Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଏପ୍ରିଲ ୨୩ରେ ଆୟୋଜିତ ହେବ ଶରତ ସନ୍ଧ୍ୟା ୨୦୨୨

ଭୁବନେଶ୍ୱର : ପ୍ରସିଦ୍ଧ କବି ଓ ଗୀତିକାର ଶରତ କୁମାର ଦାଶଙ୍କ ସୃଷ୍ଟିକୁ ନେଇ ଆୟୋଜିତ ହେଉଥିବା ‘ଶରତ ସଂଧ୍ୟା’ ଉତ୍ସବ ଆସନ୍ତା ୨୩ ତାରିଖରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ତଥା ଓଡ଼ିଆ ମିଡିଆର ନିର୍ଦ୍ଦେଶକ ଶୁଭ୍ରାଂଶୁ ପଣ୍ଡା ସୂଚନା ପ୍ରଦାନ କରିଛନ୍ତି ।…

ପରଲୋକରେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର : ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଏକାଧାରରେ ସେ ଜଣେ ଗାୟକ, ଗୀତିକାର ଓ ସ୍ତମ୍ଭକାର ଥିଲେ। ଏକଦା ଏକ ଖବର କାଗଜରେ ପ୍ରକାଶିତ ତାଙ୍କର "ସାଉଁଟା କାହାଣୀ" ବିପୁଳ ପାଠକୀୟ ଶ୍ରଦ୍ଧା ସାଉଁଟିଥିଲା ।…

ଗଗନେନ୍ଦ୍ର ନାଥ ଦାଶଙ୍କ ‘ଓଡ଼ିଶାର ସାହିତ୍ୟ ଓ ସଂସ୍କୃତି’ ପୁସ୍ତକ ପ୍ରକାଶିତ

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନ ସଂସ୍ଥା ଫ୍ରେଣ୍ଡସ୍ ପବ୍ଲିଶର୍ସ, କଟକ ପକ୍ଷରୁ ସାହିତ୍ୟ ସମାଲୋଚକ ଓ ଭାଷାବିଜ୍ଞାନୀ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ସମାଲୋଚନାମୂଳକ ପୁସ୍ତକ 'ଓଡ଼ିଶାର ସାହିତ୍ୟ ଓ ସଂସ୍କୃତି : ବୀକ୍ଷା ଓ ସମୀକ୍ଷା' ପୁସ୍ତକ ପ୍ରକାଶ ପାଇଛି । ଓଡ଼ିଆ ଅସ୍ମିତା ବିଚାର,…

ଅସିତ ମହାନ୍ତିଙ୍କୁ ପଣ୍ଡିତ ନୀଳମଣି ସ୍ମୃତି ସମ୍ମାନ ପ୍ରଦାନ

ଭୁବନେଶ୍ୱର : ପ୍ରଖ୍ୟାତ ଲେଖକ, ଅନୁବାଦକ ତଥା ପୋଥିନାଥ ଭାବେ ପରିଚିତ ପଣ୍ଡିତ ନୀଳମଣି ମିଶ୍ରଙ୍କ ୯୩ ତମ ଜୟନ୍ତୀ କେଦାରନାଥ ଗବେଷଣା ପ୍ରତିଷ୍ଠାନ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଅନୁବାଦକ ଅସିତ ମହାନ୍ତିଙ୍କୁ 'ପଣ୍ଡିତ ନୀଳମଣି ସ୍ମୃତି ସମ୍ମାନ' ପ୍ରଦାନ କରାଯାଇଥିଲା।…

ପରଲୋକରେ ସାହିତ୍ୟିକ ଅବଦୁଲ ଓସିଦ ଖାଁ

ବାଲିପାଟଣା : ବରିଷ୍ଠ ସାହିତ୍ୟିକ , କବି, ସମ୍ଭକାର , ସମାଲୋଚକ ତଥା ଜଗନ୍ନାଥ ସଂସ୍କୃତିର ଗବେଷକ ଅବଦୁଲ ଓସିଦ ଖାଁଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଗତ ଦୁଇଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ମୈତ୍ରେୟୀ ଲେଖିକା ସଙ୍ଗଠନର ସପ୍ତମ ମାସିକ ସାହିତ୍ୟ ଆସର

ଭୁବନେଶ୍ୱର : ମୈତ୍ରେୟୀ ଲେଖିକା ସଙ୍ଗଠନ ପକ୍ଷରୁ ' ମୋ ବର୍ଣ୍ଣବୋଧ' ବିଷୟକୁ ନେଇ ଚଳିତ ବର୍ଷର ସପ୍ତମ ମାସିକ ସାହିତ୍ୟ ଆସର ଆଭାଷୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ନିବେଦିତା ନନ୍ଦଙ୍କ ଉତ୍କଳ ବନ୍ଦନା 'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତ ପରିବେଷଣ ପରେ, ସ୍ୱପ୍ନା ବେହେରାଙ୍କ ସଭାପତିତ୍ବରେ…

