Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଜୀବନବ୍ୟାପୀ ସାହିତ୍ୟ ସାଧନା ପାଇଁ ଅଚ୍ୟୁତାନନ୍ଦ ପତି ପାଇବେ ‘ତପସ୍ୟା ଶାଶ୍ୱତ ପୁରସ୍କାର’

ଭୁବନେଶ୍ୱର : ବର୍ଷିଆନ ସାହିତ୍ୟିକ ଅଚ୍ୟୁତାନନ୍ଦ ପତି ଚଳିତ ବର୍ଷ ପାଇଁ ସମ୍ମାନଜନକ 'ତପସ୍ୟା ଶାଶ୍ୱତ ପୁରସ୍କାର' ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି ।  ତାଙ୍କ ସହିତ ରଞ୍ଜନ ପ୍ରଧାନଙ୍କୁ 'ତପସ୍ୟା ସୃଜନ ପୁରସ୍କାର' ଏବଂ ପରମବୀର ଚକ୍ରଙ୍କୁ  'ତପସ୍ୟା ସମ୍ଭାବନା ପୁରସ୍କାର' ପ୍ରଦାନ…

ବରେନ୍ଦ୍ରକୃଷ୍ଣ ଧଳଙ୍କ ତୈଳଚିତ୍ର ଉନ୍ମୋଚିତ

କଟକ : ଉତ୍କଳ ସାହିତ୍ୟ ସମାଜ ଓ ବରେନ୍ଦ୍ରକୃଷ୍ଣ ଧଳ ସ୍ମୃତିନ୍ୟାସ ପକ୍ଷରୁ କଟକ ଶ୍ରୀରାମଚନ୍ଦ୍ର ଭବନରେ ବିଶିଷ୍ଟ ସାହିତ୍ୟିକ ତଥା ସାମ୍ବାଦିକ ବରେନ୍ଦ୍ର କୃଷ୍ଣ ଧଳଙ୍କ ତୈଳ ଚିତ୍ର ଉନ୍ମୋଚିତ ହୋଇ ଯାଇଛି । ଏହି ଅବସରରେ ଚିତ୍ରଶିଳ୍ପୀ ରବି ରଥଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂ…

ସାହିତ୍ୟର ସମସ୍ତ ବିଭାଗକୁ ସମୃଦ୍ଧ କରି ଉଦାହରଣ ସୃଷ୍ଟି କରିଛନ୍ତି କବି ପ୍ରସନ୍ନ ମିଶ୍ର

କଟକ : ଉତ୍କଳ ସାହିତ୍ୟ ସମାଜ, କଟକ ପକ୍ଷରୁ ଶ୍ରୀରାମଚନ୍ଦ୍ର ଭବନରେ, ବିଶିଷ୍ଟ କବି ପ୍ରସନ୍ନ କୁମାର ମିଶ୍ରଙ୍କ ତୈଳଚିତ୍ର ଉନ୍ମୋଚିତ ହୋଇଯାଇଛି। ଉତ୍କଳ ସାହିତ୍ୟ ସମାଜର ସଭାପତି ତରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉନ୍ମୋଚନ ପର୍ବରେ ବିଶିଷ୍ଟ କବି ଅମରେଶ ପଟ୍ଟନାୟକ ମୁଖ୍ୟ…

ଭାଷା ଆମ ଦେଶ ଓ ଜାତିର ବୈଶିଷ୍ଟ୍ୟ

ଭୁବନେଶ୍ୱର : ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟର ହିନ୍ଦୀ ବିଭାଗ ଏବଂ ଏଚ୍. ପି. ସି. ଏଲ୍. ସହଯୋଗରେ ଏକ ଦିବସୀୟ “ନୂଆ ପୀଢ଼ୀ ଓ ହିନ୍ଦୀ ” କର୍ମଶାଳା ଆୟୋଜିତ ହୋଇ ଯାଇଛି । ଏହି କର୍ମଶାଳାରେ ଏଚ୍. ପି. ସି. ଏଲ୍.ର ରାଜଭାଷା ଓ ଲୋକ ସମ୍ପର୍କର ମହାପ୍ରବନ୍ଧକ ଅନୁପମ ତିୱାରୀ, କାର୍ଯ୍ୟକାରୀ…

ମୈତ୍ରେୟୀ ଲେଖିକା ସଙ୍ଗଠନର ତୃତୀୟ ମାସିକ ସାହିତ୍ୟ ଆସର

ଭୁବନେଶ୍ୱର : ମୈତ୍ରେୟୀ ଲେଖିକା ସଙ୍ଗଠନର ଚଳିତ ବର୍ଷର ତୃତୀୟ ମାସିକ ସାହିତ୍ୟ ଆସର ଆଭାଷୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୁଶ୍ରୀ ଉର୍ମିଳା ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବରେ ଯୋଗଦେଇ, ବୃତ୍ତି ଓ ବ୍ରତରେ ନାରୀ ବିଷୟରେ ନିଜର ମତାମତ ରଖିଥିଲେ ଏହି ଆସରରେ ମୌସୁମୀ…

