Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

୩ୟ କୋରାପୁଟ ସାହିତ୍ୟ ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ବର: ଓଡ଼ିଆ ମିଡିଆ ଆୟୋଜିତ ତୃତୀୟ କୋରାପୁଟ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଏହି ଉତ୍ସବକୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉଦ୍‌ଘାଟନ କରିଥିଲେ । ପ୍ରସିଦ୍ଧ ଔପନ୍ୟାସିକ ବିଭୂତି ପଟ୍ଟନାୟକ…

ଚନ୍ଦ୍ରଶେଖର ଦାଶଙ୍କ ସ୍ମୃତି ସଂକଳନ ‘ଗାଁ କଥା’ ପାଠକକୁ ନିଜ ଅତୀତ ସହ ଯୋଡ଼ିବ: ଡ. ଗୌରହରି ଦାସ

ଭୁବନେଶ୍ବର: ବିସ୍ମୃତ ଗ୍ରାମ୍ୟ ଜୀବନର ଏକ ନିରୁତା ପ୍ରତିବେଦନ ହେଉଛି ଚନ୍ଦ୍ରଶେଖର ଦାଶଙ୍କ 'ଗାଁ କଥା' ପୁସ୍ତକ। ଗାଁରେ ବଢିଥିବା ପ୍ରତିଟି ମଣିଷ ଏ ପୁସ୍ତକ ମାଧ୍ୟମରେ ସ୍ମୃତିର ଆଇନାରେ ନିଜର ଅତୀତକୁ ଫେରିପାଇବେ । 'ଗାଁ କଥା' ପୁସ୍ତକ ଆଲୋଚନା ସଭାରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହି କଥା…

ହିରଣ୍ମୟୀର ଚତୁର୍ଥ ଜୟନ୍ତୀ ଆସର ଓ ଯୁବକବି ସମ୍ମିଳନୀ

ଚେନ୍ନାଇ:ସୃଜନୀ ପରିବାର ଚେନ୍ନେଇର ଇ ସାହିତ୍ୟ ପତ୍ରିକା " ହିରଣ୍ମୟୀ"ର ଚତୁର୍ଥ ଜୟନ୍ତୀ ଆସର ଓ ଯୁବକବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ଭାଷା ଆପଣାନ୍ତୁ ଅଭିଯାନର ରାଜ୍ୟ ସଭାପତି ଯୁବକବି ଆଶିଷ ମିଶ୍ରଙ୍କ ପୌରୋହିତ୍ୟରେ ଗତିଶୀଳ ଆସରରେ ସୃଜନୀ ପରିବାର ଚେନ୍ନେଇର ସମ୍ପାଦକ ଅଶୋକ…

ଶୁଭା ଶର୍ମାଙ୍କ ଉପନ୍ୟାସ ‘ଦି ଆୱାସ୍ଥିସ୍ ଅଫ୍ ଆମ୍‌ନଗ୍ରି’ ଉନ୍ମୋଚିତ

ଭୁବନେଶ୍ୱର: ବରିଷ୍ଠ ପ୍ରଶାସିକା ତଥା ସୁଲେଖିକା ଶୁଭା ଶର୍ମାଙ୍କ ନୂତନ ଉପନ୍ୟାସ ‘ଦି ଆୱାସ୍ଥିସ୍ ଅଫ୍ ଆମ୍‌ନଗ୍ରି’ ଉନ୍ମୋଚିତ ହୋଇଯାଇଛି । ଆଜି ଭୁବନେଶ୍ୱରଠାରେ ଆୟୋଜିତ ଅନ୍‌ଲାଇନ୍ ଉତ୍ସବରେ ଜ୍ଞାନପୀଠ ଓ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଲେଖିକା ଡ. ପ୍ରତିଭା ରାୟ ଏହି ପୁସ୍ତକକୁ ଉନ୍ମୋଚନ…

ଗୀତିକାର ସୁବ୍ରତ ସ୍ବାଇଁଙ୍କ ପୁସ୍ତକ ‘କେବେ ଶହେ କେବେ ଶୂନ’ ଉନ୍ମୋଚିତ

ଭୁବନେଶ୍ବର: ଭଲ ଗୀତ ଖରାପ ଗୀତ ବୋଲି କିଛି ନ ଥାଏ। ମଣିଷ ମନକୁ ଛୁଇଁଥିବା ପ୍ରତ୍ୟେକ ସଂଗୀତ ଗ୍ରହଣୀୟ। ମଣିଷ ଯେତେ ଦୁଃଖ ବା ଖୁସିରେ ଥାଉ, ଏମିତି ଜଣେ ନ ଥିବ ଯେ ଗୀତ ଶୁଣିବାକୁ ବା ଏକାନ୍ତରେ ଗୁଣୁଗୁଣେଇବାକୁ ଭଲ ପାଉ ନ ଥିବ। ଗୀତିକାର ଶ୍ରୀ ସ୍ବାଇଁ ଶ୍ରୋତା ମହଲରେ ଯେମିତି ପ୍ରସିଦ୍ଧି…

