Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ‘ରିଡିଙ୍ଗସ ଫ୍ରମ ଦି ଶ୍ରୀମଦ ଭାଗବତ’ ଉନ୍ମୋଚିତ

ଭୁବନେଶ୍ୱର : ପୂର୍ବତନ ପ୍ରଶାସକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ରଚିତ 'ରିଡିଙ୍ଗସ ଫ୍ରମ ଦି ଶ୍ରୀମଦ ଭାଗବତ' ସ୍ଥାନୀୟ ଓଡ଼ିଶା ପ୍ରେସ କ୍ଳବ ପ୍ରେକ୍ଷାଳୟରେ , ରମାକାନ୍ତ ରଥଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି । ଏହି ପୁସ୍ତକରେ ଅତିବଡ଼ି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ସହ ସଂସ୍କୃତର…

ଦାଶ ବେନହୁର ଓ ହୃଷୀକେଶ ମଲ୍ଲିକ ପାଇବେ ‘କୋରାପୁଟ ସାହିତ୍ୟ ସମ୍ମାନ’

ଭୁବନେଶ୍ବର : ଓଡ଼ିଆ ମିଡିଆ ଦ୍ୱାରା ଆୟୋଜିତ ଚତୁର୍ଥ କୋରାପୁଟ ସାହିତ୍ୟ ଉତ୍ସବ ଆସନ୍ତା ୨୬ ଓ ୨୭ ଦୁଇଦିନ ଧରି ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି । ଏହି ଉତ୍ସବରେ କଥାକାର ଦାଶ ବେନହୁର ଓ କବି ହୃଷିକେଶ ମଲ୍ଲିକଙ୍କୁ ଯଥାକ୍ରମେ କଥା ଓ କବିତା ପାଇଁ 'କୋରାପୁଟ…

ସୁଶାନ୍ତ ଦାଶ ‘କବି ରାଜେନ୍ଦ୍ର କିଶୋର ପଣ୍ଡା କବିତା ସମ୍ମାନ’ରେ ସମ୍ମାନିତ

ବ୍ରହ୍ମପୁର : ବିଶିଷ୍ଟ କବି ସୁଶାନ୍ତ ଦାଶ ଓଡ଼ିଶା ରାଜଭାଷା ବିକାଶ ପରିଷଦ ପକ୍ଷରୁ 'କବି ରାଜେନ୍ଦ୍ର କିଶୋର ପଣ୍ଡା କବିତା ସମ୍ମାନ'ରେ ସମ୍ମାନିତ କରାଯାଇଛି । କବି ଶ୍ରୀ ଦାଶ ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ପ୍ରତିଭା । କିଛି ଅନ୍ଵେଷା, ରୋମରୁ ମୋନାଲିଆ, ପକେଟ ଖାତା,…

‘ଶିଳାଶ୍ରୀ’ର ୧୪ତମ ବାର୍ଷିକ ଉତ୍ସବ ପାଳିତ

ଭୁବନେଶ୍ୱର : ତ୍ରୈମାସିକ ସାହିତ୍ୟ ପତ୍ରିକା ଶିଳାଶ୍ରୀର ୧୪ତମ ବାର୍ଷିକ ଉତ୍ସବ ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ପୂର୍ବତନ ସଂସ୍କୃତି ନିର୍ଦ୍ଦେଶକ ବିଜୟ ନାୟକ ମୁଖ୍ୟ ଅତିଥି , ଲୋକ ସେବକ ମଣ୍ଡଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପ୍ରଭାସ ଆଚାର୍ଯ୍ୟ ସମ୍ମାନିତ…

ନରେନ୍ଦ୍ର ନାଥ ଦାଶଙ୍କ ‘ପ୍ରୀତି ପ୍ରମୋଦିନୀ’ ଉନ୍ମୋଚିତ

ଭୁବନେଶ୍ୱର : କବି ନରେନ୍ଦ୍ର ନାଥଙ୍କ ରଚିତ ଗୀତି କବିତା ପୁସ୍ତକ 'ପ୍ରୀତି ପ୍ରମୋଦିନୀ' ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ , ଆଶ୍ରାକ୍ଳବର ବିଂଶତମ ସ୍ୱନକ୍ଷେତ୍ର ଦିବସ ଅବସରରେ ଉନ୍ମୋଚିତ ହୋଇ ଯାଇଛି। ବିଷ୍ଣୁପ୍ରିୟା ଓତାଙ୍କ ପରିଚାଳନାରେ ଏହି କାର୍ଯ୍ୟକ୍ରମରେ ସୌମେନ୍ଦ୍ର ପ୍ରିୟଦର୍ଶୀ…

ରାଜ କିଶୋର ଦାଶଙ୍କ ‘ଅଦ୍ବେତ ଦୃଷ୍ଟି ତତ୍ତ୍ୱବୋଧ’ ଓ ‘ଝାପସା ସତ ଝାପସା ମିଛ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ କବି ରାଜ କିଶୋର ଦାଶଙ୍କ ରଚିତ 'ଅଦ୍ବେତ ଦୃଷ୍ଟି ତତ୍ତ୍ୱବୋଧ' ଓ 'ଝାପସା ସତ ଝାପସା ମିଛ' ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଉନ୍ମୋଚିତ ହୋଇଯାଇଛି । ଶ୍ରୀରାମ ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜୟା ନନ୍ଦ କର ମୁଖ୍ୟ ଅତିଥି , ପଣ୍ଡିତ…

କନକ ମଞ୍ଜରୀ ସାହୁଙ୍କ ଅନୂଦିତ ଉପନ୍ୟାସ ‘ଚାନ୍ଦର ପାହାଡ଼’ ଉନ୍ମୋଚିତ

ଭୁବନେଶ୍ୱର : ପ୍ରସିଦ୍ଧ ବଙ୍ଗଳା ଲେଖକ ବିଭୁତିଭୁଷଣ ବନ୍ଦୋପାଧ୍ୟାୟଙ୍କ ଲିଖିତ ତଥା ଅନୁବାଦିକା କନକ ମଞ୍ଜରୀ ସାହୁଙ୍କ ଦ୍ୱାରା ଅନୂଦିତ ଉପନ୍ୟାସ ' ଚାନ୍ଦର ପାହାଡ଼' ରାଜଭବନ ପରିସରରେ ମହାମହିମ ରାଜ୍ୟପାଳ ଗଣେସୀଲାଲଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ଲେଖିକା ଶ୍ରୀମତୀ…

ଭାରତୀୟ ସଂସ୍କୃତି ମହାଭାରତର ମୂଲ୍ୟବୋଧ ଉପରେ ଆଧାରିତ

ଭୁବନେଶ୍ୱର : ଲେଖକ ବ୍ରଜବନ୍ଧୁ ପଣ୍ଡାଙ୍କ ରଚିତ ପୁସ୍ତକ 'ପାଣ୍ଡବ କୁଳଚନ୍ଦ୍ରମା' ଓ 'ଅମ୍ଳାନ ଦୀପ୍ତି' , ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଉନ୍ମୋଚିତ ହୋଇଯାଇଛି। ଲେଖକ ମହାଭାରତର ପରୀକ୍ଷିତ ଚରିତ୍ରକୁ ନେଇ 'ପାଣ୍ଡବ କୁଳଚନ୍ଦ୍ରମା' ଓ ଓଡ଼ିଶାର କବିମାନଙ୍କୁ ନେଇ ତା 'ଅମ୍ଳାନଦୀପ୍ତି'…

କଥାକାର ହାଡ଼ିବନ୍ଧୁ ପାଢ଼ୀଙ୍କର ଗଳ୍ପ ସଂକଳନ ‘ତିନି ଅକଥା’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ କଥାକାର ହାଡ଼ିବନ୍ଧୁ ପାଢ଼ୀଙ୍କର ଗଳ୍ପ ସଂକଳନ ‘ତିନି ଅକଥା’ , ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି ପୌରାଣିକ କିମ୍ବଦନ୍ତୀ ଏବଂ ନୈତିକ ତଥା ମାନବିକ ଗୁଣବତ୍ତା ଆଧାରିତ ୪୫ଟି କାଳଜୟୀ ଲୋକକଥାର ପୁର୍ନଲିଖନ ଏହି ସଙ୍କଳନରେ ସ୍ଥାନିତ ହୋଇଛି ।…

ପ୍ରୀତିଛନ୍ଦା ଧଳଙ୍କ ‘ଫେମିନିଜିମ୍ ଓ ଅନ୍ୟାନ୍ୟ ପ୍ରସଙ୍ଗ’ ରାଜ୍ୟପାଳଙ୍କ ଦ୍ବାରା ଉନ୍ମୋଚିତ

ଭୁବନେଶ୍ୱର : ଯୁବ ସ୍ତମ୍ଭକାର ପ୍ରୀତିଛନ୍ଦା ଧଳଙ୍କର ଫିଚର୍ ସଙ୍କଳନ ' ଫେମିନିଜିମ୍ ଓ ଅନ୍ୟାନ୍ୟ ପ୍ରସଙ୍ଗ', ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ରାଜ୍ୟପାଳ ଲେଖିକା ଶ୍ରୀମତୀ ଧଳଙ୍କୁ ଅଧିକ ଲେଖିବା ପାଇଁ ପ୍ରେରଣା ଯୋଗାଇଥିଲେ ଏବଂ…