Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ସୁଧୀର ଧଙ୍ଗଡ଼ାମାଝୀଙ୍କ ‘ଖଂଗାର୍‌’କୁ ଟାଇମ୍‌ପାସ୍ ବେଷ୍ଟ୍‌ସେଲର୍ ପୁରସ୍କାର

ଭବାନୀପାଟଣା : ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ‘ଟାଇମ୍‌ପାସ୍‌' ଦ୍ୱାରା ପ୍ରକାଶିତ,  ଯୁବଲେଖକ ସୁଧୀର କୁମାର ଧଙ୍ଗଡ଼ାମାଝୀଙ୍କ ଗଳ୍ପ ସଂକଳନ ‘ଖଂଗାର୍‌’, 'ଟାଇମ୍‌ପାସ୍ ବେଷ୍ଟ୍‌ସେଲର୍ ପୁରସ୍କାର ପାଇଁ ବିବେଚିତ ହୋଇଛି । ଆସନ୍ତା ୧୯ ତାରିଖ ଦିନ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁଥିବା…

ରାଜେନ୍ଦ୍ର କୁମାର ରାଉଳ ଓ ସୃଷ୍ଟିଶ୍ରୀ ନାଏକ ପାଇବେ ‘ଟାଇମ୍‌ପାସ୍‍ ବୁକର୍‌ ପୁରସ୍କାର’

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନ ସଂସ୍ଥା ଟାଇମପାସ ପକ୍ଷରୁ ଯୁବଲେଖକମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ଉତ୍ସାହଜନକ ‘ଟାଇମ୍‌ପାସ୍‍ ବୁକର୍‌ ପୁରସ୍କାର’ ୨୦୨୦ ମସିହା ପାଇଁ ରାଜେନ୍ଦ୍ର କୁମାର ରାଉଳଙ୍କ ଗଳ୍ପ ପାଣ୍ଡୁଲିପି ‘ଟେଲିଗ୍ରାମ୍‍’ ଓ ୨୦୨୧ ମସିହା ପାଇଁ…

ଗାନ୍ଧୀ ଓ ରମାଦେବୀଙ୍କ ଆଦର୍ଶରେ ମହିଳାମାନେ ସମାଜକୁ ଗଢି ପାରିବେ

ଭୁବନେଶ୍ୱର : ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ , "ଗାନ୍ଧୀ" ଶୀର୍ଷକରେ ଏକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି। ଗାନ୍ଧୀ ପ୍ରତିଷ୍ଠାନର ସର୍ବ ଭାରତୀୟ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନନ୍ଦ ଏହାକୁ ଉଦଘାଟନ କରିଥିଲେ। କୁଳପତି ଅପରାଜିତା ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

ଉନ୍ମୋଚିତ ହେଲା ‘ଭଗବତ ଗୀତା : ଦି ସଙ୍ଗ ଅଫ ଗଡ’

ଭୁବନେଶ୍ୱର : ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ , ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ସ୍ୱାମୀ ମୁକୁ ମୁକୁନ୍ଦାନନ୍ଦଙ୍କ ରଚିତ "ଭଗବତ ଗୀତା : ଦି ସଙ୍ଗ ଅଫ ଗଡ" ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ "ଭଗବତ ଗୀତାର ଜୀବନ ଉପଯୋଗୀ ଶିକ୍ଷା " ବିଷୟ ଉପରେ ସ୍ୱାମୀଜୀଙ୍କର ଏକ ପ୍ରବଚନ…

ସାହିତ୍ୟିକ ବିଦ୍ୟାଧର ବାରିକଙ୍କ ୭୭ତମ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଗୋଧୂଳି ସାହିତ୍ୟ ଏବଂ ବିଦ୍ୟାଧର ବାରିକ ସ୍ମୃତି ସଂସଦର ମିଳିତ ସହଯୋଗରେ , ଜାତୀୟ ଅଭିଲେଖାଗାରଠାରେ ବିଶିଷ୍ଟ ସାହିତ୍ୟିକ ବିଦ୍ୟାଧର ବାରିକଙ୍କ ୭୭ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସୁଚେତା ରାଉତଙ୍କ ସଭାପତିତ୍ୱରେ ସ୍ୱର୍ଗତଃ ବାରିକଙ୍କ ସ୍ମୃତି ଉଦ୍ଦେଶ୍ୟରେ…

ଉନ୍ମୋଚିତ ହେଲା ସୂର୍ଯ୍ୟମଣି ମିଶ୍ରଙ୍କ “କ୍ଷମତାର ଚରିତ୍ର”

ଭୁବନେଶ୍ୱର : ପେନ ଇନ୍ ବୁକ୍ସ ଆନୁକୂଲ୍ୟରେ ସ୍ଥାନୀୟ ଏକ ହୋଟେଲରେ ପ୍ରାବନ୍ଧିକ ସୂର୍ଯ୍ୟମଣି ମିଶ୍ରଙ୍କ ପ୍ରବନ୍ଧ ସଙ୍କଳନ “କ୍ଷମତାର ଚରିତ୍ର” ଉନ୍ମୋଚିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ କବି ହର ପ୍ରସାଦ ଦାସ, କଥାଶିଳ୍ପୀ ଦାଶ ବେହେହୁର, ବରିଷ୍ଠ ସାମ୍ବାଦିକ ଭାସ୍କର…

ଆଗାମୀ ଦିନରେ ଓଡ଼ିଶା ହିଁ ବିଶ୍ୱର ନେତୃତ୍ୱ ନେବ : କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ସ୍ଥାନୀୟ ଇଡକଲ ଅଡିଟୋରିୟମର ବିଷ୍ଣୁ ସେଠୀଙ୍କର ରଚିତ ପୁସ୍ତକ " ଶିରୋଧାର୍ଯ୍ୟ ଶିରୋନାମା " ଏବଂ ରାଜ୍ୟ ବିଜେପି ଶାଖା କାର୍ଯ୍ୟାଳୟରେ ଦୁର୍ଗା ପ୍ରସାଦ ସାହୁଙ୍କ ରଚିତ ପୁସ୍ତକ "ଗଡ଼ଜାତ ଆନ୍ଦୋଳନ - ଢେଙ୍କାନାଳ ଓ ତାଳଚେର"…

ଉନ୍ମୋଚିତ ହେବ ସୂର୍ଯ୍ୟମଣି ମିଶ୍ରଙ୍କ ‘କ୍ଷମତାର ଚରିତ୍ର’

ଭୁବନେଶ୍ୱର : ପେନ ଇନ୍ ବୁକ୍ସ ଆନୁକୂଲ୍ୟରେ ଆସନ୍ତା ୨୦ ନଭେମ୍ବରରେ ସ୍ଥାନୀୟ ଏକ ହୋଟେଲରେ ପ୍ରାବନ୍ଧିକ ସୂର୍ଯ୍ୟମଣି ମିଶ୍ରଙ୍କ ପ୍ରବନ୍ଧ ସଙ୍କଳନ "କ୍ଷମତାର ଚରିତ୍ର" ଉନ୍ମୋଚିତ ହେବ ବୋଲି ସୂଚନା ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ବରିଷ୍ଠ କବି ହର ପ୍ରସାଦ ଦାସ, କଥାଶିଳ୍ପୀ ଦାଶ…

ବାବାଜୀ ସତ୍ୟାନନ୍ଦ ଦାସ ପାଇଲେ କଳା ମଣିମା ସର୍ବୋଚ୍ଚ ସେବା ସମ୍ମାନ

ଭୁବନେଶ୍ୱର : କଳା ମଣିମା ଟ୍ରଷ୍ଟ ଭୁବନେଶ୍ୱର ପକ୍ଷରୁ, ସ୍ଥାନୀୟ ରାଧା ବଲ୍ଲଭ ମଠ ପରିସରରେ "କଳା ମଣିମା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜଙ୍କୁ "କଳା ମଣିମା ସର୍ବୋଚ୍ଚ ସେବା ସମ୍ମାନ" ସଂଯୁକ୍ତା ରାଉତଙ୍କୁ ନିଷ୍ଠାପର ସେବା ପାଇଁ ,…

ନିଶିଗନ୍ଧା ଭାଷା ପ୍ରତିଷ୍ଠାନର ଶୀତ ସାହିତ୍ୟ ଆସର

ଭୁବନେଶ୍ୱର : ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ପକ୍ଷରୁ ଶୀତ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନର "ଶାରଦୀୟ ବିଶେଷାଙ୍କ" ପତ୍ରିକା ଉନ୍ମୋଚିତ ହୋଇଥିଲା । ଚକ୍ରଧର ତ୍ରିପାଠୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରମାକାନ୍ତ ମିଶ୍ର, ପ୍ରସନ୍ନ ପାଟ୍ଟଶାଣୀ,…