Latest Odisha News
Browsing Category

ସାହିତ୍ୟ ସମ୍ବାଦ

ଓଡ଼ିଆ ସାହିତ୍ୟର ବ୍ୟାପ୍ତି ଓ ସମୃଦ୍ଧିରେ ଅନୁବାଦର ଗୁରୁତ୍ଵ ରହିଛି

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆୟୋଜିତ ଅନୁବାଦ ସମ୍ପର୍କିତ ଆଲୋଚନା ସଭାରେ ଅନୁବାଦକ ତଥା ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ଇଂରାଜୀ ଯତୀନ୍ଦ୍ର କୁମାର ନାୟକ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଅନୁବାଦକ ଅଜୟ କୁମାର ପଟ୍ଟନାୟକ, ସୋମେଶ ମହାପାତ୍ର,…

ଆଧୁନିକ ଜ୍ଞାନ କୌଶଳ ଓ କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର ଦ୍ୱାରା ଓଡ଼ିଆ ଭାଷାକୁ ବିଶ୍ୱସ୍ତରୀୟ କରିହେବ

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ଆୟୋଜିତ ‘ସୂଚନା ଓ ପ୍ରଯୁକ୍ତିବିଦ୍ୟା ଯୁଗରେ ଓଡ଼ିଆ ଭାଷା: ସୁଯୋଗ ଓ ଭବିଷ୍ୟତ’ ଶୀର୍ଷକ ଆଲୋଚନାରେ ବିଶିଷ୍ଟ ପ୍ରଯୁକ୍ତି ବିଶେଷଜ୍ଞ ସେନ୍ଥୀଲ ଶଙ୍କରସୁବ୍ରମନିୟାନ୍‌, ଆଇଏସ୍‌ଜିର ମୁଖ୍ୟ ରେଖା ଆଚାର୍ଯ୍ୟ, ରିଲାଏନ୍ସ ଜିଓ…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଭିନବ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଶନିବାରଠାରୁ ଆରମ୍ଭ ହୋଇଥିବା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଅନ୍ତିମ ଦିବସରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଆରା କାର୍ଯ୍ୟକ୍ରମମାନ ହାତକୁ ନେଇ ଓଡ଼ିଆ ଭାଷାପ୍ରତି ଲୋକଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ ଜାରି ରଖିଥିଲା । ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଓଡ଼ିଆ…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓଡ଼ିଶାର ଲୋକସଂସ୍କୃତି ଉପରେ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଦ୍ଵିତୀୟ ଦିବସରେ ଆଜି ଆୟୋଜିତ ଓଡ଼ିଶାର ଲୋକସଂସ୍କୃତି ସମ୍ପର୍କିତ ଆଲୋଚନା ସଭାରେ ବିଶିଷ୍ଟ ଲୋକସାହିତ୍ୟବିତ୍ ଓ ଭାଷାବିତ୍ ତଥା ପୂର୍ବାଞ୍ଚଳ ଭାଷା କେନ୍ଦ୍ରର ପୂର୍ବତନ ଅଧକ୍ଷ ଅରବିନ୍ଦ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଓଡ଼ିଶାର…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀରେ ଆଧୁନିକ ଓଡ଼ିଶାର ଅଭ୍ୟୁଦୟ ଶୀର୍ଷକରେ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଭାଷା ସମ୍ମିଳନୀର ଦ୍ୱିତୀୟ ଦିବସରେ ଆଦିକବି ସାରଳା ଦାସ ପ୍ରକୋଷ୍ଠରେ ବିଶିଷ୍ଟ ଐତିହାସିକ ନିବେଦିତା ମହାନ୍ତିଙ୍କ ଅଧ୍ୟକ୍ଷତାରେ ୧୯୩୬ : ଆଧୁନିକ ଓଡ଼ିଶାର ଅଭ୍ୟୁଦୟ ଶୀର୍ଷକ ଆଲୋଚନା ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନରେ ବରୋଦା ସ୍ଥିତ ଗତିଶକ୍ତି…

ଆସନ୍ତା ଫେବୃଆରୀ ୪ ଓ ୫ରେ କିଟ୍‍ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବ କବି ସମ୍ମିଳନୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ କିଟ୍‍ର ମିଳିତ ଆନୁକୂଲ୍ୟରେ ଆସନ୍ତା ଫେବୃଆରୀ ୪ ଓ ୫ ତାରିଖ ଦୁଇଦିନ ଧରି କିଟ୍‍ ବିଶ୍ୱବିଦ୍ୟାଳୟ ପରିସରରେ କବି ସମ୍ମିଳନୀ ଅନୁଷ୍ଠିତ ହେବ। କବି ସମ୍ମିଳନୀର ପ୍ରଥମ ଦିନରେ ‘ସାମ୍ପ୍ରତିକ ସମୟରେ ଓଡ଼ିଆ କବିତାର ସ୍ଥିତି, ଗତି, …

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ସାଂସ୍କୃତିକ ଓ ସାହିତି୍ୟକ ଉତ୍ସବ ଉଦଯାପିତ 

ଭୁବନେଶ୍ୱର : ରମାଦେବୀ ମହିଳା ମହାବିଦ୍ୟାଳୟରେ ଆନ୍ତଃବିଶ୍ୱବିଦ୍ୟାଳୟ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ ଉଦଯାପିତ ହୋଇଯାଇଛି । ଚାରିଦିନ ଧରି ଚାଲିଥିବା ଏହି ଉତ୍ସବରେ ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବରେ ଉଚ୍ଚଶିକ୍ଷା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଆଲୋଚନା କରାଯାଇଛି ଏହି ଆଲୋଚନାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ…

ଭୁବନେଶ୍ୱର ସାହିତ୍ୟ ପର୍ବ ଉଦ୍‌ଯାପିତ

ଭୁବନେଶ୍ୱର : ଭୁବନେଶ୍ବର ସାହିତ୍ୟ ସାମାଜ ଟ୍ରଷ୍ଟ ଆନୁକୁଲ୍ୟରେ ସ୍ଥାନୀୟ ଜୟଦେବ ଭବନ ପରିସରରେ ଦୁଇଦିନ ଧରି ଆୟୋଜିତ ହୋଇଥିବା ଭୁବନେଶ୍ବର ସାହିତ୍ୟ ପର୍ବ ଉଦଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବ ଅବସରରେ ଆୟୋଜିତ ମୁକ୍ତ ଅଧିବେଶନରେ ଜର୍ମାନୀ ଲେଖିକା ତଥା ଅନୁବାଦିକା ଉତ୍ତେ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଡ଼ିହେବେ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର : ପ୍ରଥମ ଥର ପାଇଁ ଆୟୋଜିତ ହେବାକୁ ଥିବା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ସହିତ ଯୋଡ଼ି ହେବା ପାଇଁ ଓଡ଼ିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଉଛି । ପ୍ରାୟ ୧୩ ଲକ୍ଷ ପ୍ରବାସୀ ଓଡ଼ିଆମାନଙ୍କୁ ଆଭାସୀ ମାଧ୍ୟମରେ ଯୋଡ଼ିବା ପାଇଁ ବ୍ୟବସ୍ଥା…