Latest Odisha News
Browsing Category

ସାହିତ୍ୟ ସମ୍ବାଦ

ଅତନୁ ସବ୍ୟସାଚୀଙ୍କ ‘ସବ୍ୟସାଚୀର ଶବ୍ଦ’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ବିଶ୍ବ ମାତୃଭାଷା ଦିବସ ଅବସରରେ ସ୍ଥାନୀୟ ଭାରତୀୟ ବିଦ୍ୟା ଭବନ ପରିସରରେ ରାଜ୍ୟ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ କବିତା ସଂକଳନ " ସବ୍ୟସାଚୀର ଶବ୍ଦ" ଉନ୍ମୋଚିତ ହୋଇଯାଇଛି। ବିଶିଷ୍ଟ ସାହିତ୍ୟିକ ଗୌରହରି ଦାସଙ୍କ…

ସୁଧୀର କୁମାର ଧଙ୍ଗଡ଼ାମାଝୀ ପାଇବେ କିଶୋରୀ ଚରଣ ପୁରସ୍କାର

ଭବାନୀପାଟଣା : କିଶୋରୀ ଚରଣ ସ୍ମୃତି ସଂସଦ ପକ୍ଷରୁ ବିଶିଷ୍ଟ ସାହିତ୍ୟିକ କିଶୋରୀ ଚରଣ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ କିଶୋରୀ ଚରଣ ପୁରସ୍କାର ଚଳିତ ବର୍ଷ ପାଇଁ ଗଳ୍ପ ପୁସ୍ତକ ‘ଖଂଗାର୍’ ପାଇଁ ଯୁବ କଥାକାର ସୁଧୀର କୁମାର ଧଙ୍ଗଡ଼ାମାଝୀଙ୍କୁ ପ୍ରଦାନ କରାଯିବ ।…

ଅରୁଣ କୁମାର ନାୟକଙ୍କ ‘ଜଣେ ସୁଖୀଲୋକର ଡାଏରୀ’ ଲୋକାର୍ପିତ

ଭୁବନେଶ୍ୱର : ପ୍ରକାଶନ ସଂସ୍ଥା ‘ଟାଇମ୍‍ପାସ୍‍’ ପ୍ରକାଶନ ପକ୍ଷରୁ ବିଶିଷ୍ଟ ଶିକ୍ଷାବିତ ଅରୁଣ କୁମାର ନାୟକଙ୍କ ଆତ୍ମଜୀବନୀ ‘ଜଣେ ସୁଖୀଲୋକର ଡାଏରୀ’ ଲୋକାର୍ପିତ ହୋଇଯାଇଛି । ସ୍ଥାନୀୟ ରେଡକ୍ରସ୍‍ ଭବନରେ ଲେଖକ ତପନ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ…

ଦେବବ୍ରତ ମଦନରାୟଙ୍କୁ ‘ଜଗଦୀଶ କଥା ସମ୍ମାନ’ ଏବଂ ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ପ୍ରଜ୍ଞା ପ୍ରବର୍ତ୍ତିକା ଦାଶ

ଭୁବନେଶ୍ୱର : ‘ଜଗଦୀଶ ମହାନ୍ତି ଟ୍ରଷ୍ଟ୍‍’ ଆନୁକୂଲ୍ୟରେ ସ୍ଥାନୀୟ ରେଡକ୍ରସ ଭବନଠାରେ ‘ଜଗଦୀଶ ଜୟନ୍ତୀ’ ପାଳିତ ହୋଇଯାଇଛି । ଏହି ଅବସରରେ ଚଳିତ ବର୍ଷର ସମ୍ମାନଜନକ ‘ଜଗଦୀଶ କଥା ସମ୍ମାନ’ ବିଶିଷ୍ଟ ଲେଖିକ ଦେବବ୍ରତ ମଦନରାୟ ଏବଂ ‘ଜଗଦୀଶ ଯୁବ ସମ୍ମାନ’ ଗାଳ୍ପିକା ପ୍ରଜ୍ଞା ପ୍ରବର୍ତ୍ତିକା…

ପ୍ରଧାନମନ୍ତ୍ରୀ ୟୁବା ୨.୦ ପାଇଁ ମନୋନୀତ ହେଲେ ରୋଜାଲୀନ ମହାନ୍ତି

ଭୁବନେଶ୍ୱର : ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଓ ନେସନାଲ୍ ବୁକ୍ ଟ୍ରଷ୍ଟ ପକ୍ଷରୁ ୩୦ ବର୍ଷ ବୟସ ଭିତରେ ଥିବା ଯୁବଲେଖକଙ୍କଠାରୁ ଆହ୍ୱାନ କରାଯାଇଥିବା ପାଣ୍ଡୁଲିପିରେ ପି.ଏମ୍. ୟୁବା ମେଣ୍ଟରସିପ୍- ୨.୦ ଯୋଜନାରେ 'ଗଣତନ୍ତ୍ର' ବିଷୟକୁ ନେଇ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଉପରେ…

ପ୍ରଫେସର କୃଷ୍ଣ ପ୍ରସାଦ ମିଶ୍ରଙ୍କ ଶ୍ରାଦ୍ଧସଭା ଅନୁଷ୍ଠିତ

ଭୁବନେଶ୍ୱର : କୃଷ୍ଣ ପ୍ରସାଦ ସ୍ମୃତି ପରିଷଦ ଆନୁକୂଲ୍ୟରେ  ଉତ୍କଳ ବିଶ୍ୱବିଦ୍ୟାଳୟ ଦର୍ଶନ ବିଭାଗ ପରିସରରେ ପ୍ରଫେସର କୃଷ୍ଣ ପ୍ରସାଦ ମିଶ୍ରଙ୍କ ଶ୍ରାଦ୍ଧସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗଣେଶ ପ୍ରସାଦ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଲେଖକ ଓ ସ୍ତମ୍ଭକାର ଲେଖକ…

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ପାଇଁ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ୫ ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍…

ଭାଷା ଭାଗବତ : ଏମିତି ଲେଖକ ଜୀବନ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ କେ କଲେ ସମ୍ମାନ ଜ୍ଞାପନ ପ୍ରସନ୍ନ ହୁଏ ଯା'ର ମନ ସରିନି ତାହାର ଶୈଶବ ଏହା ହିଁ ବୁଝିବାକୁ ହେବ ନିଜ ସ୍ବାର୍ଥ ସାଧନ ପାଇଁ ସେଠୁ ଏଠାକୁ ଆସି, ଯାଇ ବଢ଼ିଲେ ସଂପର୍କ ପରିଧି ଚେତନା ହୋଇଯାଏ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଓଡ଼ିଶା କୁଇଜ୍ ପ୍ରତିଯୋଗିତା

ଭୁବନେଶ୍ୱର :  ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ହେଉଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନି ଦିନ ଧରି କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧାସ୍ଥିତ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ତଥା କୁଇଜ୍…

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ସଭାରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଭାଗୀୟ…