Latest Odisha News

BREAKING NEWS

Browsing Category

Science

ନକ୍ସଲଗଡରୁ ଇସ୍ରୋ: ଚର୍ଚ୍ଚାରେ ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ

ମାଲକାନଗିରି: ଉପାନ୍ତ ଅଞ୍ଚଳରୁ ଇସ୍ରୋ ବୈଜ୍ଞାନିକ। ଚନ୍ଦ୍ରଯାନ ୩ ପ୍ରକଳ୍ପରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲଦାର । ଜୟନ୍ତ କେରଳ ତିରୁଅନନ୍ତପୁରମ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍ ବିଭାଗରେ ବରିଷ୍ଠ…

ହ୍ଵାଟ୍ସଆପ୍ ଆଣିଲା ନୁଆ ଫିଚର, ଏଣିକି ଗ୍ରୁପରେ ଯୋଡିହେବା ପରେ ଦେଖିପାରିବେ ପୁରୁଣା ଚାଟ୍

ନୂଆଦିଲ୍ଲୀ: ବିଶ୍ବର ଲୋକପ୍ରିୟ ମେସେଜିଂ ଆପ୍ ହେଉଛି ହ୍ବାଟ୍ସଆପ୍ । ଏହି କମ୍ପାନୀ ନିଜ ୟୁଜର୍ସଙ୍କୁ ବାନ୍ଧି ରଖିବା ପାଇଁ ସବୁବେଳେ ନୂଆ ନୂଆ ଫିଚର ରୋଲଆଉଟ କରିଥାଏ । ଏହାରି ଭିତରେ ଖୁବଶୀଘ୍ର ଆଉ ଏକ ଫିଚର ଆଣିବାକୁ ଯାଉଛି ହ୍ଵାଟ୍ସଆପ୍ । ଏଣିକି ହ୍ଵାଟ୍ସଆପ୍ ଗ୍ରୁପରେ ଯୋଡିହେବା ପରେ…

ଚନ୍ଦ୍ରପୃଷ୍ଠରେ କେମିତି ଚାଲିଲା ରୋଭର ପ୍ରଜ୍ଞାନ, ଇସ୍ରୋ ଜାରି କଲା ନୁଆ ଭିଡିଓ

ବେଙ୍ଗାଲୁରୁ: ଗୁରୁବାର ଲ୍ୟାଣ୍ଡର ବିକ୍ରମର ଲ୍ୟାଣ୍ଡିଂ କରିଥିବା ବେଳର ଭିଡିଓ ସାମ୍ନାକୁ ଆସିଥିବା ବେଳେ ଆଜି ଆଉ ଏକ ଭିଡିଓ ଜାରି କରିଛି ଇସ୍ରୋ । ରୋଭର ପ୍ରଜ୍ଞାନ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଭିଡିଓ ଜାରି କରିଛି ଇସ୍ରୋ । ବିକ୍ରମ ଲ୍ୟାଣ୍ଡରରୁ ଅଲଗା ହୋଇ ରୋଭର ଆଗକୁ ବଢୁଥିବା…

ସେପ୍ଟେମ୍ବରରେ ଲଞ୍ଚ ହେବ ମିଶନ ସୂର୍ଯ୍ୟ ‘ଆଦିତ୍ୟ ଏଲ-1’: ସୂଚନା ଦେଲେ ଇସ୍ରୋ ମୁଖ୍ୟ ଏସ ସୋମନାଥ

ନୂଆଦିଲ୍ଲୀ: ସେପ୍ଟେମ୍ବରରେ ଲଞ୍ଚ ହେବ ମିଶନ ସୂର୍ଯ୍ୟ ‘ଆଦିତ୍ୟ ଏଲ-1’। ଏନେଇ ସୂଚନା ଦେଲେ ଇସ୍ରୋ ମୁଖ୍ୟ ଏସ ସୋମନାଥ । ବହୁପ୍ରତୀକ୍ଷିତ ମୁନ୍ ମିଶନ ‘ଚନ୍ଦ୍ରଯାନ-୩’ର ସଫଳ ଲ୍ୟାଣ୍ଡିଂର ମାତ୍ର କେଇ ଘଣ୍ଟା ମଧ୍ୟରେ ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ-1 ଲଞ୍ଚ କରାଯିବା ନେଇ ସମ୍ଭାବିତ ସମୟ ଘୋଷଣା…

ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇବାକୁ ଆସନ୍ତା ୨୬ରେ ଇସ୍ରୋ ପରିଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ: ଇସ୍ରୋ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ଅଗଷ୍ଟ ୨୬ରେ ବେଙ୍ଗାଲୁରୁ ସ୍ଥିତ ଭାରତୀୟ ମହାକାଶ ଗବେଷଣ ସଂସ୍ଥା(ISRO) ପରିଦର୍ଶନ କରିବେ ମୋଦି । ସେଠାକୁ ଯାଇ ଚନ୍ଦ୍ରଯାନ-୩ର ଐତିହାସିକ ସଫଳତା ପାଇଁ ଏହାର ବୈଜ୍ଞାନିକ ଓ ପୁରା ଟିମକୁ ଅଭିନନ୍ଦନ ଜଣାଇବେ…

