଥ ମିଶ୍ରଙ୍କ ଷଷ୍ଠ ପୁଣ୍ୟତିଥି ଅବସରରେ ଆଭାସୀ ମାଧ୍ୟମରେ 'ନରେନ୍ଦ୍ର ନାଥ ସ୍ମୃତି ସନ୍ଧ୍ୟା' ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବସନ୍ତ କୁମାର ପଣ୍ଡା, ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହୃଷୀକେଶ ମଲ୍ଲିକ, ଫକୀରମୋହନ…

ଦୀପିକା ଦାଶଙ୍କ ପ୍ରଥମ କବିତା ସଙ୍କଳନ ‘ଅସ୍ତରାଗ’ ଉନ୍ମୋଚିତ

ଭୁବନେଶ୍ୱର : ନବ ପ୍ରଜନ୍ମର ଯୁବ କବୀ ଦୀପିକା ଦାଶଙ୍କର ପ୍ରଥମ କବିତା ସଙ୍କଳନ 'ଅସ୍ତରାଗ' ସ୍ଥାନୀୟ ଏକ ଘରୋଇ ହୋଟେଲରେ ଉନ୍ମୋଚିତ ହୋଇ ଯାଇଛି । ବିଶିଷ୍ଟ କଥାକାର ଆର୍ଯ୍ୟ ଜଜ୍ଞଦତ୍ତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଏହି ସାରସ୍ଵତ ସମାରୋହରେ ରାଜେନ୍ଦ୍ର କିଶୋର ପଣ୍ଡା ମୁଖ୍ୟ ଅତିଥି…