Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ବ୍ୟାସକବି ଫକୀର ମୋହନଙ୍କ ୧୦୪ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଭୁବନେଶ୍ୱର : ବ୍ୟାସ କବି ଫକୀର ମୋହନ ସ୍ମୃତି ସଂସଦ, ଭୁବନେଶ୍ୱର ଆନୁକୂଲ୍ୟରେ ବ୍ୟାସ କବିଙ୍କ ୧୦୪ ତମ ଶ୍ରାଦ୍ଧ ବର୍ଷିକୀ ପାଳିତ ହୋଇଯାଇଛି। ଜୀବନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାରସ୍ଵତ ସଭାରେ ଫକୀର ମୋହନ ବିଶ୍ୱ ବିଦ୍ୟାଳୟର କୁଳପତି ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବିନୋଦ କାନୁନ୍‌ଗୋ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଜ୍ଞାନତପସ୍ୱୀ ପଦ୍ମଶ୍ରୀ ବିନୋଦ କାନୁନ୍‌ଗୋଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଭୁନେଶ୍ୱର ସଂସ୍କୃତି ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି । ଏକାଡେମୀର ସଭାପତି ହୃଷୀକେଶ ମଲ୍ଲିକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ କବି ଓ…

ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରକାଶିତ ପୁସ୍ତକର ବିକ୍ରୟ ପାଇଁ ବିତରକ ଆବଶ୍ୟକ

ଭୁବନେଶ୍ୱର : ଓଡ଼ିଆ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ପୁସ୍ତକଗୁଡ଼ିକ ବିକ୍ରି କରିବା ପାଇଁ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ସଦର ମହକୁମା ଓ ସବଡିଭିଜନରେ ଅବସ୍ଥାପିତ ବହି ଦୋକାନକୁ ଦାୟିତ୍ୱ ଅର୍ପଣ କରିବାକୁ ଏକାଡେମୀ ପକ୍ଷରୁ ଯୋଜନା ପ୍ରସ୍ତୁତ…

ଅରବିନ୍ଦ ପଟ୍ଟନାୟକଙ୍କ ସାରସ୍ୱତ କୃତି ସଙ୍କଳନ ‘ଅରବିନ୍ଦାୟନ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ଅରବିନ୍ଦ ପଟ୍ଟନାୟକଙ୍କ ‘ସାରସ୍ୱତ ସୌନ୍ଦର୍ଯ୍ୟ ଓ ସୌରଭର ଏକ ସଙ୍କଳନ ‘ଅରବିନ୍ଦାୟନ' ସ୍ଥାନୀୟ ଲୋହିଆ ଭବନଠାରେ ଉନ୍ମୋଚିତ ହୋଇଯାଇଛି । ଏହି ସଙ୍କଳନଟି ଗୋବିନ୍ଦ ଚନ୍ଦ୍ର ଚାନ୍ଦ ଓ ଲକ୍ଷ୍ମୀକାନ୍ତ ଖୁଣ୍ଟିଆଙ୍କର ସମ୍ପାଦନାରେ ପ୍ରକାଶିତ ହୋଇଛି ।…

ରାଜ୍ୟ ଗ୍ରନ୍ଥାଗାରରେ ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ୱର : ପୂର୍ବତନ ବିଧାୟକ ତଥା ଶିକ୍ଷାବିତ ପ୍ରାଣକୃଷ୍ଣ ପରିଜାଙ୍କ ୪୪ ତମ ପୁଣ୍ୟତିଥି ଅବସରରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଏକ ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଧର୍ମଗଡ଼ ବିଧାୟକ ମୌଷଧି ବାଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସ୍ୱର୍ଗତଃ…

ପ୍ରସନ୍ନ କୁମାର ମିଶ୍ରଙ୍କ ଉପନ୍ୟାସ ‘ବଢ଼ି ପାଣିର ଦାନ୍ତ’ ଓ ସ୍ନେହପ୍ରଭା ଦାସଙ୍କ ଇଂରାଜୀ ଅନୂଦିତ…

ଭୁବନେଶ୍ୱର : ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ଆନୁକୂଲ୍ୟରେ ପ୍ରସିଦ୍ଧ କବି, କଥାଶିଳ୍ପୀ ତଥା ନାଟ୍ୟକାର ସ୍ୱର୍ଗତଃ ପ୍ରସନ୍ନ କୁମାର ମିଶ୍ରଙ୍କ ଉପନ୍ୟାସ 'ବଢ଼ି ପାଣିର ଦାନ୍ତ' ଏବଂ ସ୍ନେହପ୍ରଭା ଦାସଙ୍କ ଇଂରାଜୀ ଅନୂଦିତ ପୁସ୍ତକ 'ଦ ଫେଙ୍ଗଡ ୱାଟର' ସ୍ଥାନୀୟ ସମ୍ବାଦ ଭବନ ପରିସରରେ…

ଭାଷା ଭାଗବତ : ଭାଷାର ପରିସ୍ଥିତି

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ : ୧୨୯  ଅନୁଶୀଳନ ଅଧ୍ୟୟନ ତଥ୍ୟ ସମୃଦ୍ଧ ବିଶ୍ଳେଷଣ ନ କରି ଦିଅଂତି ଭାଷଣ ଦେଖାଂତି ଶାସ୍ତ୍ର ଉଦ୍ଧରଣ ଏହା ହିଁ ପ୍ରଧାନ କାରଣ କେବଳ ପ୍ରଶଂସା ଭାଜନ ନିମଂତେ ହୁଏ ଲେଖାମାନ ଅଗ୍ରାହ୍ୟ ତ୍ରୁଟି ସଂଶୋଧନ ନାହିଁ ଯୋଜନା କିଂବା…

ପରପାରିରେ ଗାଳ୍ପିକ ଅରବିନ୍ଦ ପଟନାୟକ

ଭୁବନେଶ୍ୱର : ବିଶିଷ୍ଟ ଗାଳ୍ପିକ ଅରବିନ୍ଦ ପଟନାୟକଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ରାସ୍ତାରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ସ୍ୱର୍ଗତଃ ପଟନାୟକ ଜଣେ…

ପ୍ରଭାତ ମହାନ୍ତିଙ୍କ ନାଟକ ‘ପାପ ପୃଥିବୀ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ନାଟ୍ୟକାର ପ୍ରଭାତ ମହାନ୍ତିଙ୍କ ନାଟକ 'ପାପ ପୃଥିବୀ' ଏକ ହୋଟେଲରେ ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ପର୍ବରେ ସଂଗ୍ରାମ କେଶରୀ ମହାପାତ୍ର , ଶ୍ରଦ୍ଧାଞ୍ଜଳି ପଟ୍ଟନାୟକ, ରାଜଶ୍ରୀ ମଲ୍ଲିକ ଏବଂ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ । ନାଟକ…

ସୁଷମା ପରିଜାଙ୍କ ‘ଗୋଟିଏ ଶୀତ ରାତିର ସ୍କେଚ୍’ ଉନ୍ମୋଚିତ

ଭୁବନେଶ୍ୱର : ସାହିତ୍ୟ ସଂସଦ ବିନ୍ଦୁ ସାହିତ୍ୟ ସମାଜର ବାର୍ଷିକ ଉତ୍ସବ ସ୍ଥାନୀୟ ରେଡ୍ କ୍ରସ୍ ଭବନଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ଗାଳ୍ପିକା ସୁଷମା ପରିଜାଙ୍କର ' ଗୋଟିଏ ଶୀତ ରାତିର ସ୍କେଚ୍ ' ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ନିତ୍ୟାନନ୍ଦ ମିଶ୍ର, ସାହିତ୍ୟିକ ପ୍ରସନ୍ନ…