Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଗ୍ରନ୍ଥାଗାର ସପ୍ତାହ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ଓଡ଼ିଶା ଲାଇବ୍ରେରୀ ଏକାଡେମୀ ପକ୍ଷରୁ ଗ୍ରନ୍ଥାଗାର ସପ୍ତାହ ପାଳନ ନିମନ୍ତେ ରାଜ୍ଯ ଗ୍ରନ୍ଥାଗାରର କର୍ମଚାରୀମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଭାସୀ ମାଧ୍ୟ୍ୟମରେ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ଯ…

ଅମରେଶ ବିଶ୍ୱାଳ ପାଇବେ ‘ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ’

ଭୁବନେଶ୍ୱର : ମହାବୀର ସାଂସ୍କୃତିକ ଅନୁଷ୍ଠାନ, ଭବାନୀପାଟଣା ଦ୍ୱାରା ପ୍ରଦାନ କରାଯାଉଥିବା ରାଜ୍ୟସ୍ତରୀୟ ଭୁବନେଶ୍ୱର ବେହେରା ସମ୍ମାନ ପାଇବା ପାଇଁ ଲେଖକ ଅମରେଶ ବିଶ୍ୱାଳ ମନୋନୀତ ହୋଇଛନ୍ତି। ଆଗାମୀ ୧୪ ତାରିଖରେ ମହାବୀର ଅନୁଷ୍ଠାନ ତରଫରୁ ଭବାନୀପାଟଣାରେ ଅନୁଷ୍ଠିତ ଦେବାକୁ ଥିବା…

ସାହିତ୍ୟ ପତ୍ରିକା ‘ଅକ୍ଷାଂଶ’ର ଶାରଦୀୟ ସଂଖ୍ୟା ଉନ୍ମୋଚିତ

ଭୁବନେଶ୍ୱର : ହରିଶ୍ଚନ୍ଦ୍ର ବେହେରାଙ୍କ ସମ୍ପାଦନାରେ ପ୍ରକାଶିତ ସାହିତ୍ୟ ପତ୍ରିକା ' ଅକ୍ଷାଂଶ'ର ଶାରଦୀୟ ସଂଖ୍ୟା ସ୍ଥାନୀୟ ଜୟଦେବ ଭବନରେ ବିଶିଷ୍ଟ କବି ଫନୀ ମହାନ୍ତିଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ।ଏହି କାର୍ଯ୍ୟକ୍ରମରେ ପୂର୍ବତନ ରାଷ୍ଟ୍ରଦୂତ କବି ଅମରେନ୍ଦ୍ର ଖଟୁଆ ବରେଣ୍ୟ…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ଉଦ୍‌ଯାପିତ

୮ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ଦୁଇଦିନିଆ ବାର୍ଷିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଉଦ୍‌ଯାପିତ ହୋଇଛି । ଏହି ଅବସରରେ ପରିଷଦର ସଦସ୍ୟମାନଙ୍କ ହରେନ୍‌ ସାହୁଙ୍କ ନିର୍ଦ୍ଦେଶିତ ନାଟକ ‘ସମୟ କହିବ କିଏ କାହାର’ ମଞ୍ଚସ୍ଥ ହୋଇଥିଲା ।…

ସୁଭାଷ ଶତପଥୀଙ୍କ ଅନୂଦିତ ସଙ୍କଳନ ‘ମରୀଚିକା ଓ ଅନ୍ୟାନ୍ୟ ଗଳ୍ପ’ ଉନ୍ମୋଚିତ

ଭୁବନେଶ୍ୱର : ଅନୁବାଦ ସାହିତ୍ୟ 'ଅନୁବାଦ ସାହିତ୍ୟ ପରିଷଦ ଟ୍ରଷ୍ଟ' ଆନୁକୂଲ୍ୟରେ ଜ୍ଞାନପୀଠ ପୁରସ୍କାର ବିଜେତା ବିଶିଷ୍ଟ କୋଙ୍କଣୀ ଗାଳ୍ପିକ ଦାମୋଦର ମାଜୋଙ୍କ ୧୨ଗୋଟି ନିର୍ବାଚିତ ଗଳ୍ପକୁ ନେଇ ଅନୁଦିତ ସଙ୍କଳନ"ମରାଚିକା ଓ ଅନ୍ୟାନ୍ୟ ଗଳ୍ପ” ସ୍ଥାନୀୟ 'ଆମ ଓଡ଼ିଶା' ସଭାଗୃହରେ ଉନ୍ମୋଚିତ…