କବିତା ଅତୀତର ଅନୁଭୂତି ସହ ଭବିଷ୍ୟତର ସ୍ୱର

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନ ସଂସ୍ଥା ଏଥେନା ବୁକସ ଆନୁକୂଲ୍ୟରେ ଗୋବିନ୍ଦ ଚନ୍ଦ୍ର ଦାଶଙ୍କର ଚାରିଗୋଟି କବିତା ସଙ୍କଳନ ଫେରିବା ବାଟରେ , ଅମୃତ ଆଲେଖ୍ୟ , ଶ୍ରୀଜଗନ୍ନାଥ ଭଜନ ଶତକ ଓ ଶ୍ରୁତି ସଂଜୀବନୀ ସହିତ ଏ ବି ପ୍ରଡକ୍ସନ ଦ୍ୱାରା ଏକ ମ୍ୟୁଜିକ ଭିଡ଼ିଓ ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ…

ଦୁଃଖଦ ମୁହୂର୍ତ୍ତ ଜୀବନରେ ନୂଆ ରାସ୍ତା ତିଆରିବାରେ ସହାୟକ ହୋଇଥାଏ

ଭୁବନେଶ୍ୱର : ସାହିତ୍ୟ ଓ ଜୀବନ ସବୁବେଳେ ପରସ୍ପର ସହ ପରିପୂରକ । ଏହି ଉକ୍ତିର ଯଥାର୍ଥତାକୁ ନେଇ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ମୈତ୍ରେୟୀ ଲେଖିକା ସଙ୍ଗଠନ ପକ୍ଷରୁ ମାନମୟୀ ରଥଙ୍କର ସଭାପତିତ୍ୱରେ ଏକ ଆଭାଷୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାଷ୍ଟର…

ସାହିତ୍ୟ ସବୁବେଳେ ଜୀବନର ପ୍ରଥମ ଆବଶ୍ୟକତା : ପରେଶ କୁମାର ପଟ୍ଟନାୟକ

ସମକାଳୀନ ଓଡ଼ିଆ ସାହିତ୍ୟର ଗଳ୍ପ ଜଗତରେ ପରେଶ କୁମାର ପଟ୍ଟନାୟକ ଏକ ଚର୍ଚ୍ଚିତ ବ୍ୟକ୍ତିତ୍ୱ । ସ୍ଵତନ୍ତ୍ର ତାଙ୍କର କଥା ଓ କଥନ। ଚିରାଚରିତ ଶୈଳୀର ଢେର ଉର୍ଦ୍ଧ୍ବରେ ତାଙ୍କର ସୃଷ୍ଟି। ତାଙ୍କ ତିଆରି ଚରିତ୍ରମାନଙ୍କ ସହ ସେ ସବୁବେଳେ ମଗ୍ନ । କାହାର ପ୍ରଶଂସା ବା ନିନ୍ଦା ପ୍ରତି ଖିଆଲ ନଥାଏ…

ପଦ୍ମଜ ପାଳ ପାଇଲେ ପ୍ରଥମ ‘ସୁକୁବିନା ସ୍ରଷ୍ଟା ସ୍ମାରକୀ ପୁରସ୍କାର’

ଭୁବନେଶ୍ୱର : ସୁକୁବିନା ସ୍ରଷ୍ଟା ସ୍ମାରକୀ ଟ୍ରଷ୍ଟ ପକ୍ଷରୁ ଜାପାନୀ ବାବୁଙ୍କ ଜନ୍ମଦିନ ପାଳନ ଅବସରରେ ଔପନ୍ୟାସିକ ତଥା କ୍ଷୁଦ୍ରଗଳ୍ପ ଲେଖକ ପଦ୍ମଜ ପାଳଙ୍କୁ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷତା ପାଇଁ ପ୍ରଥମ ସୁକୁବିନା ସ୍ରଷ୍ଟା ସ୍ମାରକୀ ପୁରସ୍କାର ପ୍ରଦାନ କରାଯାଇଛି । ଜ୍ଞାନପୀଠ…

‘ପାଠକ ସମାବେଶ’ରେ ସମ୍ମାନିତ ହେବେ ଗଙ୍ଗାଧର ବିଶ୍ୱାଳ ଏବଂ ଅଞ୍ଜନ ଚାନ୍ଦ

ବାଲେଶ୍ଵର : ଭାଷା ସାହିତ୍ୟର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଜାପତି ଅନୁଷ୍ଠାନ ପକ୍ଷରୁ ଗାଳ୍ପିକ ଗଙ୍ଗାଧର ବିଶ୍ୱାଳଙ୍କୁ 'ବାଲେଶ୍ଵର ସାହିତ୍ୟ ସମ୍ମାନ' ଏବଂ ବ୍ୟଙ୍ଗ ସାହିତ୍ୟିକ ଅଞ୍ଜନ ଚାନ୍ଦଙ୍କୁ 'ପ୍ରଜାପତି ସାହିତ୍ୟ ସମ୍ମାନ' ପ୍ରଦାନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ…