Latest Odisha News
Browsing Category

ଶରଦଶଶୀ

ଶିଶୁ ଗଳ୍ପ : ରୋହନର ଠାକୁର ଦେଖା

କୁଞ୍ଜବିହାରୀ ସାହୁ  ରଥଯାତ୍ରାର ସମୟ । ତିନି ରଥରେ ତିନି ଦିଅଁଙ୍କର ସୁନାବେଶ ଦେଖିବାକୁ ରୋହନ ବାପାଙ୍କ ପାଖରେ ଅଳି କଲା । ଛୁଟି ହେତୁ ରାେହନର ବାପା ହଁ କହିଲେ । ହଁ ସିନା କହିଦେଲେ,ଏତେ ଭିଡ଼ରେ ଯିବାକୁ ମନ ବଳିଲାନି ରୋହନ ବାପାଙ୍କର । କିଛି ସମୟ ଚୁପ୍ ରହିଲେ ।ଏତିକିବେଳେ…

ଶିଶୁ ଗଳ୍ପ : କାଳିଆ ଲେଉଟିଲା

କୁଞ୍ଜ ବିହାରୀ ସାହୁ ଚାହୁଁଚାହୁଁ ବରଷେ ପୂରିଗଲା । କାଳିଆ ସାଆନ୍ତ ତା ସିଂହାସନରେ ବସିଛି ଯେ ବସିଛି । ତା' ପାଖରେ ଅଛି ବଡଭାଇ ବଳଭଦ୍ର ଆଉ ଭଉଣୀ ସୁଭଦ୍ରା । ଏମିତି ରତ୍ନ ସିଂହାସନରେ ବସି କେତେ ଭକ୍ତଙ୍କୁ ପାଖକୁ ଡାକୁଥିବ ଯେ । ସିଏ କଣ ବୁଝିପାରୁନି ତାକୁ ଟିକେ ଦର୍ଶନ କରିବାକୁ ପୁରୀ…

ଶିଶୁ ଗପ : ସମୟର ମୂଲ୍ୟ

କୁଞ୍ଜ ବିହାରୀ ସାହୁ ଏବେ ଯେମିତି ଖରାର ତାତି ବଢ଼ୁଛି, ଦଣ୍ଡେ ଠିଆହେଲେ ଦେହରୁ ଗମଗମ ଝାଳ ବାହାରିପଡ଼ୁଛି । ଧଇଁସଇଁ ଲାଗୁଛି । ପିଲାଏ ଦେଶର ଭବିଷ୍ୟତ । ହେଲେ ଖରା ତାତିରେ ସିଝି ସିଝି କେମିତି ବା ପିଲାଏ ସ୍କୁଲକୁ ଯିବେ ! ସେଥିପାଇଁ ସରକାର ଛୁଟି ଘୋଷଣାକଲେ । ସ୍କୁଲ ବନ୍ଦ । ପାଠପଢା…

ଶିଶୁ ଗପ : ଟିକେ ଭୁଲ୍ ପାଇଁ

କୁଞ୍ଜ ବିହାରୀ ସାହୁ  ସକାଳେ ପାଗ ଭଲ ଥିଲା, ଅଥଚ ଉପରେବେଳା ପାଗ ସମ୍ପୂର୍ଣ୍ଣ ବଦଳିଗଲା । ଆକାଶ ମେଘୁଆ ହେଇଗଲା । ତୁହାକୁ ତୁହା ବର୍ଷା ଆଉ ବିଜୁଳି ମାରିଲା । ରୋଷେଇ ଘରେ ସାନୁ ବିସ୍କୁଟ ଖାଉଥିଲା । ତା ମୁଣ୍ଡରେ କଅଣ ଜୁଟିଲା କେଜାଣି ଦାଣ୍ଡଦୁଆରକୁ ଆସି ଦେଖିଲା ରାସ୍ତାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ

"ପାଠ ପଢ଼ିବି ଓକିଲ ହେବି ମଧୁବାବୁ ସଙ୍ଗେ ଲଢ଼ିବି। ଜାତି ଡାକ ଶୁଣି ଛାତିଫୁଲେଇ ମୁଁ କାଳିଆ ଘୋଡ଼ାରେ ଚଢ଼ିବି ମଧୁବାବୁ ସଙ୍ଗେ ଲଢ଼ିବି ।" ପ୍ରିୟ କୁନି ପିଲାମାନେ ତୁମେମାନେ ଏ ପଦଟି ଶୁଣିଥିବ । ଉତ୍କଳ ଗୌରବ ମଧୁସୁଦାନ ଦାସଙ୍କ ବିଷୟରେ ନିଶ୍ଚୟ କିଛି ଜାଣିଥିବ । ୧୮୪୮…

