Latest Odisha News
Browsing Category

ସାହିତ୍ୟ ସମ୍ବାଦ

‘ବିଶ୍ୱରଞ୍ଜନଙ୍କ ଚିଠି’ ଉତ୍ସବ ଆୟୋଜିତ

ଭୁବନେଶ୍ୱର : ଲକ୍ଷ୍ମୀ କ୍ରିଏଟିଭ ସେଣ୍ଟର ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ 'ବିଶ୍ୱରଞ୍ଜନଙ୍କ ଚିଠି' ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଭାଷାବିତ ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ 'ଚିଠି ଚିନ୍ମୟ' ଏବଂ ସହିତ୍ୟିକା ନିରୂପମା ଆଚାର୍ଯ୍ୟଙ୍କୁ 'ଚିଠି ଚିନ୍ମୟୀ' ଭାବରେ…

ବରିଷ୍ଠ ସ୍ତମ୍ଭ ଲେଖକ ଆର୍ତ ମିଶ୍ର ପାଇଲେ ଅଷ୍ଟାଦଶ ନାରଦ ସମ୍ମାନ

ଭୁବନେଶ୍ୱର : ବିଶ୍ୱ ସମ୍ବାଦ କେନ୍ଦ୍ର, ଓଡ଼ିଶା ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ‘ଅଷ୍ଟାଦଶ ନାରଦ ସମ୍ମାନ’ ଉତ୍ସବ ଆୟୋଜିତ ହୋଇଯାଇଛି ଏହି ଅବସରରେ ବରିଷ୍ଠ ସ୍ତମ୍ଭକାର ଆର୍ତ ମିଶ୍ରଙ୍କୁ ତାଙ୍କର ଜୀବନବ୍ୟାପୀ ସାଧନା, ଅଧ୍ୟବସାୟ ଏବଂସାମ୍ବାଦିକତା କ୍ଷେତ୍ରକୁ ଅବଦାନ…

ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ଆୟୋଜିତ

ବ୍ରହ୍ମପୁର : ବ୍ରହ୍ମପୁର ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଦଶମ ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ୨୦୨୨ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସୋମନାଥ ସାହୁ, ସ୍ମୃତି ପଟ୍ଟନାୟକ, ମମତା ଶତପଥି ଏବଂ ସୁଶ୍ରୀ ନିହାରିକା ସାହୁ, ପ୍ରମୋଦ କୁମାର ପଣ୍ଡା, ସତ୍ୟମ୍ ଆଚାରୀ , ଜ୍ଞାନେନ୍ଦ୍ର ପଣ୍ଡା ,…

ମନୋଜ ଦାସଙ୍କ ‘ଅମୃତଫଳ’ ଉପନ୍ୟାସର ପୁସ୍ତକ ଚର୍ଚ୍ଚା

ଭୁବନେଶ୍ୱର  : ଓଡ଼ିଶା ଭାଷା ପ୍ରତିଷ୍ଠାନ ଓ ବି.ଜେ.ବି ସ୍ୱୟଂଶାସିତ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ବହୁ ଆଦୃତ ଉପନ୍ୟାସ 'ଅମୃତଫଳ' ଉପରେ ଏକ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶକ…

ଚାରୁଚନ୍ଦ୍ର ମିଶ୍ରଙ୍କ ଉପନ୍ୟାସ ‘ନର୍ମଦା’ ଓ କବିତା ସଙ୍କଳନ ‘ବଣମଲ୍ଲୀ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ଲେଖକ ଚାରୁଚନ୍ଦ୍ର ମିଶ୍ରଙ୍କ ଉପନ୍ୟାସ 'ନର୍ମଦା' ଓ କବିତା ସଙ୍କଳନ 'ବଣମଲ୍ଲୀ' ସ୍ଥାନୀୟ ବୁଦ୍ଧ ମନ୍ଦିର ସଭାଗୃହରେ ଉନ୍ମୋଚିତ ହୋଇଯାଇଛି। ରଘୁନାଥ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସାରସ୍ୱତ କାର୍ଯ୍ୟକ୍ରମରେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ମୁଖ୍ୟ…