ରମାଦେବୀ ବିଶ୍ୱ ବିଦ୍ୟାଳୟରେ ‘ସ୍ମୃତିରେ ଜୟନ୍ତ ମହାପାତ୍ର’ ଆୟୋଜିତ

ଭୁବନେଶ୍ୱର : ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବିଶିଷ୍ଟ କବି ସ୍ଵର୍ଗତଃ ଜୟନ୍ତ ମହାପାତ୍ରଙ୍କ ସ୍ମୃତିରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗରେ ବିଭାଗୀୟ ମୁଖ୍ୟ ମନୀଷା ମିଶ୍ରଙ୍କ ତତ୍ୱାବଧାନରେ ସ୍ବର୍ଗତଃ ମହାପାତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ "ସ୍ମୃତିରେ ଜୟନ୍ତ…

ବିଶିଷ୍ଟ ସାହିତ୍ୟିକ ଦାଶ ବେନହୁର ପାଇଲେ ‘ନବଗୁଞ୍ଜର ସମ୍ମାନ’

ଭୁବନେଶ୍ୱର : 'ନବଗୁଞ୍ଜର ସଂସ୍କୃତି ମଞ୍ଚ' ପକ୍ଷରୁ ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଏକ ସାରସ୍ବତ ବନ୍ଧୁମିଳନ ତଥା ନବଗୁଞ୍ଜର ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଲେଖକ, ସ୍ତମ୍ଭକାର ତଥା ଶିଶୁ ସାହିତ୍ୟିକ ଦାଶ ବେନହୁରଙ୍କୁ ନବଗୁଞ୍ଜର ସମ୍ମାନ ପ୍ରଦାନ…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଓ ନିର୍ଦ୍ଦେଶକଙ୍କ ଶଙ୍ଖାରୀ ଗସ୍ତ

ବାଲେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଓ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ବାଲେଶ୍ବର ଜିଲ୍ଲାର ଶଙ୍ଖାରୀ ଗସ୍ତ କରି ଓଡ଼ିଶାର ବରପୁତ୍ର ପଦ୍ମଭୂଷଣ ମନୋଜ ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ଜନ୍ମ ସ୍ଥାନ ଶଙ୍ଖାରୀଠାରେ ବିଭାଗ ପକ୍ଷରୁ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ କର୍ମଶାଳା ଉଦ୍‌ଯାପିତ

ଭୁବନେଶ୍ୱର : ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଆରମ୍ଭ ହୋଇଥିବା ୧୫ ଦିନିଆ କର୍ମଶାଳା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଏହି କର୍ମଶାଳାରେ ଯୋଗଦେଇଥିବା ପ୍ରାୟ ୧୦୦ ଜଣ ସ୍ନାତକୋତ୍ତର, ଏମ୍‌.ଫିଲ୍‌ ଏବଂ ପି.ଏଚ୍‌ଡି ଛାତ୍ରଛାତ୍ରୀମାନଙ୍କୁ…

ଦେବଦତ୍ତ ପଟ୍ଟନାୟକଙ୍କ ‘ଟେଲ୍‌ସ ଫ୍ରମ୍‌ ଦି ଲାଣ୍ଡ୍‌ ଅଫ୍‌ ଜଗନ୍ନାଥ’ ଉନ୍ମୋଚିତ

ଭୁବନେଶ୍ବର : ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ତଥା ଓଡ଼ିଆ ମିଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଆନୁକୂଲ୍ୟରେ ବାଣୀବିହାରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରେକ୍ଷାଳୟରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଲେଖକ ତଥା ପୁରାଣବିତ ଦେବଦତ୍ତ ପଟ୍ଟନାୟକଙ୍କ 'ଟେଲ୍‌ସ ଫ୍ରମ୍‌ ଦି…