Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଷ୍ଣୁପଦ ସେଠୀଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର : ବରିଷ୍ଠ ପ୍ରଶାସନିକ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଇଂରାଜୀ କବିତା ସଙ୍କଳନ "ବିୟଣ୍ଡ ହିଅର ଆଣ୍ଡ ଅଦର ପୋଏମ୍ସ " ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଉନ୍ମୋଚିତ ହୋଇ ଯାଇଛି । ନୂଆଦିଲ୍ଲୀର ହର ଆନନ୍ଦ ପବ୍ଲିକେଶନ ଦ୍ବାରା ପ୍ରକାଶିତ ଏହି କବିତା ସଙ୍କଳନରେ ସମୁଦାୟ ୬୧ ଟି…

ଦାସିଆ ସାଂସ୍କୃତିକ ପରିଷଦ ପକ୍ଷରୁ ଅନଲାଇନ କବିତା ଆସର

ଉମରକୋଟ : ବିଶିଷ୍ଟ ସାଂସ୍କୃତିକ ଅନୁଷ୍ଠାନ , ଦାସିଆ ସାଂସ୍କୃତିକ ପରିଷଦ ପକ୍ଷରୁ ପଞ୍ଚମ ଅନଲାଇନ କବିତା ଆସର ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ବିଶିଷ୍ଟ କବି ତଥା ଗାଳ୍ପିକ ପରୀକ୍ଷିତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। କବି ଏମ . ହିମାଂଶୁ ଆଚାରୀଙ୍କ ସ୍ୱାଗତ ଭାଷଣ ସହ…

ପରଲୋକରେ ସାହିତ୍ୟିକା ମିନାକ୍ଷୀ ଦେବୀ

କଟକ : ଉତ୍କଳ ସାହିତ୍ୟ ସମାଜର ସମ୍ପାଦିକା , ସୁଲେଖିକା ତଥା ଗୀତିକବୀ ମୀନାକ୍ଷୀ ଦେବୀଙ୍କର ପରଲୋକ ଘଟିଛି । ହୃତଘାତରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ମିନାକ୍ଷୀ ଦେବୀ କଳା , ସାହିତ୍ୟ , ସଂସ୍କୃତି , ସମାଜସେବା ,…

‘ସାହିତ୍ୟାୟନ’ ପକ୍ଷରୁ ‘ଲାଲ ଘୋଡ଼ାର ସଇସ’ ଉପରେ ଆଲୋଚନା ଚକ୍ର

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟ ଅନୁଷ୍ଠାନ ‘ସାହିତ୍ୟାୟନ' ପକ୍ଷରୁ ଅନଲାଇନ ମାଧ୍ୟମରେ ମାସିକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ‘ସାହିତ୍ୟାୟନ’ ପକ୍ଷରୁ ଜୟକୃଷ୍ଣ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମାସିକ ଆଲୋଚନା ଚକ୍ରରେ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ ଉଦଘାଟକ,…

ପ୍ରଫେସର ରାଧାକାନ୍ତ ମିଶ୍ରଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତିସଭା

ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ ତଥା ସାହିତ୍ୟିକ ପ୍ରଫେସର ସ୍ବର୍ଗତଃ ରାଧାକାନ୍ତ ମିଶ୍ରଙ୍କ ଏକାଦଶାହ ଉପଲକ୍ଷେ "ରାଧାକାନ୍ତ ମିଶ୍ର ସ୍ମୃତି ସଂସଦ" ପକ୍ଷରୁ ଏକ ଶୋକସଭା ଅନଲାଇନ ମାଧ୍ୟମରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ କଲିକତା ପ୍ରେସିଡେନ୍ସି ବିଶ୍ବବିଦ୍ୟାଳୟର  ପ୍ରଫେସର ତନୁଜା…

ପରଲୋକରେ ସାହିତ୍ୟିକ ଶୁଭେନ୍ଦୁ ମୁଣ୍ଡ

ଭୁବନେଶ୍ୱର : ବିଶିଷ୍ଟ କବି ତଥା ସମାଲୋଚକ ଡକ୍ଟର ଶୁଭେନ୍ଦୁ ମୁଣ୍ଡଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଦୁଇଦିନ ଧରି ତାଙ୍କୁ ସାମାନ୍ୟ ଜ୍ବରରେ ହୋଇଥିଲା ଓ ସେ ହୃଦଘାତରେ ମଧ୍ୟ ପୀଡ଼ିତ ଥିଲେ । ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା…

ପରଲୋକରେ ଭାବଗ୍ରାହୀ ମହାପାତ୍ର

ରାଉରକେଲା : ବିଶିଷ୍ଟ ବୈଜ୍ଞାନିକ ତଥା ସାମାଜିକ ଆନ୍ଦୋଳନର ସାରଥୀ ଡ.ଭାବଗ୍ରାହୀ ମହାପାତ୍ରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା । ସ୍ୱର୍ଗତଃ ମହାପାତ୍ର ଗଙ୍ଗାଧର ମେହେର ମହାବିଦ୍ୟାଳୟର ପ୍ରଥମ ବ୍ୟାଚର ଛାତ୍ର ଥିଲେ। ଶିକ୍ଷା ସମାପ୍ତି ପରେ ରାଉରକେଲା ଇସ୍ପାତ…

ୱେବିନାର ମାଧ୍ୟମରେ କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଆଲୋଚନାଚକ୍ର

କୋରାପୁଟ : କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ଜନଜାତି ଗବେଷକଙ୍କୁ ନେଇ ୱେବିନାର ମାଧ୍ୟମରେ 'ସଂସ୍କୃତି ଏବଂ ସାହିତ୍ୟ ଚର୍ଚ୍ଚା' ଶୀର୍ଷକରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…

ଦାସିଆ ସାଂସ୍କୃତିକ ପରିଷଦ ପକ୍ଷରୁ ଅନଲାଇନ କବିତା ଆସର

ଉମରକୋଟ : ବିଶିଷ୍ଟ ସାଂସ୍କୃତିକ ଅନୁଷ୍ଠାନ, 'ଦାସିଆ ସାଂସ୍କୃତିକ ପରିଷଦ' ପକ୍ଷରୁ ଗୁଗୁଲ ମିଟ ମାଧ୍ୟମରେ ଏକ ସ୍ମୃତସଭା ଓ ଅନଲାଇନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ପରିଷଦର ସଭାପତି ଟୁଟୁବାବୁ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ବରିଷ୍ଠ ସାହିତ୍ୟିକା ରାଜ ଲକ୍ଷ୍ମୀ…

ବେଲା ବର୍ଗାଙ୍କ ୧୪୨୦ କିଲୋଗ୍ରାମର ବହି

ହଙ୍ଗେରୀ : ଉତ୍ତର ହଙ୍ଗେରୀର ସିନପେତ୍ରୀ ଗାଁର ବେଲା ବର୍ଗା ପାରମ୍ପରିକ ଶୈଳୀରେ ଏକ ପୁସ୍ତକ ତିଆରି କରିଛନ୍ତି। ଯାହାର ଓଜନ ୧୪୨୦ କିଲୋଗ୍ରାମ ବୋଲି ଜଣା ପଡ଼ିଛି। ପୁସ୍ତକଟିର ଦୈର୍ଘ୍ୟ ୪.୧୮ ମିଟର ଓ ପ୍ରସ୍ଥ ୩.୭୭ ମିଟର । ୩୬୪ ପୃଷ୍ଠା ଏହି ପୁସ୍ତକରେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସ୍ଥାନ…