Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଖଲିକୋଟ ବିଶ୍ବବିଦ୍ୟାଳୟରେ ୧୧୨ଟି ଶିକ୍ଷକ ପଦବୀ ସୃଷ୍ଟି

ବ୍ରହ୍ମପୁର:ଖଲିକୋଟ ଏକକ ବିଶ୍ବବିଦ୍ୟାଳୟରେ ୧୧୨ଟି ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ରହିଛି। ମୋଟ ୧୬ଟି ବିଭାଗରେ ଏହି ୧୧୨ଟି ପଦବୀ ସୃଷ୍ଟି ହୋଇଥିବା…

୧୩ରୁ ସ୍ନାତକ, ୧୭ରୁ ସ୍ନାତକୋତ୍ତର ଶ୍ରେଣୀର ପାଠପଢ଼ା

ଭୁବନେଶ୍ବର: ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକ(ଯୁକ୍ତ ତିନି) ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ସେହିଭଳି ସ୍ନାତକୋତ୍ତର(ପିଜି) ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆସନ୍ତା ୧୭ ତାରିଖରୁ ଚାଲିବ। ଏନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗର…

ଜାତିସଂଘ ପକ୍ଷରୁ କିସ୍‍କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର

ଭୁବନେଶ୍ୱର : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କିସ୍‍କୁ ୟୁନେସ୍କୋ ଇଣ୍ଟରନ୍ୟାସ୍‍ନାଲ୍‍ ଲିଟେରାସି ପୁରସ୍କାର- ୨୦୨୨ ମିଳିଛି। ଆଫିକ୍ରାର ଡି ଆଇଭୋର କୋଷ୍ଟଠାରେ ୟୁନେସ୍କୋ ପକ୍ଷରୁ ଅନୁଷ୍ଠିତ ଏହି…

ପିଏମ୍-ଶ୍ରୀ ସ୍କୁଲ ମାଧ୍ୟମରେ ଭାରତର ବିକାଶ ହେବ

ନୂଆଦିଲ୍ଲୀ : ପିଏମ୍-ଶ୍ରୀ ସ୍କୁଲ ପାଇଁ କେନ୍ଦ୍ର କ୍ୟାବିନେଟରେ ବଡ଼ ନିଷ୍ପତ୍ତି ନିଆଯାଇଛି  । ଜାତୀୟ ଶିକ୍ଷାନୀତିରେ ସମସ୍ତ ଉପାଦାନ ପିଏମ୍ ଶ୍ରୀ ସ୍କୁଲ ଯୋଜନାରେ ସାମିଲ  ହେବ। ଏହି ସବୁ ସ୍କୁଲରେ ଭର୍ଚୁଆଲ୍ ଏବଂ ୩D ଲ୍ୟାବ୍ କରିବା ପାଇଁ ପରିକଳ୍ପନା କରାଯାଇଛି। ପିଏମ୍-ଶ୍ରୀ…

ପ୍ରକାଶ ପାଇବ ନିଟ୍ ପରାକ୍ଷା ଫଳ

ଭୁବନେଶ୍ୱର:  ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି  (NTA) ପରିଚାଳିତ ନ୍ୟାସନାଲ ଏଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡର ଗ୍ରାଜୁଏଟ୍ (NEET-UG) -୨୦୨୨ ଫଳ ସେପ୍ଟେମ୍ବର ୭ ସୁଦ୍ଧା ପ୍ରକାଶ ପାଇବା ସମ୍ଭାବନା ରହିଛି। ଏହା ସହ ଛାତ୍ରଛାତ୍ରୀଙ୍କ ପାଇଁ ଏନ୍‌ଟିଏ ପକ୍ଷରୁ ଉତ୍ତର ସିଟ୍‌ ଛାଡ଼ି…

+୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶିତ: କନ୍ଧମାଳ ଝିଅ ମୀନାକ୍ଷୀ କିସ୍ ଟପ୍ପର

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟର ପାସ୍‍ ହାର ବିଜ୍ଞାନରେ ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ…

ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫଳ: ସାଇ ଇଣ୍ଟରନାଶନାଲ ସ୍କୁଲର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ଏଥିରେ ଭୁବନେଶ୍ୱରର ସାଇ ଇଣ୍ଟରନାସନାଲସ୍କୁଲକୁ ଶତ ପ୍ରତିଶତ ସଫଳତା ମିଳିଛି। ଉଭୟ ଶ୍ରେଣୀରେ ଶତ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବା ସହ ସମସ୍ତେ ପ୍ରଥମ ଶ୍ରେଣୀ ଯୋଗ୍ଯତା ହାସଲକରିଛନ୍ତି।…

ଆଜି ଆସିଲା ପ୍ରଥମ ପର୍ଯ୍ୟାୟ ସିୟୁଇଟି ଆଡମିଟ କାର୍ଡ; ଜୁଲାଇ ୩୧ରେ ଦ୍ଵିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ: ଚଳିତ ମାସ ୧୫ ଏବଂ ଅଗଷ୍ଟ ୪ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ହେବ ସିୟୁଇଟି ପରୀକ୍ଷା । ପ୍ରଥମ ଭାଗ ପରୀକ୍ଷା ପାଇଁ ଆଡମିଟ କାର୍ଡ ଆଜି ଠାରୁ ସାଇଟରେ ଅପଲୋଡ କରାଯାଇଛି । ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷା ପାଇଁ ଆସନ୍ତା ୩୧ ତାରିଖରୁ ଆଡମିଟ କାର୍ଡ ବଣ୍ଟନ ହେବ ବୋଲି ୟୁଜିସି…

ଅଯଥା ଖର୍ଚ୍ଚ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ତାଗିଦ୍ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ସ୍ମାର୍ଟ କ୍ଲାସରୁମ ଆଳରେ ଅଯଥା ଅର୍ଥ ଖର୍ଚ୍ଚ କରିବାକୁ ଉଦ୍ୟତ ହେଉଛି ଉତ୍କଳ ବିଶ୍ୱବିଦ୍ୟାଳୟ । ଏ ସକାଶେ ଉଚ୍ଚଶିକ୍ଷା ବିଭାଗ ବିଶ୍ୱବିଦ୍ୟାଳୟକୁ ତାଗିଦ୍ କରିଛି । ବିଭାଗର ଅତିରିକ୍ତ ସଚିବ ଉତ୍କଳ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାରଙ୍କୁ ଚିଠି ଲେଖି ଏହା ଜଣାଇଛନ୍ତି ।…

ଇମାମୀ-କିସ୍‍ ଆବାସିକ ବିଦ୍ୟାଳୟ ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ରେମୁଣା ବ୍ଲକ୍‍ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଇମାମି-କିସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଉଦ୍‍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ…