Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଓଟିଇଟି ପରୀକ୍ଷା ପାଇଁ ଆଜିଠୁ ମିଳୁଛି ଆଡମିଟ୍ କାର୍ଡ

କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ପକ୍ଷରୁ ଏପ୍ରିଲ୍ ୯ ତାରିଖରେ ହେବାକୁ ଥିବା ଓଟିଇଟି ପରୀକ୍ଷା ପାଇଁ ଗୁରୁବାର ଦିନ ଅଫିସିଆଲ୍ ପୋର୍ଟାଲରେ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଅପଲୋଡ୍ କରାଯାଇଛି। ପ୍ରାର୍ଥୀମାନେ ସେମାନଙ୍କ ପଞ୍ଜୀକରଣ ନମ୍ବର ଏବଂ ଇ-ମେଲ୍ ଆଇଡିରେ ଲଗ୍ ଇନ୍ କରିବା…

କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ୨ ଜଣଙ୍କୁ ନିଯୁକ୍ତି ଦେଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦରେ ଉଚ୍ଚଶିକ୍ଷା ବିଭାଗ ୨ ଜଣଙ୍କୁ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ନିଯୁକ୍ତି ପ୍ରଦାନ କରିଛି । ଏମାନେ ନିଯୁକ୍ତି ତାରିଖ ଠାରୁ ୬ ବର୍ଷ ଯାଏ ଅଥବା ୭୦ ବର୍ଷ ବୟସ ହେବା ଯାଏ କାର୍ଯ୍ୟ କରିବେ । ପଣ୍ଡିତ ରବି ଶଙ୍କର ଶୁକ୍ଲା ବିଶ୍ୱ ବିଦ୍ୟାଳୟ…

ରେଲୱେର ୬୮୦ ପଦବୀ ପାଇଁ ବିଜ୍ଞପ୍ତି ଜାରି, ମାଟ୍ରିକ ମାର୍କସିଟ୍‌ ଅନୁଯାୟୀ ହେବ ଯୋଗ୍ୟ ପ୍ରାର୍ଥୀଙ୍କ ଚୟନ 

ନୂଆଦିଲ୍ଲୀ: ମାଟ୍ରିକ୍‌ ପାସ୍‌ ବ୍ୟକ୍ତିଙ୍କ ପାଇଁ ବଡ ସୁଯୋଗ । ରେଲୱେରେ ଚାକିରି ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ପାଇଁ ପଶ୍ଚିମ କେନ୍ଦ୍ରୀୟ ରେଲୱେ ଏକ ବଡ ସୁଯୋଗ ଆଣିଛି । ବିଭିନ୍ନ କ୍ୟାଟେଗୋରୀରେ ୬୮୦ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି ରେଲୱେ । ଏଥିପାଇଁ ଆବେଦନ ପ୍ରକ୍ରିୟା…

ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା, ବିଧାନସଭାରେ ବଡ଼ ସଂକଳ୍ପ ଆଣିଲେ…

ଭୁବନେଶ୍ବର: ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା । ଏନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାମଲେଖା ସମୟରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ । ବିଧାନସଭାରେ ଆଜି ମାନ୍ୟବର…

ଓଡ଼ିଶାର ୧୭ ସେଣ୍ଟରରେ ଜେଇଇ-୨ ମେନ୍ ପରୀକ୍ଷା

ଭୁବନେଶ୍ୱର: କରୋନା ନିର୍ଦ୍ଦେଶାବଳୀ କଡାକଡି ପାଳନ ସହ ଜେଇଇ-୨ ମେନ୍ ପରୀକ୍ଷା ମଙ୍ଗଳବାର ଦିନ ଓଡିଶାର ୧୭ ଟି ସ୍ଥାନରେ ଆରମ୍ଭ ହୋଇଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ୱାରା ପରିଚାଳିତ କମ୍ପ୍ୟୁଟର ବେସଡ୍ ପରୀକ୍ଷା ପ୍ରାୟ ୩୦,୦୦୦ ଛାତ୍ରଛାତ୍ରୀ ଦେଉଛନ୍ତି। ମାର୍ଚ୍ଚ ୧୮ରେ…

