Home ଶିକ୍ଷା ଓ ନିଯୁକ୍ତି

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଆଦର୍ଶ ବିଦ୍ୟାଳୟ ଢ଼ାଞ୍ଚାରେ ହେବ ଶିକ୍ଷାସହାୟକ ନିଯୁକ୍ତି !

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନକଲି ଶିକ୍ଷକ ଧରାପଡୁଥିବା ବେଳେ ଏହାକୁ ରୋକିବା ଲାଗି ତପ୍ତରତା ଦେଖାଇଛି ଗଣଶିକ୍ଷା ବିଭାଗ। ନକଲି ଶିକ୍ଷକଙ୍କ ନିଯୁକ୍ତି ଗୁଣାତ୍ମକ ଶିକ୍ଷା ଏବଂ ଭିତ୍ତିଭୂମିର ହ୍ରାସ ଘଟାଉଛି। ନିଯୁକ୍ତି ସମୟରେ ସାର୍ଟିଫିକେଟ୍ ଯାଞ୍ଚ କରାଯାଉଥିଲେ ମଧ୍ୟ ଜାଲ ସାର୍ଟିଫିକେଟ୍...

ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଲାଗି ସୂଚନା; ଆସନ୍ତା ବର୍ଷ ୭୦୧ଟି କଲେଜରେ ୭୨ଟି ଛୁଟି ବାଧ୍ୟତାମୂଳକ !

ଭୁବନେଶ୍ୱର: ୨୦୨୦ ବର୍ଷରେ ରାଜ୍ୟରେ ଥିବା ୭୦୧ଟି ଡିଗ୍ରୀ କଲେଜ ଲାଗି ୭୨ଟି କମନ୍ ଛୁଟି ବାଧ୍ୟତାମୂଳକ ଭାବେ ଲାଗୁ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଏହି ଛୁଟି ବାଦ୍ ବର୍ଷକୁ ରବିବାର ଏବଂ ଅନ୍ୟକିଛି ଇଛାଧିନ...

ସମସ୍ତ ସ୍କୁଲ ଓ କଲେଜରେ ୨୦୨୦ ଶିକ୍ଷାବର୍ଷ ଲାଗି ରାଜ୍ୟ ସରକାରଙ୍କ ଛୁଟି ତାଲିକା ଘୋଷଣା

ଭୁବନେଶ୍ୱର: ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ନିମନ୍ତେ ୨୦୨୦ ଶିକ୍ଷାବର୍ଷ ଲାଗି ଛୁଟି ତାଲିକା ସରକାର ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷିତ ହୋଇଥିବା ଏହି ତାଲିକାରେ ଆସନ୍ତା ବର୍ଷ ସମୁଦାୟ ୮୨ଟି ଛୁଟି...

ମ୍ୟାଟ୍ରିକ ସାର୍ଟିଫିକେଟରେ ରହିବ ଆଧାର ନମ୍ବର !

ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ସୁଧାର ଆଣିବାକୁ ରାଜ୍ୟ ସରକାର ଅନେକ ନୀତି ଅବଲମ୍ବନ କରିବା ସହିତ ପରିବର୍ତ୍ତନ କରିବାରେ ଲାଗିଛନ୍ତି । ଶିକ୍ଷାର ଗୁଣାତ୍ମକମାନର ଅଭିବୃଦ୍ଧି ନିମନ୍ତେ ୫-ଟି ପଦ୍ଧତିକୁ ଆପଣେଇ ନେଇଛନ୍ତି ଓଡ଼ିଶା ସରକାର । ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ଲୁ-ପ୍ରିଣ୍ଟ...

ପ୍ରାଇଭେଟ୍ କୋଚିଂ ସେଣ୍ଟରକୁ ସରକାରଙ୍କ ନାଲି ଆଖି; ସ୍କୁଲ ପାଠପଢା ବ୍ୟାଘାତ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସ୍କୁଲ ଏବଂ ଜୁନିୟର କଲେଜରେ ପାଠପଢ଼ା ସମୟରେ ଘରୋଇ ଟ୍ୟୁସନ କିମ୍ବା କୋଚିଂ ସେଣ୍ଟର ବନ୍ଦ ରହିବ । ପୂର୍ବରୁ ଏପରି ବ୍ୟବସ୍ଥା ଲାଗୁ କରିବା ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାବି ହୋଇଥିବା ବେଳେ ଖୁଶୀଘ୍ର ଏପରି ବ୍ୟବସ୍ଥା ଲାଗୁ...

