Latest Odisha News
Browsing Category

ଆମ ପର୍ବପର୍ବାଣୀ

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଆଜି ମହାପ୍ରଭୁଙ୍କ ଶ୍ରୀକୃଷ୍ଣ ଜନ୍ମନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ । ଆଜି ମଧ୍ୟରାତ୍ରିରେ ବନ୍ଦୀ ଗୃହରେ ଜନ୍ମ ନେଇଥିଲେ ନୀଳାମୟୀ ଠାକୁର ଶ୍ରୀକୃଷ୍ଣ । ଏଥିପାଇ ପୂରା ଦେଶ ଉତ୍ସବ ମୁଖର । ଚାରିଆଡେ ପାଳନ ହେଉଛି ଜନ୍ମାଷ୍ଟମୀ ମହୋତ୍ସବ । ଦୋଳିରେ ବସି ଖେଳୁଛନ୍ତି ପ୍ରଭୁଙ୍କ ଶିଶୁ ରୂପ ।…

ବିଶେଷତାରେ ବିଘ୍ନରାଜ

ପ୍ରିୟ କୁନି ପିଲାମାନେ ଆଜି ହେଉଛି ଗଣେଶ ପୂଜା । ତୁମେମାନେ ତ ଆଜି ପୂଜା କରିବ। ଗଣେଶ ହେଉଛନ୍ତି ଅଗ୍ରପୂଜ୍ୟ । ଏହାର ଅର୍ଥ ଆମେ କୌଣସି ଦେବାଦେବୀଙ୍କ ପୂଜା କରିବା ଆଗରୁ ପ୍ରଥମେ ଗଣେଶଙ୍କର ପୂଜା କରୁ। କାରଣ ଗଣେଶ ବିଘ୍ନବିନାଶକ ଭାବରେ ସବୁ ଅସୁବିଧାର ସମାଧନ କରିଥାନ୍ତି। ପିଲାମାନେ…

ବିଦ୍ୟାଦାତ୍ରୀ ମା’ ସରସ୍ବତୀ

ପ୍ରିୟ କୁନି ପିଲାମାନେ ଆଜି ହେଉଛି ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥି ।ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା' ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ମାତା ସରସ୍ୱତୀଙ୍କର ଅନ୍ୟ ନାମ ହେଲା ବୀଣା ପୁସ୍ତକ ଧାରିଣୀ,…