Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ ‘ବିଶ୍ୱରୂପା’ ଉନ୍ମୋଚିତ

ଆନନ୍ଦପୁର : ଆନନ୍ଦପୁର ସାହିତ୍ୟ ସଂସଦ ଆନୁକୂଲ୍ୟରେ ସେବା ଓ ସାହିତ୍ୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି  । ଏହି ସଭାରେ ବିଶିଷ୍ଟ ଲେଖିକା ଡାକ୍ତର ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ 'ବିଶ୍ୱରୂପା' ଉନ୍ମୋଚିତ ହୋଇଯାଇଛି । ରଙ୍ଗନାଥ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…

ଆମ ଗପଘରର ଗପ କର୍ମଶାଳା ଆୟୋଜିତ

ଅନୁଗୁଳ : ସାରସ୍ୱତ ଅନୁଷ୍ଠାନ ଆମ ଗପଘର ପକ୍ଷରୁ ଗପ କର୍ମଶାଳା 'ଗପରେ ଗପରେ' ସ୍ଥାନୀୟ ବାଜି ରାଉତ ଛାତ୍ରାବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ଭାଷା ସାହିତ୍ୟର ପ୍ରତିଷ୍ଠିତ କଥାକାରମାନଙ୍କ ସହ ରାଜ୍ୟର ବିଭିନ୍ନ ସ୍ଥାନରୁ ବହୁ କବି ଓ ଲେଖକ ଯୋଗ ଦେଇଥିଲେ। ଗପଘରର ସଭାପତି…

କରୋନାର ପ୍ରଭାବରେ ବନ୍ଦ ହେଲା ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର : ରାଜ୍ୟରେ ବଢ଼ୁଥୁବା ମହାମାରୀ କରୋନାର ପ୍ରଭାବକୁ ଦେଖି ବନ୍ଦ କରାଯାଇଛି ରାଜ୍ୟ ପୁସ୍ତକ ମହୋତ୍ସବ 'ଅକ୍ଷର' ବନ୍ଦ କରାଯାଇଛି । ଏହି ମହୋତ୍ସବ ଆଜିଠୁ ଆରମ୍ଭ ହେବାର ଥିଲା ଏବଂ ସବୁ ପ୍ରସ୍ତୁତି ଶେଷ ହୋଇଥିଲେ ସୁଦ୍ଧା ରାଜ୍ୟ ସରକାରଙ୍କ କରୋନା କଟକଣାକୁ ଦୃଷ୍ଟିରେ ରଖି…

‘ବଳଦଗାଡ଼ିରୁ ବୋଇଂ ବିମାନ’ ଉନ୍ମୋଚିତ

ଭୁବନେଶ୍ୱର : ପ୍ରଫେସର ବିଭୁତି ଭୂଷଣ ମହାନ୍ତିଙ୍କ ୯୦ତମ ଜୟନ୍ତୀ ଅବସରରେ ତାଙ୍କ ଆତ୍ମଜୀବନୀ 'ବଳଦଗାଡ଼ିରୁ ବୋଇଂ ବିମାନ' ପୁସ୍ତକ ସ୍ଥାନୀୟ ଜୟ ଭାରତ ଭବନ ଭବନରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ପ୍ରଫେସର ଯତୀନ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପ୍ରଫେସର ରାଜ କିଶୋର ମିଶ୍ର,…

‘ସାରା ଆକାଶ ଖାଲି ଖାଲି’ ଉନ୍ମୋଚିତ

କଟକ : ବିଶିଷ୍ଟ କବି ରୋହିତ ଦାଶଙ୍କ କବିତା ସଙ୍କଳନ 'ସାରା ଆକାଶ ଖାଲି ଖାଲି ' ସ୍ଥାନୀୟ ଏକ ହୋଟେଲରେ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ କବି ଜୟନ୍ତ ମହାପାତ୍ର ମୁଖ୍ୟ ଅତିଥି ଓ ଅମରେଶ ପଟ୍ଟନାୟକ ଏବଂ ସାମ୍ବାଦିକ ପ୍ରଶାନ୍ତ ପଟ୍ଟନାୟକ ସମ୍ମାନିତ ଅତିଥି ଭାବରେ ଯୋଗ…