ହ୍ଵାଟ୍ସଆପ ଆଣିଲା ନୁଆ ଫିଚର୍: ଏଣିକି ପଠାଇ ପାରିବେ HD ଫଟୋ

ନୂଆଦିଲ୍ଲୀ: ବିଶ୍ଵର ଲୋକପ୍ରିୟ ମେସେଜିଂ ପ୍ଲାଟଫର୍ମ ହ୍ବାଟ୍ସଆପରେ ସେୟାର କରିହେବ ହାଇ କ୍ବାଲିଟି ଫଟୋ । ଆପରେ ଫଟୋ ସେୟାରିଂରେ ଉନ୍ନତି ଆଣିବା ପାଇଁ ହ୍ବାଟ୍ସଆପ ଏକ ନୂତନ ଫିଚର ଯୋଡିଛି, ଯାହା ସାହାଯ୍ୟରେ ଆପଣ HD ଫଟୋ ସେୟାର କରିପାରିବେ । ମେଟାର ସିଇଓ ମାର୍କ ଜୁକରବର୍ଗ ଇନଷ୍ଟାଗ୍ରାମ…

ସଫଳତାର ପାହାଚ ଚଢୁଛି ଇସ୍ରୋ: ଆଜି ପଞ୍ଚମ କକ୍ଷ ପରିବର୍ତ୍ତନ କରିବ ଚନ୍ଦ୍ରଯାନ-୩

ବେଙ୍ଗାଲୁରୁ: ଆଗାମୀ ସପ୍ତାହ ଭାରତୀୟ ବିଜ୍ଞାନ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର ହେବାକୁ ଯାଉଛି । ବାସ୍ତବରେ ଭାରତର ବହୁ ଗୁରୁତ୍ୱପୂର୍ଣ୍ଣ ମହାକାଶ ମିଶନ ଚନ୍ଦ୍ରଯାନ-୩ ଚନ୍ଦ୍ରରେ ଲ୍ୟାଣ୍ଡିଂ କରିବାକୁ ଯାଉଛି । କୁହାଯାଉଛି ଯେ ଚନ୍ଦ୍ରଯାନ ଅଗଷ୍ଟ ୨୧ରୁ ୨୩ ମଧ୍ୟରେ ଚନ୍ଦ୍ର ଭୂମିରେ ଲ୍ୟାଣ୍ଡିଂ…

ଇଞ୍ଜିନ କାମ ନକଲେ ବି ସଫ୍ଟ ଲ୍ୟାଣ୍ଡିଂ କରିବ ଚନ୍ଦ୍ରଯାନ: ଇସ୍ରୋ ଅଧ୍ୟକ୍ଷ

ଦିଲ୍ଲୀ: ମୁନ୍ ମିଶନରେ ଆଗକୁ ବଢୁଛି ଚନ୍ଦ୍ରଯାନ-୩ । ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢିଚାଲିଛି  । ୨୩ ତାରିଖରେ ଏହା ଚନ୍ଦ୍ରର ଦକ୍ଷିଣ ମେରୁରେ ଲ୍ୟାଣ୍ଡିଂ ପାଇଁ ଲକ୍ଷ୍ୟ ରହିଛି । ଏସବୁ ପ୍ରକ୍ରିୟା ଭିତରେ ଇସ୍ରୋ ମୁଖ୍ୟ ଏସ୍.ସୋମନାଥ ଏକ ବଡ ବୟାନ ଦେଇଛନ୍ତି । ଏଥର ଯେକୌଣସି…

କିପରି ଦିଶୁଛି ଜହ୍ନମାମୁଁ ? ଚନ୍ଦ୍ରର ପ୍ରଥମ ଫଟୋ ଓ ଭିଡିଓ ପଠାଇଲା ଚନ୍ଦ୍ରଯାନ-୩, ଟ୍ୱିଟ୍ କରି ସୂଚନା ଦେଲା ଇସ୍ରୋ

ଶ୍ରୀହରିକୋଟା: ଚନ୍ଦ୍ର କକ୍ଷ ପଥରେ ପ୍ରବେଶ କରିବା ପରେ ଚନ୍ଦ୍ରର ପ୍ରଥମ ଫଟୋ ଓ ଭିଡିଓ ପ୍ରକାଶ ପାଇଛି । ଗତକାଲି ପ୍ରଥମ କରି ଭରତୀୟ ମହାକାଶ ଗବେଷଣା ସଂସ୍ଥା(ISRO) ଚନ୍ଦ୍ରଯାନ-୩ କ୍ୟାମେରାରେ କଏଦ ହୋଇଥିବା ଫଟୋ ଓ ଭିଡ଼ିଓକୁ ଶେୟାର କରିଛି ।  ଆଗକୁ ଆହୁରି ସ୍ପଷ୍ଟ ଚିତ୍ର ସହିତ ଅଧିକ ତଥ୍ୟ…