Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ରାଜ୍ୟ ଗ୍ରନ୍ଥାଗାରରେ ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ୱର : ପୂର୍ବତନ ବିଧାୟକ ତଥା ଶିକ୍ଷାବିତ ପ୍ରାଣକୃଷ୍ଣ ପରିଜାଙ୍କ ୪୪ ତମ ପୁଣ୍ୟତିଥି ଅବସରରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଏକ ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଧର୍ମଗଡ଼ ବିଧାୟକ ମୌଷଧି ବାଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସ୍ୱର୍ଗତଃ…

ପ୍ରସନ୍ନ କୁମାର ମିଶ୍ରଙ୍କ ଉପନ୍ୟାସ ‘ବଢ଼ି ପାଣିର ଦାନ୍ତ’ ଓ ସ୍ନେହପ୍ରଭା ଦାସଙ୍କ ଇଂରାଜୀ ଅନୂଦିତ…

ଭୁବନେଶ୍ୱର : ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ଆନୁକୂଲ୍ୟରେ ପ୍ରସିଦ୍ଧ କବି, କଥାଶିଳ୍ପୀ ତଥା ନାଟ୍ୟକାର ସ୍ୱର୍ଗତଃ ପ୍ରସନ୍ନ କୁମାର ମିଶ୍ରଙ୍କ ଉପନ୍ୟାସ 'ବଢ଼ି ପାଣିର ଦାନ୍ତ' ଏବଂ ସ୍ନେହପ୍ରଭା ଦାସଙ୍କ ଇଂରାଜୀ ଅନୂଦିତ ପୁସ୍ତକ 'ଦ ଫେଙ୍ଗଡ ୱାଟର' ସ୍ଥାନୀୟ ସମ୍ବାଦ ଭବନ ପରିସରରେ…

ଭାଷା ଭାଗବତ : ଭାଷାର ପରିସ୍ଥିତି

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ : ୧୨୯  ଅନୁଶୀଳନ ଅଧ୍ୟୟନ ତଥ୍ୟ ସମୃଦ୍ଧ ବିଶ୍ଳେଷଣ ନ କରି ଦିଅଂତି ଭାଷଣ ଦେଖାଂତି ଶାସ୍ତ୍ର ଉଦ୍ଧରଣ ଏହା ହିଁ ପ୍ରଧାନ କାରଣ କେବଳ ପ୍ରଶଂସା ଭାଜନ ନିମଂତେ ହୁଏ ଲେଖାମାନ ଅଗ୍ରାହ୍ୟ ତ୍ରୁଟି ସଂଶୋଧନ ନାହିଁ ଯୋଜନା କିଂବା…

ପରପାରିରେ ଗାଳ୍ପିକ ଅରବିନ୍ଦ ପଟନାୟକ

ଭୁବନେଶ୍ୱର : ବିଶିଷ୍ଟ ଗାଳ୍ପିକ ଅରବିନ୍ଦ ପଟନାୟକଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ରାସ୍ତାରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ସ୍ୱର୍ଗତଃ ପଟନାୟକ ଜଣେ…

ପ୍ରଭାତ ମହାନ୍ତିଙ୍କ ନାଟକ ‘ପାପ ପୃଥିବୀ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ନାଟ୍ୟକାର ପ୍ରଭାତ ମହାନ୍ତିଙ୍କ ନାଟକ 'ପାପ ପୃଥିବୀ' ଏକ ହୋଟେଲରେ ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ପର୍ବରେ ସଂଗ୍ରାମ କେଶରୀ ମହାପାତ୍ର , ଶ୍ରଦ୍ଧାଞ୍ଜଳି ପଟ୍ଟନାୟକ, ରାଜଶ୍ରୀ ମଲ୍ଲିକ ଏବଂ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ । ନାଟକ…