ଲେଖିକା ସଂସଦର ବାର୍ଷିକ ଉତ୍ସବ ପାଳିତ

ପୁରୀ : ଓଡ଼ିଶା ଲେଖିକା ସଂସଦ ପୁରୀ ଶାଖାର ବାର୍ଷିକୋତ୍ସବ ପାଳିତ ହୋଇ ଯାଇଛି। ଏହି ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ହରିହର ମିଶ୍ର ଯୋଗ ଦେଇ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବାରେ ମହିଳା ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇଥିଲେ। ଏହି ଉତ୍ସବରେ ସାହିତ୍ୟ…

‘ଦ ସିକ୍ରେଟ ଅଫ ପଦ୍ମକ୍ଷେତ୍ର’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ତରୁଣ ଲେଖକ ଭୁବନ ପାତ୍ରଙ୍କ 'ଦ ସିକ୍ରେଟ ଅଫ ପଦ୍ମକ୍ଷେତ୍ର' ପୁସ୍ତକ ଉନ୍ମୋଚିତ ହୋଇଯାଇଛି। ଏହି ସମାରୋହରେ ବିଶିଷ୍ଟ କବି ହରପ୍ରସାଦ ଦାସ , କାଦମ୍ବିନୀର ସମ୍ପାଦିକା ଇତି ସାମନ୍ତ ଓ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଉପସ୍ଥିତ ଥିଲେ । ଏହି ପୁସ୍ତକରେ ବିଶୁ…

ଦେବାଶିଷ ପାଣିଗ୍ରାହୀଙ୍କ ଇଂରାଜୀ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର : ବିଶ୍ୱ କବିତା ଦିବସ ଅବସରରେ ବିଶିଷ୍ଟ ଲେଖକ ତଥା କବି ଡକ୍ଟର ଦେବାଶିଷ ପାଣିଗ୍ରାହୀଙ୍କ ଇଂରାଜୀ କବିତା ସଙ୍କଳନ 'ମେଲୋଡ଼ ଉଇଥ ୟର୍ସ' ସ୍ଥାନୀୟ ଅକ୍ସଫୋଡ଼ ବୁକ ଷ୍ଟୋରରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କଥାକାର ରାମଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।…

ଆଜି ଲୋକାର୍ପିତ ହେବ ଅମରେଶ ବିଶ୍ୱାଳଙ୍କ ଦୁଇଟି ଗଳ୍ପ ସଙ୍କଳନ

ଭୁବନେଶ୍ୱର : ବିଶିଷ୍ଟ କଥାକାର ଅମରେଶ ବିଶ୍ୱାଳଙ୍କ ରଚିତ ଗଳ୍ପ ସଙ୍କଳନ 'ପ୍ରେମିକାର ସାନ ଭଉଣୀ' ଓ 'ଛୋଟ ଛୋଟ ଜୀବନ' ଆଜି ସ୍ଥାନୀୟ ନ୍ୟାସନାଲ ଆର୍କାଇଭସରେ ଲୋକାର୍ପିତ ହେବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ସ୍ତମ୍ଭକାର ପଞ୍ଚାନନ କାନୁନଗୋ ମୁଖ୍ୟ…

କବି ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଉପଲକ୍ଷେ ଫାଲଗୁନ ଆସର

ଭୁବନେଶ୍ୱର : ବିଶିଷ୍ଟ କବି ଡକ୍ଟର ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଅବସରରେ ସ୍ଥାନୀୟ ଜୟ ଭାରତ ଭବନରେ ଫାଲଗୁନ ଆସର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କବି ଶ୍ରୀ ମିଶ୍ରଙ୍କ ଜୀବନୀ ସମ୍ବନ୍ଧିତ ବୃତ୍ତଚିତ୍ର 'ରହୁ କି ନ ରହୁ' ପ୍ରଦର୍ଶିତ ହୋଇଥିଲା। ଏହାସହ ଡ. ମିଶ୍ରଙ୍କ ଜଣେ ଛାତ୍ର…