Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଆଲୋଚନା କରାଯାଇଛି ଏହି ଆଲୋଚନାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ…

ଭୁବନେଶ୍ୱର ସାହିତ୍ୟ ପର୍ବ ଉଦ୍‌ଯାପିତ

ଭୁବନେଶ୍ୱର : ଭୁବନେଶ୍ବର ସାହିତ୍ୟ ସାମାଜ ଟ୍ରଷ୍ଟ ଆନୁକୁଲ୍ୟରେ ସ୍ଥାନୀୟ ଜୟଦେବ ଭବନ ପରିସରରେ ଦୁଇଦିନ ଧରି ଆୟୋଜିତ ହୋଇଥିବା ଭୁବନେଶ୍ବର ସାହିତ୍ୟ ପର୍ବ ଉଦଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବ ଅବସରରେ ଆୟୋଜିତ ମୁକ୍ତ ଅଧିବେଶନରେ ଜର୍ମାନୀ ଲେଖିକା ତଥା ଅନୁବାଦିକା ଉତ୍ତେ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଡ଼ିହେବେ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର : ପ୍ରଥମ ଥର ପାଇଁ ଆୟୋଜିତ ହେବାକୁ ଥିବା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ସହିତ ଯୋଡ଼ି ହେବା ପାଇଁ ଓଡ଼ିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଉଛି । ପ୍ରାୟ ୧୩ ଲକ୍ଷ ପ୍ରବାସୀ ଓଡ଼ିଆମାନଙ୍କୁ ଆଭାସୀ ମାଧ୍ୟମରେ ଯୋଡ଼ିବା ପାଇଁ ବ୍ୟବସ୍ଥା…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ଓ ବିଭିନ୍ନ…

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନ ଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଭାଷା, ସାହିତ୍ୟ, କଳାକୃତି ଆଦି କ୍ଷେତ୍ରରେ ଅବଦାନ ଥିବା ତଥା ବିଭିନ୍ନ ପୁରସ୍କାର ବିଜେତା ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ…

ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ଇ-ପତ୍ରିକା ଶିଶୁ କିଶୋର.କମ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ଇ-ପତ୍ରିକା ଶିଶୁ କିଶୋର.କମ ସ୍ଥାନୀୟ ଜୟଦେବ ଭବନର ଗୀତ ଗୋବିନ୍ଦ ସଦନରେ ଉନ୍ମୋଚିତ ହୋଇଯାଇଛି। ଏକାଡେମୀର ସଭାପତି ପ୍ରଫେସର ଦାଶ ବେନହୁରଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ଦେବୀ ପ୍ରସନ୍ନ ପଟ୍ଟନାୟକ ମୁଖ୍ଯ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଜନତା ମଇଦାନରେ ହେବ ସାମୟିକ ସଂଗ୍ରହାଳୟ

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନିଦିନ ଧରି ଅସ୍ଥାୟୀ ସଂଗ୍ରହାଳୟର  ଆୟୋଜନ କରାଯିବ । ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ…

ଫେବ୍ରୁଆରି ୩ରୁ ଆରମ୍ଭ ହେବ ଭୁବନେଶ୍ୱର କାହାଣୀ ଉତ୍ସବର ତୃତୀୟ ସଂସ୍କରଣ

ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୩ରୁ ୫ ପର୍ଯ୍ୟନ୍ତ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଭୁବନେଶ୍ୱର କାହାଣୀ ଉତ୍ସବ ଭୁ-ଫେଷ୍ଟୋ'ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସଂସ୍କରଣରେ ବିଶ୍ୱ କଲ୍ୟାଣ ରଥ, ପ୍ରାଚୀ ତାରା ଓ ମୀରା ଦାସଙ୍କ ଭଳି ବିଶିଷ୍ଟ ମୌଖିକ…

ଉତ୍କଳ ବିଶ୍ବବିଦ୍ୟାଳୟରେ ‘ଓଡ଼ିଶାର ସାଂସ୍କୃତିକ ଐତିହ୍ୟ: ଅତୀତ, ବର୍ତ୍ତମାନ ଏବଂ ଭବିଷ୍ୟତ’ ଜାତୀୟ ଆଲୋଚନାଚକ୍ର

ଭୁବନେଶ୍ୱର : ଉତ୍କଳ ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପକ୍ଷରୁ ମନ୍ମଥନାଥ ଦାଶର ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ‘ଓଡ଼ିଶାର ସାଂସ୍କୃତିକ ଐତିହ୍ୟ: ଅତୀତ, ବର୍ତ୍ତମାନ ଏବଂ ଭବିଷ୍ୟତ’ ଶୀର୍ଷକ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। । ଏହି ଅବସରରେ ପ୍ରଫେସର କେ.ଏମ.ପାତ୍ର, ରଞ୍ଜିତା…

ସାହିତ୍ୟ ପରିକ୍ରମା – ୨୦୨୩

ପରିବର୍ତ୍ତନ ହିଁ ସୃଷ୍ଟିର ନିୟମ। ପ୍ରତି ମୁହୂର୍ତ୍ତରେ ପୃଥିବୀର କୋଣ ଅନୁକୋଣରେ କିଛି ନା କିଛି ପରିବର୍ତ୍ତନ ଘଟୁଥାଏ। ସମୟ ସହ ନୂଆ ନୂଆ ଘଟଣାବଳୀର ଫର୍ଦ୍ଦସବୁ ଯୋଡ଼ି ହେଉଥାଏ ପୁଣି କିଛି ଇହିହାସର ପୃଷ୍ଠାରେ ପରିବର୍ତ୍ତିତ ହେଉଥାଏ। ଆଜି ୨୦୨୩ର ଶେଷ ଦିନ। ଗୋଟିଏ ବର୍ଷ ଭିତରେ ଓଡ଼ିଆ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ ସଂଗ୍ରହାଳୟ ପରିସରରେ ପାଳିତ ପାଇଁ ନିବେଦିତା ମହାନ୍ତି, ବେଣୁଧର ମହାପାତ୍ର, ଗୋବିନ୍ଦ ପାଲ, ପ୍ରସନ୍ନ କୁମାର ଦାଶ ଓ ସଂଗ୍ରହାଳୟର ବିଭିନ୍ନ ଗ୍ୟାଲେରୀର ପରାମର୍ଶଦାତା ମଣ୍ଡଳୀରେ ଥିବା ପ୍ରହ୍ଲାଦ ସିଂହ, ପ୍ରଫେସର ନିହାର…