କୋଣାର୍କର ବିଶେଷ ସଂଖ୍ୟା ପାଇଁ ପ୍ରବନ୍ଧ ଆହ୍ୱାନ

ଭୁବନେଶ୍ୱର : ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ସମ୍ମାନ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର ପ୍ରାପ୍ତ ସାରସ୍ଵତ ସ୍ରଷ୍ଟାଙ୍କ ସ୍ମୃତିରକ୍ଷା ଉର୍ଦ୍ଦେଶ୍ୟରେ ତ୍ରୈମାସିକ ସାହିତ୍ୟ ପତ୍ରିକା 'କୋଣାର୍କ'ର ଏକ ବିଶେଷ ସଂଖ୍ୟା ପାଇଁ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଷୟ ଉପରେ ରୁଚି ରଖୁଥିବା…

ପ୍ରତିଭା ସାହୁଙ୍କ କବିତା ସଙ୍କଳନ ଚିତ୍ରିତ ଆୟୁଷ ଉନ୍ମୋଚିତ

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନ ସଂସ୍ଥା ଏଥେନା ବୁକସ ଆନୁକୂଲ୍ୟରେ ସ୍ଥାନୀୟ ରାଜ୍ୟ ସଂଗ୍ରହାଳୟର ସଭାଗୃହରେ କବୀ ପ୍ରତିଭା ସାହୁଙ୍କର କବିତା ସଙ୍କଳନ ଚିତ୍ରିତ ଆୟୁଷ କବୀ ଫନୀ ମହାନ୍ତିଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ସୁରଜନ ପାତ୍ରଙ୍କ ସଂଯୋଜନାରେ ଏବଂ ପ୍ରକାଶକ ରାଜ କିଶୋର…

ମୈତ୍ରେୟୀ ଲେଖିକା ସଙ୍ଗଠନର ଅଷ୍ଟମ ମାସିକ ସାହିତ୍ୟ ଆସର

ଭୁବନେଶ୍ୱର : ମୈତ୍ରେୟୀ ଲେଖିକା ସଙ୍ଗଠନର ଅଷ୍ଟମ ମାସିକ ଆଭାସୀ ଆସର ଅନୁଷ୍ଠିତ ହୋଇଯାଇଛି। ସୁନନ୍ଦା ବି ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଆସରରେ କବୀ ସୁଷମା ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ମାତୃ ଦିବସ ଉପଲକ୍ଷେ ଆୟୋଜିତ କବିତା ଆସରରେ…

ପ୍ରତିଶ୍ରୁତି ପତ୍ରିକାର ‘ମାଟି ବିଶେଷାଙ୍କ’ ଉନ୍ମୋଚିତ

ଭୁବନେଶ୍ୱର : ସାହିତ୍ୟ ପତ୍ରିକା ପ୍ରତିଶ୍ରୁତି (ନୂଆ ସକାଳର ସଂକଳ୍ପ) ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ସାରସ୍ବତ ସମାରୋହ ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ 'ପ୍ରତିଶ୍ରୁତି' ପତ୍ରିକାର ଚତୁର୍ଥ ସଂସ୍କରଣ ମାଟି ବିଶେଷାଙ୍କ ଉନ୍ମୋଚିତ ହୋଇଯାଇଛି । ଏହା…

ମେଜର ରମା ରମଣ ରମଣ ପାଢ଼ୀଙ୍କ ଦୁଇଟି ଅନୂଦିତ ନାଟକ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନ ସଂସ୍ଥା ଏଥେନା ବୁକସ ଦ୍ୱାରା ପ୍ରକାଶିତ ମେଜର ରାମ ରମଣ ପାଢ଼ୀଙ୍କ ହିନ୍ଦୀ ଓ ଇଂରାଜୀ ଭାଷାରେ ଅନୂଦିତ ନାଟକ 'ପାଲଟା ବାଗ' ଓ 'ଦ ମେଟାମୋରଫୋସଡ ଟାଇଗର' ରାଜ ଭବନ ପରିସରରରେ, ମହାମହିମ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲଙ୍କ କର କମଳରେ ଉନ୍ମୋଚିତ ହୋଇଯାଇଛି ।…