ଅଗଷ୍ଟ ୧ରୁ ନିଟ୍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଶିକ୍ଷା ମନ୍ତ୍ରଣାଳୟର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ଦ୍ଵାରା ପରିଚାଳିତ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ଆସନ୍ତା ଅଗଷ୍ଟ ୧ରୁ ନିକ୍ ପରୀକ୍ଷା କରାଯିବ। ଏକ ବିଜ୍ଞପ୍ତିରେ NTA କହିଛି ଯେ NEET (UG)ପରୀକ୍ଷା ଚଳିତ ବର୍ଷ ଅନଲାଇନ୍ ମୋଡରେ ହିନ୍ଦୀ ଏବଂ…

ରାଜ୍ୟରେ ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼

ଭୁବନେଶ୍ୱର: ଇଞ୍ଜିନିୟରିଂ ପିଲାଙ୍କ ହଷ୍ଟେଲ ଫି ଛାଡ଼ କଲେ ରାଜ୍ୟ ସରକାର । ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି । କରୋନା ପାଇଁ ହଷ୍ଟେଲ ବନ୍ଦ ଥିବାରୁ ଫି ଛାଡ଼ କରିଛନ୍ତି ସରକାର । ୨୦୨୦ ଏପ୍ରିଲରୁ ୨୦୨୦ ଡିସେମ୍ବର ଯାଏ ବନ୍ଦ ରହିଥିଲା ହଷ୍ଟେଲ । ପ୍ରାୟ…

ଓଜେଏସ୍‍ ପରୀକ୍ଷାରେ କିଟ୍‍ ଲ ସ୍କୁଲର ୯ ଛାତ୍ରଛାତ୍ରୀ କୃତକାର୍ଯ୍ୟ

ଭୁବନେଶ୍ୱର: ଓଡିଶା ବିଚାର ବିଭାଗୀୟ ସେବା (ଓଜେଏସ୍‍) ପରୀକ୍ଷାରେ କିଟ୍‍ ଲ’ ସ୍କୁଲର ୯ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଓଡିଶା ଲୋକସେବା ଆୟୋଗ (ଓପିଏସ୍‍ସି) ପକ୍ଷରୁ ଓଜେଏସ୍‍ -୨୦୧୯ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ମୋଟ୍‍ ୪୭ଜଣ କୃତକାର୍ଯ୍ୟ ହୋଇଛନ୍ତି । କେବଳ କିଟ୍ ଲ…

ଜେଇଇ ମେନ୍: ଓଡ଼ିଶାରୁ ଟପ୍ପର ହେଲେ ଗୌତମ ଦାସ

ଭୁବନେଶ୍ୱର: ଓଡ଼ିଶାର ଗୌତମ ଦାସ ୯୯.୯୯ ପ୍ରତିଶତ ମାର୍କ ରଖି ଜେଇଇ ମେନରେ ରାଜ୍ୟ ଟପ୍ପର ହୋଇଛନ୍ତି। ସୋମବାର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା କରାଯାଇଛି। ବି.ଇ ଓ ବି.ଟେକ୍ ପାଇଁ କରାଯାଇଥିବା ଏହି ପରୀକ୍ଷାର ପେପର-୧ରେ ୯୯.୯୯୯୦୩୫୭ ଏନଟିଏ ସ୍କୋର…

୬ ବର୍ଷ ବୟସରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲେ ଋଷଭ

ଜାଲୌ: ଉତ୍ତରପ୍ରଦେଶ ଜାଲୌନରେ ରହୁଥିବା ୬ ବର୍ଷର ଶିଶୁ ଋଷଭ । ଏତେ କମ୍ ବୟସରେ ସେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ନିଜ ସ୍ଥାନ ଅକ୍ତିଆର କରିପାରିଛନ୍ତି। ଋଷଭ ଗଣିତରେ ୧ ରୁ ୧୦୦ ଯାଏଁ ସ୍କ୍ୱାୟାର ମୁହଁରେ ମନେ ଅଛି । ସେ ଅଙ୍କ ନ କଷି ବି ପୁରା ସ୍କ୍ୱାୟାର ଲେଖିପାରନ୍ତି । ମାତ୍ର ୪ ମିନିଟ୍…