Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ତ୍ରିଦିବସୀୟ କର୍ମକର୍ତ୍ତା ପ୍ରବୋଧନ କର୍ମଶାଳା ଉଦଘାଟିତ

ଭୁବନେଶ୍ବର : ଅଖିଳ ଭାରତୀୟ ସାହିତ୍ୟ ପରିଷଦର ତ୍ରିଦିବସୀୟ କର୍ମକର୍ତ୍ତା ପ୍ରବୋଧନ କର୍ମଶାଳା ଉଦଘାଟିତ ହୋଇଯାଇଛି । ଏହି କର୍ମଶାଳାରେଦେଶର ବିଭିନ୍ନ ପ୍ରାନ୍ତରୁ ୨୫୦ରୁ ଅଧିକ ସାହିତ୍ୟିକ ଅଂଶ ଗ୍ରହଣ କରିଛନ୍ତି । ଋଷି କୁମାର ମିଶ୍ରଙ୍କ ସମ୍ୟକ ସୂଚନା ପ୍ରଦାନ ସହ ଆରମ୍ଭ ହୋଇଥିବା ଏହି…

ମହାଶ୍ବେତା ସାହୁ ପାଇବେ ୧୬ତମ ‘ଟାଇମପାସ୍‍ ବୁକର ପୁରସ୍କାର’

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନ ସଂସ୍ଥା ‘ଟାଇମପାସ୍‍’ ପକ୍ଷରୁ ଗତ ୧୬ ବର୍ଷ ଧରି ପ୍ରଦାନ କରାଯାଇ ଆସୁଥିବା ‘ଟାଇମପାସ୍‍ ବୁକର ପୁରସ୍କାର’ ଚଳିତବର୍ଷ ଗାଳ୍ପିକା ମହାଶ୍ବେତା ସାହୁଙ୍କୁ ତାଙ୍କ ଗଳ୍ପ ପାଣ୍ଡୁଲିପି ‘ଅକ୍ଟୋପସ୍‍ର ଆତ୍ମା’ ପାଇଁ ପ୍ରଦାନ କରାଯିବ।୪୫ ବର୍ଷ ବାୟସ ସୀମା ମଧ୍ୟରେ…

ସାହିତ୍ୟିକ ଗଗନେନ୍ଦ୍ର ନାଥ ଦାଶଙ୍କ ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଆ ସାହିତ୍ୟର ବିଶିଷ୍ଟ ଭାଷାବିଜ୍ଞାନୀ ଓ ସାହିତ୍ୟ ସମାଲୋଚକ ଗଗନେନ୍ଦ୍ର ନାଥ ଦାଶଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ 'ଆମ ଓଡ଼ିଶା’ ପ୍ରକାଶନୀ ପକ୍ଷରୁ ପ୍ରକାଶିତ ତାଙ୍କର ଦୁଇଟି ଆତ୍ମଜୀବନୀ ପୁସ୍ତକ  ‘ଶିକ୍ଷାଜୀବୀର କଥା’ ଓ ସନ୍ତୋଷ କୁମାର ମହାନ୍ତିଙ୍କ ସମ୍ପାଦନାରେ…

‘ନକ୍ଷତ୍ରର ନାମ ସ୍ୱାତୀ’ ଓ ‘ଅଖିଳ ରସ ଚିନ୍ତାମଣି’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଆ ଅଧ୍ୟୟନ ଗବେଷଣା ସଂସ୍ଥା ପକ୍ଷରୁ କବି ତଥା ରାଜନେତ୍ରୀ ସିପ୍ରା ମଲ୍ଲିକଙ୍କ ଦ୍ୱିତୀୟ କବିତା ସଙ୍କଳନ “ନକ୍ଷତ୍ରର ନାମ ସ୍ୱାତୀ” ଏବଂ ମଧ୍ୟଯୁଗୀୟ କବି ପିତାମ୍ବର ଦାସଙ୍କ ଅଳଙ୍କାର କାବ୍ୟକୁ ସମ୍ପାଦନା କରିଥିବା ହରେକୃଷ୍ଣ ପାତ୍ରଙ୍କ “ଅଖିଳ ରସ ଚିନ୍ତାମଣି”ପୁସ୍ତକ…

ଡାକ୍ତର ଯଦୁନାଥ ପ୍ରସାଦ ଦାସଙ୍କ ଜୀବନୀ ପୁସ୍ତକ ‘ହୃଦୟର ମଣିଷ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ଡାକ୍ତର ତଥା ଲେଖକ ଯଦୁନାଥ ପ୍ରସାଦ ଦାସଙ୍କ ସ୍ମୃତିରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭା ଅବସରରେ ପ୍ରସନ୍ନ କୁମାର ବରାଳଙ୍କ ଦ୍ଵାରା ଲିଖିତ ସ୍ଵର୍ଗତଃ ଦାସଙ୍କ ଜୀବନୀ ପୁସ୍ତକ “ହୃଦୟର ମଣିଷ” ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ମନ୍ତ୍ରୀ ଅଶୋକ ପଣ୍ଡା, ଆର…

ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ଦ୍ୱିତୀୟ ଦିବସ

ଭୁବନେଶ୍ୱର : ପଞ୍ଚମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ଆଜି ଦ୍ୱିତୀୟ ଦିବସରେ ଲେଖକ, ପାଠକ ଓ ପ୍ରକାଶକଙ୍କ ବିପୁଳ ସମାଗମ ଦେଖିବାକୁ ମିଳିଥିଲା। ଏହି ଅବସରରେ ଓଡ଼ିଆ ସାହିତ୍ୟ ଏକାଡେମୀର ଉପସଭାପତି ଶ୍ରୀ ସଂଗ୍ରାମ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା…

ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜଧାନୀ ପୁସ୍ତକ ମେଳା, ଏକାମ୍ର ପୁସ୍ତକ ମହୋତ୍ସବ କମିଟି, ଓଡ଼ିଶା ପୁସ୍ତକ ପ୍ରକାଶକ ଓ ବିକ୍ରେତା ସଂଘ ସହଯୋଗରେ ପଞ୍ଚମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ଶୁଭ ଉଦ୍‌ଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍‌ଯାପିତ

ଭୁବନେଶ୍ବର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କଳା ସାହିତ୍ୟ ଓ ଐତିହ୍ୟ ସଂରକ୍ଷଣ ନିମନ୍ତେ ସ୍ଥାପିତ ଶାଖା ସୋଆ ସେଂଟର ଫର ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ ଅଫ ଆନସିଏଂଟ କଲଚର ଆଣ୍ଡ ହେରିଟେଜ ଅଫ ଇଣ୍ଡିଆ (ପ୍ରାଚୀନ) ପକ୍ଷରୁ ଆୟୋଜିତ ୩ ଦିନିଆ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ…

ରାଜ୍ୟ ସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ

ଭୁବନେଶ୍ୱର : ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ ହୋଇଯାଇଛି । ଏହି ଦୁଇଦିନିଆ ସମ୍ମିଳନୀରେ ବିଭିନ୍ନ ଆଦିବାସୀ…

ଆଜିଠାରୁ ୨୬ ପର୍ଯ୍ୟନ୍ତ ଦ୍ୱିତୀୟ ‘ସୋଆ ସାହିତ୍ୟ ଉତ୍ସବ’

ଭୁବନେଶ୍ୱର : ଦେଶର ଅଗ୍ରଣୀ ବିଶ୍ୱବିଦ୍ୟାଳୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ‘ସେଲିବ୍ରେସନ୍ ଅଫ୍ ୱର୍ଡ୍ସ ଆଣ୍ଡ ଆଇଡିଆଜ୍‌’ (ଶବ୍ଦ ଓ ଭାବନାର ଉତ୍ସବ) ଶୀର୍ଷକରେ ଆଜିଠାରୁ ଦ୍ଵିତୀୟ ଥର ପାଇଁ ତ୍ରିଦିବସୀୟ ସୋଆ ସାହିତ୍ୟ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ସାହିତ୍ୟ, ସଂସ୍କୃତି, କଳା, ମଞ୍ଚ ଓ…