Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ବିପିୟୁଟିର ଅଡ୍ ସେମିଷ୍ଟାର ପରୀକ୍ଷା ଲାଗି ନୂଆ ତାରିଖ ଘୋଷଣା

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ବିପିୟୁଟି) ପକ୍ଷରୁ ଅଡ୍ ସେମିଷ୍ଟାର ଅନଲାଇନ୍ ପରୀକ୍ଷା ୨୦୨୧କୁ ପୁନଃ ନିର୍ଦ୍ଧାରିତ କରାଯାଇଛି। ଯେଉଁ ପରୀକ୍ଷା ବାତ୍ୟା 'ୟାସ୍' ଯୋଗୁଁ ସ୍ଥଗିତ ରହିଥିଲା। ମେ ୨୪ରୁ ଜୁନ୍ ୬ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା…

ଦଶମ ବୋର୍ଡ ରେଜଲ୍ଟ ପ୍ରକ୍ରିୟା: ଟେଷ୍ଟ ପରୀକ୍ଷା ଓ ନବମ ବାର୍ଷିକ ପରୀକ୍ଷା ନମ୍ବର ମାଗିଲେ ବିଏସଇ କର୍ତ୍ତୃପକ୍ଷ

ଭୁବନେଶ୍ୱର: କରୋନା ପାଇଁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି ସରକାର । ପରୀକ୍ଷଫଳ ପ୍ରକାଶ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ । ଏଥିପାଇଁ ସବୁ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଛାତ୍ରଛାତ୍ରୀଙ୍କ ବିବରଣୀ ମାଗିଲେ ଜିଲ୍ଲା ଶିକ୍ଷା…

ଏଣିକି ଅନଲାଇନରେ ହେବ ଅଭିଭାବକ ବୈଠକ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସ୍କୁଲଗୁଡିକରେ ପିଲାଙ୍କ ସୁବିଧା ଲାଗି ବିଭାଗ ପକ୍ଷରୁ କିଛିଟା ପରିବର୍ତ୍ତନ କରାଯାଇଛି । ଗତ ୨ବର୍ଷ ହେବ ରାଜ୍ୟରେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା…

ଆଜିଠୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ନାମଲେଖା ଆରମ୍ଭ

ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଓଡିଶାର ସବୁ ସରକାରୀ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନାମଲେଖା ଆରମ୍ଭ ହେବାକୁ ଯାଉଛି। ପ୍ରାଥମିକ/ମାଧ୍ୟମିକ ଶ୍ରେଣୀ ପାଇଁ ନୂଆ ଆଡମିଶନ ୨୦୨୧ ମସିହା ମେ ୩୧ ସୁଦ୍ଧା ଶେଷ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି।…

ଟାଇମ୍‌ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗର ଶ୍ରେଷ୍ଠ ୨୦୧+ ବିଶ୍ୱବିଦ୍ୟାଳୟ ତାଲିକାରେ କିଟ୍‍

ଭୁବନେଶ୍ବର: ଟାଇମସ୍‍ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ-୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି । ଚଳିତବର୍ଷ କିଟକୁ ସାମଗ୍ରିକ ଇମ୍ପାକ୍ଟ୍ ରାଙ୍କିଙ୍ଗରେ ୨୦୧+ ରାଙ୍କ ମିଳିଛି । ଏସଡ଼ିଜିର ‘ରିଡିଉସିଂ ଇନ୍ଇକ୍ୱାଲିଟିଜ୍‍’…

ପରୀକ୍ଷା ବାତିଲ ଦାବିରେ ତାତିଲେ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ, ଘେରିଲେ ନବୀନ ନିବାସ 

ଭୁବନେଶ୍ୱର: ପରୀକ୍ଷା ବାତିଲ ଦାବିରେ ନବୀନ ନିବାସ ଘେରିଛନ୍ତି ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି । ସ୍ଥଗିତ ନରଖି ଛାତ୍ରଛାତ୍ରୀ ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି ।…

ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ: ୧୯ରୁ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ, ହଷ୍ଟେଲ ଛାଡିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡିଚାଲିଛି । ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଗୋଟିଏ ପରେ ଗୋଟିଏ କଟକଣା ଜାରି କରାଯାଉଛି ।  ସୋମବାରଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଅଫଲାଇନ୍ କ୍ଲାସ ଓ ପରୀକ୍ଷା ସ୍ଥଗିତ ରଖିବାକୁ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୨ ଶିକ୍ଷକ ଓ ଜଣେ ଶିକ୍ଷୟିତ୍ରୀ ହେଲେ ନିଲମ୍ବିତ

ଦେବଗଡ଼: ଓଟିଇଟି ପେପର-୧ ପ୍ରଶ୍ନପତ୍ର ଲିକ୍‌ ଘଟଣା । ୨ ଶିକ୍ଷକ ଏବଂ ଜଣେ ଶିକ୍ଷୟିତ୍ରୀ ନିଲମ୍ବିତ । ପରୀକ୍ଷାର୍ଥୀଙ୍କ ଠାରୁ ମୋବାଇଲ୍ ଜବତ ମାମଲାରେ ତିନି ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି । ସେମାନେ ହେଲେ ଦେବଗଡ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ…

ଏପ୍ରିଲ ୧୧ରୁ ଇଗ୍ନୋର ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ: ଇନ୍ଦିରା ଗାନ୍ଧୀ ନ୍ୟାସନାଲ ଓପନ୍ ୟୁନିଭରସିଟି (ଇଗ୍ନୋ) ପକ୍ଷରୁ ଏପ୍ରିଲ୍ ୧୧ ତାରିଖରୁ ମ୍ୟାନେଜମେଣ୍ଟ ପ୍ରୋଗ୍ରାମ୍, ବିଇଡି ପ୍ରୋଗ୍ରାମ୍ ଏବଂ ପୋଷ୍ଟ ବେସିକ୍ ବିଏସସି ନର୍ସିଂ ପ୍ରୋଗ୍ରାମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଦେଶର ୧୨୦ ପରୀକ୍ଷା କେନ୍ଦ୍ରରେ ପ୍ରାୟ…

ରାଜ୍ୟକୁ ଘାରିଛି କରୋନା ଭୟ: ନବମ, ଏକାଦଶ ପିଲାଙ୍କ କ୍ଲାସ୍ ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣକୁ କିଛି ମାତ୍ରାରେ ହ୍ରାସ କରିବାକୁ ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛି । ୮ ତାରିଖରୁ ରାଜ୍ୟରେ ନବମ ଓ ଏକା‌ଦଶ ଶ୍ରେଣୀ କ୍ଲାସ୍‌ ଏପ୍ରିଲ୍ ୩୦…