Home ଶିକ୍ଷା ଓ ନିଯୁକ୍ତି

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ରାଜ୍ୟକୁ ଘାରିଛି କରୋନା ଭୟ: ନବମ, ଏକାଦଶ ପିଲାଙ୍କ କ୍ଲାସ୍ ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣକୁ କିଛି ମାତ୍ରାରେ ହ୍ରାସ କରିବାକୁ ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛି । ୮ ତାରିଖରୁ...

ସମସ୍ତ ସରକାରୀ ହାଇସ୍କୁଲ ପାଇବ ନୂଆ ରୂପ, ‘ସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ ଅନୁଷ୍ଠିତ 

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାରେ ଥିବା ସମସ୍ତ ସରକାରୀ ଉଚ୍ଚବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଓ ଶୈକ୍ଷିକ ପରିବେଶରେ ଉନ୍ନତି ପାଇଁ ଖସଡ଼ା ପ୍ରସ୍ତୁତ କରାଯାଉଛି । ଯାହାଫଳରେ ସ୍କୁଲର ପରିବେଶକୁ ଆକର୍ଷଣୀୟ କରାଯିବା...

ରେଲୱେର ୬୮୦ ପଦବୀ ପାଇଁ ବିଜ୍ଞପ୍ତି ଜାରି, ମାଟ୍ରିକ ମାର୍କସିଟ୍‌ ଅନୁଯାୟୀ ହେବ ଯୋଗ୍ୟ ପ୍ରାର୍ଥୀଙ୍କ ଚୟନ 

ନୂଆଦିଲ୍ଲୀ: ମାଟ୍ରିକ୍‌ ପାସ୍‌ ବ୍ୟକ୍ତିଙ୍କ ପାଇଁ ବଡ ସୁଯୋଗ । ରେଲୱେରେ ଚାକିରି ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ପାଇଁ ପଶ୍ଚିମ କେନ୍ଦ୍ରୀୟ ରେଲୱେ ଏକ ବଡ ସୁଯୋଗ ଆଣିଛି । ବିଭିନ୍ନ କ୍ୟାଟେଗୋରୀରେ ୬୮୦ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି...

ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା, ବିଧାନସଭାରେ ବଡ଼ ସଂକଳ୍ପ ଆଣିଲେ ମୁଖ୍ୟମନ୍ତ୍ରୀ,...

ଭୁବନେଶ୍ବର: ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା । ଏନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାମଲେଖା ସମୟରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ । ବିଧାନସଭାରେ ଆଜି ମାନ୍ୟବର...

ରାଜ୍ୟରେ ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼

ଭୁବନେଶ୍ୱର: ଇଞ୍ଜିନିୟରିଂ ପିଲାଙ୍କ ହଷ୍ଟେଲ ଫି ଛାଡ଼ କଲେ ରାଜ୍ୟ ସରକାର । ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି । କରୋନା ପାଇଁ ହଷ୍ଟେଲ ବନ୍ଦ ଥିବାରୁ ଫି ଛାଡ଼ କରିଛନ୍ତି ସରକାର । ୨୦୨୦ ଏପ୍ରିଲରୁ...

ଓଜେଏସ୍‍ ପରୀକ୍ଷାରେ କିଟ୍‍ ଲ ସ୍କୁଲର ୯ ଛାତ୍ରଛାତ୍ରୀ କୃତକାର୍ଯ୍ୟ

ଭୁବନେଶ୍ୱର: ଓଡିଶା ବିଚାର ବିଭାଗୀୟ ସେବା (ଓଜେଏସ୍‍) ପରୀକ୍ଷାରେ କିଟ୍‍ ଲ’ ସ୍କୁଲର ୯ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଓଡିଶା ଲୋକସେବା ଆୟୋଗ (ଓପିଏସ୍‍ସି) ପକ୍ଷରୁ ଓଜେଏସ୍‍ -୨୦୧୯ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ମୋଟ୍‍ ୪୭ଜଣ କୃତକାର୍ଯ୍ୟ...

୬ ବର୍ଷ ବୟସରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲେ ଋଷଭ

ଜାଲୌ: ଉତ୍ତରପ୍ରଦେଶ ଜାଲୌନରେ ରହୁଥିବା ୬ ବର୍ଷର ଶିଶୁ ଋଷଭ । ଏତେ କମ୍ ବୟସରେ ସେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ନିଜ ସ୍ଥାନ ଅକ୍ତିଆର କରିପାରିଛନ୍ତି। ଋଷଭ ଗଣିତରେ ୧ ରୁ ୧୦୦ ଯାଏଁ ସ୍କ୍ୱାୟାର ମୁହଁରେ ମନେ ଅଛି...

ପୁନଃ ନିଯୁକ୍ତି ଦାବିରେ କମ୍ପ୍ୟୁଟର ଶିକ୍ଷକଙ୍କ ଶୋଭାଯାତ୍ରା, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର 

ଭଦ୍ରକ: ପୁନଃ ନିଯୁକ୍ତି ସହ ବିଭିନ୍ନ ଦାବି ନେଇ କମ୍ପ୍ୟୁଟର ଶିକ୍ଷକଙ୍କ ଶୋଭାଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ । ଭଦ୍ରକ ଜିଲ୍ଲାରେ ୧୭୪ଟି ବିଦ୍ୟାଳୟର କମ୍ପ୍ୟୁଟର ଶିକ୍ଷକ ଓ ଶିକ୍ଷୟିତ୍ରୀ ସ୍ଥାୟୀ ନିଯୁକ୍ତି ଦାବି ନେଇ ବନ୍ତ ଛକ ନିକଟରୁ...

ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପୁରୀ: ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ଅନୁମୋଦନ । ଡିଜାଇନକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ବବିଦ୍ୟାଳୟ ସ୍ଥାପନ କରାଯିବ । ବନ ବିଦ୍ୟାଳୟ ଢାଞ୍ଚାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ...

ମାର୍ଚ୍ଚ ୮ରୁ ଖୋଲା ଯିବ ସମସ୍ତ ସ୍କୁଲ୍‌, ବୋରିସ୍ ଜନ୍‌ସନ୍‌ଙ୍କ‌ ଘୋଷଣା

ଇଲଂଣ୍ଡ: ଇଂଲଣ୍ଡର ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍‌ସନ୍‌ ଦେଶର ସମସ୍ତ ବିଦ୍ୟାଳୟ ଖୋଲାଯିବା ନେଇ ନିଷ୍ପତ୍ତି ନେଇଛନ୍ତି । କରୋନା ଭାଇରସ୍‌ ପାଇଁ ସ୍କୁଲ୍‌ଗୁଡ଼ିକୁ ଦୀର୍ଘଦିନ ଧରି ବନ୍ଦ ରଖାଯାଇଥିଲା । କରୋନା କଟକଣା ସହିତ ମାର୍ଚ୍ଚ ମାସ ୮ ତାରିଖରୁ ଇଂଲଣ୍ଡର ସମସ୍ତ...

ସାହିତ୍ୟ