ଶିଶୁ ଗପ : ରୀତୁର ମହାନତା

କୁଞ୍ଜ ବିହାରୀ ସାହୁ  ରୀତୁର ବାପା ଭୁବନେଶ୍ବରର ଏକ ଘରୋଇ କମ୍ପାନୀରେ ଚାକିରି କରନ୍ତି । ସେଇଥିପାଇଁ ଦି ମାସ ତଳୁ ରୀତୁ ଗାଁରୁ ଆସିଛି । ଦିନକର କଥା । ରୀତୁ ଦାଣ୍ଡପିଣ୍ଡାରେ ଠିଆ ହେଇଛି । ବାହାରେ ବହୁତ ଖରା ହେଉଛି । ଝାଞ୍ଜି ପବନ ବହୁଛି, ମୁହଁ ଜଳିଲାପରି ଲାଗୁଛି । ଗାଁରେ…

ଶିଶୁ କବିତା : ଗୁଣ୍ଡୁଚି ମୂଷା

ତରୁଣ କୁମାର ମିଶ୍ର  କଉତୁକିଆ ଜୀବଟେ ମୁହିଁ ନାଆଁ ଗୁଣ୍ଡୁଚି ମୂଷା , ଗଛ କୋରଡ଼େ ଚାଳ ସନ୍ଧିରେ କରିଥାଏ ମୁଁ ବସା । ପିଠିରେ ମୋର ଆଙ୍ଗୁଳି ଛାପ ଭାରି ସୁନ୍ଦର ଦିଶେ , ଚାଲିଲା ବେଳେ ଲାଞ୍ଜକୁ ଟେକି ଯାଇ ଟିକିଏ ବସେ । ପଛ ଗୋଡ଼ରେ ଦେଇକି ଭରା ଆଗ ଗୋଡ଼ରେ ଧରି , ଖାଦ୍ଯକୁ…

ଶିଶୁ ଗପ : ମିଛୁଆ ମଶା

ସଫଳା ଦାସ ଥରେ ଗୋଟିଏ ଆମ୍ବ ଗଛରେ ମହୁମାଛିଟିଏ ମହୂଫେଣା ତିଆରି ତା ପିଲା ମାନଙ୍କୁ ଜଗି ବସି ଥାଏ ।ସେହି ଗଛ ମୂଳରେ ଅଳିଆ ଗଦା କରିଥାନ୍ତି ଲୋକମାନେ । କାହାରି ନଜର ନଥାଏ ମହୂ ଫେଣା ଉପରେ । ସେହି ଅଳିଆ ଗଦା ଉପରେ ମଶାଟିଏ ବୁଲୁ ଥାଏ । ଧିରେ ଧିରେ ଉଡି ଉଡି ମହୂ ଫେଣା ପାଖରେ…

ଶିଶୁ କବିତା : ଆମ୍ବ

ନମିତା ପାଇକରାୟ  ଫାଲଗୁନ ଆଉ ଚୈତ୍ର ମାସେ ବଉଳ ଭିତରୁ ଆମ୍ବ ଦିଶେ । ପୁପୁ, ନିପା ,ଦୀପା ହୁଅନ୍ତି ଖୁସି ଖାଇବେ କିପରି ଆମ୍ବ କଷି । ମାରନ୍ତି ପଥର ଆମ୍ବ ଗଛ କୁ ଖସିପଡେ କିଛି ଆମ୍ବ ତଳକୁ । ଖୁସି ରେ ପିଲାଏ ନାଚନ୍ତି ସେଠି ପାଟି ଶୁଣି ଆଈ ଆସନ୍ତି ଉଠି । କିଏ…

ଶିଶୁ ଗଳ୍ପ : ଟଗର ଗଛ ଓ ଲତିକା

 କୁଞ୍ଜ ବିହାରୀ ସାହୁ ସବୁଦିନ ସକାଳୁ ସକାଳୁ ଲତିକା ବାହାରିଯାଏ ଫୁଲ ତୋଳିବାକୁ । ଶୀତୁଆ ପାଗ ହେତୁ ସୁଇଟର ପିନ୍ଧିଥାଏ । ବେଳେବେଳେ ଚଦର ଘୋଡ଼େଇ ଗଲାବେଳକୁ ଭାବୁଥାଏ ଏମିତିକା ଥଣ୍ଡା ପବନ ବହୁଥିଲେ ଭଲ ହେଇଥାନ୍ତା । ଟଗରଫୁଲରେ ଶରଧା ବଳେ ଲତିକାର । ହେଲେ ଶୁଖିଲା ଗଛଟିକୁ ଦେଖି…