୨୦୨୦ ମ୍ୟାଟ୍ରିକ ପରୀକ୍ଷା: ପ୍ରଶ୍ନପତ୍ର ସୁରକ୍ଷା ଲାଗି କୌଣସି ସ୍କୁଲରେ ନାହିଁ ଡ଼ିଜିଟାଲ୍ ଲକର୍ !

କଟକ/ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ସମେତ ବିଭିନ୍ନ ପରୀକ୍ଷା ପ୍ରଶ୍ନପତ୍ର ଲାଗି ବିଭିନ୍ନ ସୁରକ୍ଷାଜନିତ ପଦକ୍ଷେପମାନ ଗ୍ରହଣ କରାଯାଉଛି । ରାଜ୍ୟ ସରକାର ଏବେ ଶିକ୍ଷାର ମାନବୃଦ୍ଧି ଲାଗି ମଧ୍ୟ ଶତ ଚେଷ୍ଟିତ । ମାଟ୍ରିକ ପରୀକ୍ଷାରେ ସ୍ୱଚ୍ଛତା ଲାଗି...

ଘୋଷିତ ହେଲା ୟୁପିଏସସି ସିଏମଏସ ପରୀକ୍ଷା ଫଳାଫଳ

ନୂଆଦିଲ୍ଲୀ: ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ପକ୍ଷରୁ ୨୦୧୯ କମ୍ବାଇନଡ ମେଡ଼ିକାଲ ସର୍ଭିସ ପରୀକ୍ଷା ଫଳାଫଳ ଶୁକ୍ରବାର ଦିନ ପ୍ରକାଶିତ ହୋଇଛି । ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ ଖାଲି ପଡ଼ିଥିବା ସମୁଦାୟ ୯୧୯ଟି ପଦବୀ ମଧ୍ୟରୁ ୭୯୮ ଜଣ ପ୍ରାର୍ଥୀଙ୍କୁ ଏହି...

ନକଲି ଶିକ୍ଷାନୁଷ୍ଠାନ ଉପରେ ଲାଗିବ ଅଙ୍କୁଶ; ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ଏବେ ଛତୁ ଫୁଟିଲା ପରି ଗଢି ଉଠୁଛି ଶହ ଶହ ସଂଖ୍ୟାରେ ଶିକ୍ଷାନୁଷ୍ଠାନ । ସେଥିମଧ୍ୟରେ କେଉଁଟା ଅସଲି କେଉଁଟା ନକଲି ଅନୁଷ୍ଠାନ ତାହା ଶିକ୍ଷାର୍ଥୀ ଜାଣିବା କଷ୍ଟକର ବ୍ୟାପାର ହୋଇପଡ଼ିଛି । ତେଣୁ ରାଜ୍ୟ ଏବଂ ରାଜ୍ୟ ବାହାରେ...

ରାଜ୍ୟର ୬୧୦ଟି କଲେଜର ୮ହଜାର ଅଧ୍ୟାପକ ଓ ଅଧ୍ୟକ୍ଷଙ୍କୁ ମିଳିବ ଦକ୍ଷତା ବିକାଶ ପ୍ରଶିକ୍ଷଣ

ଭୁବନେଶ୍ୱର: ଜାନୁଆରୀରେ ରାଜ୍ୟରେ ଥିବା ସବୁ ଡିଗ୍ରୀ କଲେଜରେ ଶିକ୍ଷାଦାନ କରୁଥିବା ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କ ୁ ମିଳିବ ଦକ୍ଷତା ବିକାଶ ପ୍ରଶିକ୍ଷଣ । ଶିକ୍ଷାଦାନ କ୍ଷେତ୍ରରେ ଅଧ୍ୟାପକଙ୍କ ଦକ୍ଷତା ବୃଦ୍ଧି ଲାଗି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ର୍ରକ୍ରିୟା ଆରମ୍ଭ ହୋଇଛି...

ମାର୍ଚ୍ଚ ୩ରୁ +୨ ପରୀକ୍ଷା; ସମୁଦାୟ ୩ ଲକ୍ଷ ୪୯ ହଜାର ୧୫୪ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

ଭୁବନେଶ୍ୱର: ମାର୍ଚ୍ଚ ୩ରୁ +୨ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଚାଲିବ । ସେହିପରି ବାଣିଜ୍ୟ ପରୀକ୍ଷା ମାର୍ଚ୍ଚ ୪ ରୁ ୨୬ ଯାଏଁ ଚାଲିବ । +୨ କଳା ମାର୍ଚ୍ଚ ୪ରୁ ଆରମ୍ଭ ହୋଇ ୨୭ ତାରିଖ...

ସାହିତ୍ୟ