ସୁଷମା ପରିଜାଙ୍କ ‘ଗୋଟିଏ ଶୀତ ରାତିର ସ୍କେଚ୍’ ଉନ୍ମୋଚିତ

ଭୁବନେଶ୍ୱର : ସାହିତ୍ୟ ସଂସଦ ବିନ୍ଦୁ ସାହିତ୍ୟ ସମାଜର ବାର୍ଷିକ ଉତ୍ସବ ସ୍ଥାନୀୟ ରେଡ୍ କ୍ରସ୍ ଭବନଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ଗାଳ୍ପିକା ସୁଷମା ପରିଜାଙ୍କର ' ଗୋଟିଏ ଶୀତ ରାତିର ସ୍କେଚ୍ ' ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ନିତ୍ୟାନନ୍ଦ ମିଶ୍ର, ସାହିତ୍ୟିକ ପ୍ରସନ୍ନ…

‘ବିଶ୍ୱରଞ୍ଜନଙ୍କ ଚିଠି’ ଉତ୍ସବ ଆୟୋଜିତ

ଭୁବନେଶ୍ୱର : ଲକ୍ଷ୍ମୀ କ୍ରିଏଟିଭ ସେଣ୍ଟର ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ 'ବିଶ୍ୱରଞ୍ଜନଙ୍କ ଚିଠି' ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଭାଷାବିତ ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ 'ଚିଠି ଚିନ୍ମୟ' ଏବଂ ସହିତ୍ୟିକା ନିରୂପମା ଆଚାର୍ଯ୍ୟଙ୍କୁ 'ଚିଠି ଚିନ୍ମୟୀ' ଭାବରେ…

ବରିଷ୍ଠ ସ୍ତମ୍ଭ ଲେଖକ ଆର୍ତ ମିଶ୍ର ପାଇଲେ ଅଷ୍ଟାଦଶ ନାରଦ ସମ୍ମାନ

ଭୁବନେଶ୍ୱର : ବିଶ୍ୱ ସମ୍ବାଦ କେନ୍ଦ୍ର, ଓଡ଼ିଶା ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ‘ଅଷ୍ଟାଦଶ ନାରଦ ସମ୍ମାନ’ ଉତ୍ସବ ଆୟୋଜିତ ହୋଇଯାଇଛି ଏହି ଅବସରରେ ବରିଷ୍ଠ ସ୍ତମ୍ଭକାର ଆର୍ତ ମିଶ୍ରଙ୍କୁ ତାଙ୍କର ଜୀବନବ୍ୟାପୀ ସାଧନା, ଅଧ୍ୟବସାୟ ଏବଂସାମ୍ବାଦିକତା କ୍ଷେତ୍ରକୁ ଅବଦାନ…

ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ଆୟୋଜିତ

ବ୍ରହ୍ମପୁର : ବ୍ରହ୍ମପୁର ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଦଶମ ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ୨୦୨୨ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସୋମନାଥ ସାହୁ, ସ୍ମୃତି ପଟ୍ଟନାୟକ, ମମତା ଶତପଥି ଏବଂ ସୁଶ୍ରୀ ନିହାରିକା ସାହୁ, ପ୍ରମୋଦ କୁମାର ପଣ୍ଡା, ସତ୍ୟମ୍ ଆଚାରୀ , ଜ୍ଞାନେନ୍ଦ୍ର ପଣ୍ଡା ,…

ମନୋଜ ଦାସଙ୍କ ‘ଅମୃତଫଳ’ ଉପନ୍ୟାସର ପୁସ୍ତକ ଚର୍ଚ୍ଚା

ଭୁବନେଶ୍ୱର  : ଓଡ଼ିଶା ଭାଷା ପ୍ରତିଷ୍ଠାନ ଓ ବି.ଜେ.ବି ସ୍ୱୟଂଶାସିତ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ବହୁ ଆଦୃତ ଉପନ୍ୟାସ 'ଅମୃତଫଳ' ଉପରେ ଏକ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶକ…