Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ଓ ବିଭିନ୍ନ…

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନ ଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଭାଷା, ସାହିତ୍ୟ, କଳାକୃତି ଆଦି କ୍ଷେତ୍ରରେ ଅବଦାନ ଥିବା ତଥା ବିଭିନ୍ନ ପୁରସ୍କାର ବିଜେତା ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ…

ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ଇ-ପତ୍ରିକା ଶିଶୁ କିଶୋର.କମ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ଇ-ପତ୍ରିକା ଶିଶୁ କିଶୋର.କମ ସ୍ଥାନୀୟ ଜୟଦେବ ଭବନର ଗୀତ ଗୋବିନ୍ଦ ସଦନରେ ଉନ୍ମୋଚିତ ହୋଇଯାଇଛି। ଏକାଡେମୀର ସଭାପତି ପ୍ରଫେସର ଦାଶ ବେନହୁରଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ଦେବୀ ପ୍ରସନ୍ନ ପଟ୍ଟନାୟକ ମୁଖ୍ଯ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଜନତା ମଇଦାନରେ ହେବ ସାମୟିକ ସଂଗ୍ରହାଳୟ

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନିଦିନ ଧରି ଅସ୍ଥାୟୀ ସଂଗ୍ରହାଳୟର  ଆୟୋଜନ କରାଯିବ । ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ…

ଫେବ୍ରୁଆରି ୩ରୁ ଆରମ୍ଭ ହେବ ଭୁବନେଶ୍ୱର କାହାଣୀ ଉତ୍ସବର ତୃତୀୟ ସଂସ୍କରଣ

ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୩ରୁ ୫ ପର୍ଯ୍ୟନ୍ତ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଭୁବନେଶ୍ୱର କାହାଣୀ ଉତ୍ସବ ଭୁ-ଫେଷ୍ଟୋ'ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସଂସ୍କରଣରେ ବିଶ୍ୱ କଲ୍ୟାଣ ରଥ, ପ୍ରାଚୀ ତାରା ଓ ମୀରା ଦାସଙ୍କ ଭଳି ବିଶିଷ୍ଟ ମୌଖିକ…

ଉତ୍କଳ ବିଶ୍ବବିଦ୍ୟାଳୟରେ ‘ଓଡ଼ିଶାର ସାଂସ୍କୃତିକ ଐତିହ୍ୟ: ଅତୀତ, ବର୍ତ୍ତମାନ ଏବଂ ଭବିଷ୍ୟତ’ ଜାତୀୟ ଆଲୋଚନାଚକ୍ର

ଭୁବନେଶ୍ୱର : ଉତ୍କଳ ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପକ୍ଷରୁ ମନ୍ମଥନାଥ ଦାଶର ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ‘ଓଡ଼ିଶାର ସାଂସ୍କୃତିକ ଐତିହ୍ୟ: ଅତୀତ, ବର୍ତ୍ତମାନ ଏବଂ ଭବିଷ୍ୟତ’ ଶୀର୍ଷକ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। । ଏହି ଅବସରରେ ପ୍ରଫେସର କେ.ଏମ.ପାତ୍ର, ରଞ୍ଜିତା…

ସାହିତ୍ୟ ପରିକ୍ରମା – ୨୦୨୩

ପରିବର୍ତ୍ତନ ହିଁ ସୃଷ୍ଟିର ନିୟମ। ପ୍ରତି ମୁହୂର୍ତ୍ତରେ ପୃଥିବୀର କୋଣ ଅନୁକୋଣରେ କିଛି ନା କିଛି ପରିବର୍ତ୍ତନ ଘଟୁଥାଏ। ସମୟ ସହ ନୂଆ ନୂଆ ଘଟଣାବଳୀର ଫର୍ଦ୍ଦସବୁ ଯୋଡ଼ି ହେଉଥାଏ ପୁଣି କିଛି ଇହିହାସର ପୃଷ୍ଠାରେ ପରିବର୍ତ୍ତିତ ହେଉଥାଏ। ଆଜି ୨୦୨୩ର ଶେଷ ଦିନ। ଗୋଟିଏ ବର୍ଷ ଭିତରେ ଓଡ଼ିଆ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ ସଂଗ୍ରହାଳୟ ପରିସରରେ ପାଳିତ ପାଇଁ ନିବେଦିତା ମହାନ୍ତି, ବେଣୁଧର ମହାପାତ୍ର, ଗୋବିନ୍ଦ ପାଲ, ପ୍ରସନ୍ନ କୁମାର ଦାଶ ଓ ସଂଗ୍ରହାଳୟର ବିଭିନ୍ନ ଗ୍ୟାଲେରୀର ପରାମର୍ଶଦାତା ମଣ୍ଡଳୀରେ ଥିବା ପ୍ରହ୍ଲାଦ ସିଂହ, ପ୍ରଫେସର ନିହାର…

ହରେକୃଷ୍ଣ ମହତାବଙ୍କ ଚର୍ଚ୍ଚିତ ପୁସ୍ତକ ‘ଗାଁ ମଜଲିସ୍’ ଉପରେ ଆଲୋଚନା

ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ ଏବଂ ମୌଳିକ ବିଜ୍ଞାନ ଓ କଳା ମହାବିଦ୍ୟାଳୟ (ଓୟୁଏଟି)ଙ୍କ ମିଳିତ ଆନୁକୂଲ୍ୟରେ ଓୟୁଏଟି ସମ୍ମିଳନୀ କକ୍ଷରେ ଏଥିରେ ହରେକୃଷ୍ଣ ମହତାବଙ୍କ ବହୁଚର୍ଚ୍ଚିତ ପୁସ୍ତକ ‘ଗାଁ ମଜଲିସ୍’ ଉପରେ ଏକ 'ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି…

ଫକୀର ହରିଚନ୍ଦନଙ୍କ ଜନ୍ମ ଶତ ବାର୍ଷିକୀ ପାଳିତ

ଭୁବନେଶ୍ୱର : ଫକୀର ହରିଚନ୍ଦନ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନ ଠାରେ ଫକୀର ହରିଚନ୍ଦନ ଜନ୍ମ ଶତ ବାର୍ଷିକ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନ୍ୟାୟମୂର୍ତ୍ତି ଶଶୀକାନ୍ତ ମିଶ୍ର…