ବିରଜା ମହାପାତ୍ରଙ୍କ ଉପନ୍ୟାସ ‘ସାରିଆ ନାନୀ’ ଉନ୍ମୋଚିତ

ଭୁବନେଶ୍ୱର: ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ପ୍ରକାଶିତ ବିଶିଷ୍ଟ ଲେଖକ ବିରଜା ମହାପାତ୍ରଙ୍କ ପ୍ରଥମ ଉପନ୍ୟାସ 'ସାରିଆ ନାନୀ' ଉନ୍ମୋଚିତ ହୋଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ର ସୂଚନା ଓ ପ୍ରସାରଣ ମହାନିର୍ଦ୍ଦେଶକ ଡ. ଉମାକାନ୍ତ ମିଶ୍ର ଓ…

କବି ନିତ୍ୟାନନ୍ଦ ନାୟକ ପାଇବେ ଚଳିତ ବର୍ଷର ଶାରଳା ପୁରସ୍କାର

ଭୁବନେଶ୍ୱର :ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ତାଙ୍କ କବିତା ସଂକଳନ ‘ସେତେବେଳକୁ ନ ଥିବ’ ପାଇଁ ପାଇବେ ୪୧ ତମ ଶାରଳା ପୁରସ୍କାର । ପୁରସ୍କାର ବାବଦକୁ ତାଙ୍କୁ ୫ ଲକ୍ଷ ଟଙ୍କା ଅର୍ଥ ରାଶି ସହ ମାନପତ୍ର ପ୍ରଦାନ କରାଯିବ । ଏହି କବିତା ପୁସ୍ତକଟି ୨୦୧୭ ମସିହାରେ ଫ୍ରେଣ୍ଡସ୍ ପବ୍ଲିକେଶନ ପକ୍ଷରୁ…

ସରଳ କବିତା

(ଭାବାନୁବାଦ - ପ୍ରଶାନ୍ତ କୁମାର ଦାଶ) ଦିନେ ମୁଁ ଲେଖିଲି, ଏକ ସରଳ କବିତା। ବିଜ୍ଞାନୀ ଭାବିଲେ, ଏହା କେତେ ଜଟିଳ ! ଅଗୁଁଆର ପାଠକ କହିଲେ, ଭାରି ସହଜିଆ। ଏମିତି ........... କେହିବି ପଢିଲେନି ତାହାକୁ। କବିତାଟି ଏତେ ସହଜ ଥିଲାଯେ , ଶବ୍ଦରାଜି ମୋ ମୁହଁରେ ଝଲସି…

ଉନ୍ମୋଚିତ ହେଲା ରାଜ୍ୟପାଳଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ନନ୍‌ଆଟାଚ୍‌ଡ ଆଟାଚ୍‌ମେଣ୍ଟ୍‌’

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଲିଖିତ ଆଧ୍ୟାତ୍ମିକ ପୁସ୍ତକ ‘ନନ୍‌ଆଟାଚ୍‌ଡ ଆଟାଚ୍‌ମେଣ୍ଟ୍‌’ ପ୍ରକାଶ ପାଇଛି ।  ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ପକ୍ଷରୁ ପ୍ରକାଶିତ ଏହି ପୁସ୍ତକର ପ୍ରଥମ କପି ଅନୁଷ୍ଠାନର ନିର୍ଦ୍ଦେଶକ ଶୁଭ୍ରାଂଶୁ ପଣ୍ଡା ରାଜଭବନ ପରିସରରେ…

ବିଶିଷ୍ଟ ସାହିତ୍ୟିକ ପ୍ରଫେସର୍ ନିତ୍ୟାନନ୍ଦ ଶତପଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ପ୍ରଫେସର୍ ନିତ୍ୟାନନ୍ଦ ଶତପଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତିି । ମୁଖ୍ୟମନ୍ତ୍ରୀ ଶୋକ ବ୍ୟକ୍ତ କରି କହିଛନ୍ତି, “ଓଡ଼ିଆ ସାହିତ୍ୟ ଲାଗି ପ୍ରଫେସର୍ ନିତ୍ୟାନନ୍ଦ ଶତପଥୀଙ୍କ ଅବଦାନ ଅତୁଳନୀୟ । ତାଙ୍କର ବିୟୋଗ…