ଚଳିତ ବର୍ଷ ପାଇଁ ଜାନକୀ ବଲ୍ଲଭ ସ୍ମୃତି ସମ୍ମାନ ପାଇବେ ମଞ୍ଜୁ ମହାନ୍ତି, ପ୍ରଭାକର ସ୍ୱାଇଁ ଓ ଅଶୋକ ପଣ୍ଡା

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥାସାମର ପୂର୍ବତନ ରାଜ୍ୟପାଳ ସ୍ବର୍ଗତଃ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତିରେ ଚଳିତବର୍ଷ ସମାଜସେବା ପାଇଁ ମଞ୍ଜୁ ମହାନ୍ତି, ଭାଷା ସାହିତ୍ୟ ପାଇଁ ପ୍ରଭାକର ସ୍ୱାଇଁ ଓ ସାମ୍ବାଦିକତା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ଅଶୋକ ପଣ୍ଡାଙ୍କୁ ଜାନକୀ…

ରଞ୍ଜନ ପ୍ରଧାନ ପାଇବେ ‘ଅକ୍ଷୟ ଚନ୍ଦ୍ର ରାୟ ସ୍ମାରକୀ ଉପନ୍ୟାସ’ ପୁରସ୍କାର

ଭୁବନେଶ୍ୱର : ଲେଖକ ରଞ୍ଜନ ପ୍ରଧାନଙ୍କ ଚଳିତ ବର୍ଷ ପାଇଁ 'ଅକ୍ଷୟ ଚନ୍ଦ୍ର ରାୟ ସ୍ମାରକୀ ଉପନ୍ୟାସ ପୁରସ୍କାର' ପାଇବେ ବୋଲି ପ୍ରତିଭା ରାୟ ଟ୍ରଷ୍ଟ ଏବଂ ଆଦ୍ୟ ପ୍ରକାଶନୀ ପକ୍ଷରୁ ସୂଚନା ଦିଆଯାଇଛି। ପୁରସ୍କାର ସ୍ୱରୂପ ଶ୍ରୀ ପ୍ରଧାନଙ୍କୁ ମାନପତ୍ର, ସ୍ମାରକୀ, ଉତ୍ତରୀୟ ଏବଂ ପଚାଶ ହଜାର ହଜାର…

ବିବୁଧରଞ୍ଜନଙ୍କ ତିନୋଟି ପୁସ୍ତକ ରାଜ୍ୟପାଳଙ୍କ ଦ୍ଵାରା ଉନ୍ମୋଚିତ

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନୀ ସଂସ୍ଥା ବି. କେ. ପବ୍ଲିକେଶନ ଦ୍ୱାରା ପ୍ରକାଶିତ ବିଶିଷ୍ଟ ଲେଖକ ବିବୁଧରଞ୍ଜନଙ୍କ ତିନୋଟି ପୁସ୍ତକ 'ମର୍ଡର ମିଷ୍ଟ୍ରି ଅଫ ଶ୍ରୀ ଚୈତନ୍ୟ' , 'ହଁ ମୃତ୍ୟୁ ପରେ ବି ଜୀବନ' ଓ 'ଭକ୍ତ ଡୋରୀରେ ଶ୍ରୀଜଗନ୍ନାଥ' ମହାମହିମ ରାଜ୍ୟପାଳ ଗଣେଶୀ ଲାଲଙ୍କ କର କମଳରେ…

ଭାରତ ବିକାଶ ପରିଷଦ ବାଣୀବିହାର ଶାଖାର ଷଷ୍ଠ ବାର୍ଷିକ ପ୍ରତିଷ୍ଠା ସମାରୋହ

ଭୁବନେଶ୍ୱର : ଭାରତ ବିକାଶ ପରିଷଦ ବାଣୀବିହାର ଶାଖାର ଷଷ୍ଠ ବାର୍ଷିକ ସ୍ଥାପନା ସମାରୋହ ସ୍ଥାନୀୟ ଜୟ ଭାରତ ଭବନଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ସମାଲୋଚକ ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି, ବିଶିଷ୍ଟ ସ୍ତମ୍ଭକାର ହରପ୍ରସନ୍ନ ଦାସ ମୁଖ୍ୟ ବକ୍ତା, ପ୍ରଦୀପ୍ତ କୁମାର ମହାରଣା…