Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ରଘୁନାଥ ପଣ୍ଡା ହେଲେ ଅଖିଳ ଭାରତୀୟ ସାହିତ୍ୟ ପରିଷଦର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର : ସାରସ୍ୱତ ମଞ୍ଚ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଦ୍ୱାରା ନୂତନ କାର୍ଯ୍ୟକାରିଣୀ ଗଠିତ ହୋଇଯାଇଛି। ନୂତନ କାର୍ଯ୍ୟକାରିଣୀରେ ରଘୁନାଥ ପଣ୍ଡା ଅଧ୍ୟକ୍ଷ, ଅଭୟ କୁମାର ନାୟକ ସ୍ମରପ୍ରିୟା ମିଶ୍ର ଉପାଧ୍ୟକ୍ଷ, ସନ୍ତୋଷ କୁମାର ମହାପାତ୍ର ସାଧାରଣ ସମ୍ପାଦକ ସଙ୍ଗଠନ ସମ୍ପାଦକ, ନାରାୟଣ…

ଅନଲାଇନ ମାଧ୍ୟମରେ ବ୍ୟାସକବି ଫକୀରମୋହନ ସେନାପତିଙ୍କର ଜୟନ୍ତୀ ପାଳିତ

ଭୁବନେଶ୍ବର : ଫକୀର ମୋହନ ଫାଉଣ୍ଡେସନ ନୂଆଦିଲ୍ଲୀ ଓଡ଼ିଶା ଶାଖା ତରଫରୁ ଆଭାସୀ ମାଧ୍ୟମରେ ବ୍ୟାସକବି ଫକୀରମୋହନ ସେନାପତିଙ୍କର ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଅତିଥି ଭାବେ କାନାଡାରୁ ଯୋଗଦେଇଥିବା ସୁନନ୍ଦା ମିଶ୍ର ପଣ୍ଡା ଓ ତନ୍ମୟ ପଣ୍ଡାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି…

ସାହିତ୍ୟ କୃତି ମାଧ୍ୟମରେ ଓଡ଼ିଶାର ସାଂସ୍କୃତିକ ଇତିହାସରେ ବ୍ୟାସକବିଙ୍କର ଭୂମିକା ଗୁରୁତ୍ତ୍ୱପୂର୍ଣ୍ଣ

ଭୁବନେଶ୍ୱର : ବ୍ୟାସକବି ଫକୀରମୋହନ ସ୍ମୃତି ସଂସଦ ଆନୁକୂଲ୍ୟରେ ବ୍ୟାସକବି ଫକୀରମୋହନଙ୍କ ୧୮୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ବାଣୀବିହାର ପରିସରରେ ଥିବା ବ୍ୟାସକବିଙ୍କ ପ୍ରତିମୂର୍ତ୍ତିରେ, ସ୍ମତି ସଂସଦର ଆବକ୍ଷ ପ୍ରତିମୂର୍ତ୍ତିରେ ଏବଂ ଫକୀର ମୋହନ ଭବନ ସ୍ଥିତ…

ଶରତ କୁମାର ଦାସ ପାଇଲେ ‘ଭଞ୍ଜଭାରତୀ ଜୟଦେବ ଷଡ଼ଙ୍ଗୀ ସ୍ମୃତି ସମ୍ମାନ’

ଭୁବନେଶ୍ୱର : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଭୁବନେଶ୍ୱର ଭଞ୍ଜଭାରତୀ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନ ପରିସରରେ ତ୍ରିଦିବସୀୟ ଓଡ଼ିଆ ସାହିତ୍ୟ ସମାରୋହ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଗୀତିକବି ଶରତ କୁମାର ଦାଶଙ୍କୁ 'ଭଞ୍ଜଭାରତୀ ଜୟଦେବ ଷଡ଼ଙ୍ଗୀ ସ୍ମୃତି ସମ୍ମାନ'ରେ ସମ୍ମାନିତ କରାଯାଇଥିଲା।…

‘ଫନୀ ମହାନ୍ତିଙ୍କ କାବ୍ୟଚର୍ଚ୍ଚା’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ କବି ଫନୀ ମହାନ୍ତିଙ୍କର ସମସ୍ତ କାବ୍ୟକୃତିକୁ ନେଇ ଏକ ସମୀକ୍ଷା ସଙ୍କଳନ 'ଫନୀ ମହାନ୍ତିଙ୍କ କାବ୍ୟଚର୍ଚ୍ଚା' ପୁସ୍ତକ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଉନ୍ମୋଚିତ ହୋଇ ଯାଇଛି। ପ୍ରଫୁଲ୍ଲ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ଓଡ଼ିଶା ସାହିତ୍ୟ…

ସରକାରୀ ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶିତ ହେଉ ‘ଗ୍ରନ୍ଥ ଭାସ୍ଵତୀ’

ପୁରୀ : ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଶନିବାର ସାହିତ୍ୟ ସନ୍ଧ୍ୟା ପକ୍ଷରୁ ଦଶମ ଶତାବ୍ଦୀର ବିଶିଷ୍ଟ ଗଣିତଜ୍ଞ ଶତାନନ୍ଦ ଓ ତାଙ୍କ ରଚିତ ଗ୍ରନ୍ଥ ଭାସ୍ଵତୀ ସମ୍ପର୍କିତ ଏକ ସମ୍ପାନ ଅନୁଷ୍ଠିତ ହୋଇଯାଇଛି । ଗଣିତ ଶାସ୍ତ୍ର ବିଶେଷଜ୍ଞ ସୁଧୀରା ପଣ୍ଡା ଏହି କାର୍ଯ୍ୟକ୍ରମରେ ବକ୍ତବ୍ୟ ପ୍ରଦାନ…

ପରପାରିରେ ପୂଣ୍ୟପ୍ରଭା ଦେବୀ

ଭୁବନେଶ୍ୱର : ଓଡ଼ିଆ ସାହିତ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ସହ ନୂଆ ବର୍ଷର ଆରମ୍ଭ ହୋଇଛି। ବିଶିଷ୍ଟ ସାହିତ୍ୟିକା ପୂଣ୍ୟପ୍ରଭା ଦେବୀଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ କ୍ୟାନ୍ସର ରୋଗରେ ପୀଡ଼ିତ ଥିଲେ। ଓଡ଼ିଆ ସାହିତ୍ୟର ଲେଖକ ତଥା ପାଠକଙ୍କ ମଧ୍ୟରେ ପୂଣ୍ୟପ୍ରଭା ମା' ଭାବରେ ସେ…

ସାହିତ୍ୟ ପରିକ୍ରମା ୨୦୨୧

ପରିବର୍ତ୍ତନ ହିଁ ସୃଷ୍ଟିର ନିୟମ। ଏହି ପରିପ୍ରେକ୍ଷୀରେ ପ୍ରତି ମୁହୂର୍ତ୍ତରେ ପୃଥିବୀର କୋଣ ଅନୁକୋଣରେ କିଛି ନା କିଛି ପରିବର୍ତ୍ତନ ଘଟୁଥାଏ। ସମୟ ସହ ନୂଆ ନୂଆ ଘଟଣାବଳୀର ଫର୍ଦ୍ଦସବୁ ଯୋଡ଼ି ହେଉଥାଏ ପୁଣି କିଛି ଇହିହାସର ପୃଷ୍ଠାରେ ପରିବର୍ତ୍ତିତ ହେଉଥାଏ। ଆଜି ୨୦୨୧ର ଶେଷ ଦିନ। ଗୋଟିଏ ବର୍ଷ…

‘ଲଲାଟେନ୍ଦୁ ରଥଙ୍କ ତିନୋଟି ନାଟକ’ ଉନ୍ମୋଚିତ

ଭୁବନେଶ୍ୱର : ନାଟ୍ୟକାର ଲଲାଟେନ୍ଦୁ ରଥଙ୍କ ଦ୍ୱାରା ରଚିତ ତଥାଅଗ୍ରଦୂତ ପ୍ରକାଶନୀ ଦ୍ୱାରା ପ୍ରକାଶିତ ନାଟ୍ୟ ପୁସ୍ତକ ‘ଲଲାଟେନ୍ଦୁ ରଥଙ୍କ ତିନୋଟି ନାଟକ’ ପୁସ୍ତକ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଉନ୍ମୋଚିତ ହୋଇଯାଇଛି । ପ୍ରକାଶିକା ମଧୁମିତା ମହାନ୍ତିଙ୍କ ପରିଚାଳନାରେ ଆୟୋଜିତ ଏହି…

ବିନ୍ଦୁ ସାହିତ୍ୟ ସମାଜର ଷଷ୍ଠ ବାର୍ଷିକ ସାରସ୍ୱତ ଉତ୍ସବ ଆୟୋଜିତ

ଭୁବନେଶ୍ୱର : ବିନ୍ଦୁ ସାହିତ୍ୟ ସମାଜର ବାର୍ଷିକ ସାରସ୍ୱତ ଉତ୍ସବ ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ନିତ୍ୟାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ସଂଘମିତ୍ରା ମିଶ୍ର ମୁଖ୍ୟ ଅତିଥି ଭାବେ ଏବଂ ଭବାନୀ ଶଙ୍କର ମିଶ୍ର ମୁଖ୍ୟବକ୍ତା…