Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଅଗଷ୍ଟ ୧ରୁ ନିଟ୍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଶିକ୍ଷା ମନ୍ତ୍ରଣାଳୟର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ଦ୍ଵାରା ପରିଚାଳିତ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ଆସନ୍ତା ଅଗଷ୍ଟ ୧ରୁ ନିକ୍ ପରୀକ୍ଷା କରାଯିବ। ଏକ ବିଜ୍ଞପ୍ତିରେ NTA କହିଛି ଯେ NEET (UG)ପରୀକ୍ଷା ଚଳିତ ବର୍ଷ ଅନଲାଇନ୍ ମୋଡରେ ହିନ୍ଦୀ ଏବଂ…

ରାଜ୍ୟରେ ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼

ଭୁବନେଶ୍ୱର: ଇଞ୍ଜିନିୟରିଂ ପିଲାଙ୍କ ହଷ୍ଟେଲ ଫି ଛାଡ଼ କଲେ ରାଜ୍ୟ ସରକାର । ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି । କରୋନା ପାଇଁ ହଷ୍ଟେଲ ବନ୍ଦ ଥିବାରୁ ଫି ଛାଡ଼ କରିଛନ୍ତି ସରକାର । ୨୦୨୦ ଏପ୍ରିଲରୁ ୨୦୨୦ ଡିସେମ୍ବର ଯାଏ ବନ୍ଦ ରହିଥିଲା ହଷ୍ଟେଲ । ପ୍ରାୟ…

ଓଜେଏସ୍‍ ପରୀକ୍ଷାରେ କିଟ୍‍ ଲ ସ୍କୁଲର ୯ ଛାତ୍ରଛାତ୍ରୀ କୃତକାର୍ଯ୍ୟ

ଭୁବନେଶ୍ୱର: ଓଡିଶା ବିଚାର ବିଭାଗୀୟ ସେବା (ଓଜେଏସ୍‍) ପରୀକ୍ଷାରେ କିଟ୍‍ ଲ’ ସ୍କୁଲର ୯ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଓଡିଶା ଲୋକସେବା ଆୟୋଗ (ଓପିଏସ୍‍ସି) ପକ୍ଷରୁ ଓଜେଏସ୍‍ -୨୦୧୯ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ମୋଟ୍‍ ୪୭ଜଣ କୃତକାର୍ଯ୍ୟ ହୋଇଛନ୍ତି । କେବଳ କିଟ୍ ଲ…

ଜେଇଇ ମେନ୍: ଓଡ଼ିଶାରୁ ଟପ୍ପର ହେଲେ ଗୌତମ ଦାସ

ଭୁବନେଶ୍ୱର: ଓଡ଼ିଶାର ଗୌତମ ଦାସ ୯୯.୯୯ ପ୍ରତିଶତ ମାର୍କ ରଖି ଜେଇଇ ମେନରେ ରାଜ୍ୟ ଟପ୍ପର ହୋଇଛନ୍ତି। ସୋମବାର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା କରାଯାଇଛି। ବି.ଇ ଓ ବି.ଟେକ୍ ପାଇଁ କରାଯାଇଥିବା ଏହି ପରୀକ୍ଷାର ପେପର-୧ରେ ୯୯.୯୯୯୦୩୫୭ ଏନଟିଏ ସ୍କୋର…

୬ ବର୍ଷ ବୟସରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲେ ଋଷଭ

ଜାଲୌ: ଉତ୍ତରପ୍ରଦେଶ ଜାଲୌନରେ ରହୁଥିବା ୬ ବର୍ଷର ଶିଶୁ ଋଷଭ । ଏତେ କମ୍ ବୟସରେ ସେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ନିଜ ସ୍ଥାନ ଅକ୍ତିଆର କରିପାରିଛନ୍ତି। ଋଷଭ ଗଣିତରେ ୧ ରୁ ୧୦୦ ଯାଏଁ ସ୍କ୍ୱାୟାର ମୁହଁରେ ମନେ ଅଛି । ସେ ଅଙ୍କ ନ କଷି ବି ପୁରା ସ୍କ୍ୱାୟାର ଲେଖିପାରନ୍ତି । ମାତ୍ର ୪ ମିନିଟ୍…

ପୁନଃ ନିଯୁକ୍ତି ଦାବିରେ କମ୍ପ୍ୟୁଟର ଶିକ୍ଷକଙ୍କ ଶୋଭାଯାତ୍ରା, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ…

ଭଦ୍ରକ: ପୁନଃ ନିଯୁକ୍ତି ସହ ବିଭିନ୍ନ ଦାବି ନେଇ କମ୍ପ୍ୟୁଟର ଶିକ୍ଷକଙ୍କ ଶୋଭାଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ । ଭଦ୍ରକ ଜିଲ୍ଲାରେ ୧୭୪ଟି ବିଦ୍ୟାଳୟର କମ୍ପ୍ୟୁଟର ଶିକ୍ଷକ ଓ ଶିକ୍ଷୟିତ୍ରୀ ସ୍ଥାୟୀ ନିଯୁକ୍ତି ଦାବି ନେଇ ବନ୍ତ ଛକ ନିକଟରୁ ଶୋଭାଯାତ୍ରାରେ ଯାଇ…

+ ୨ ବାର୍ଷିକ ପରୀକ୍ଷା ପାଇଁ ସୂଚୀ ଘୋଷଣା

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖରୁ ବାର୍ଷିକ + ୨ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଥିଓରୀ ପରୀକ୍ଷା ଆସନ୍ତା ମେ ୧୮ରୁ ଜୁନ୍ ୧୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରାକ୍ଟିକାଲ୍ ପରୀକ୍ଷା ଏପ୍ରିଲ ୨୯ ରୁ ମେ ୮…

ଓଡ଼ିଶା ଜେଇଇ: ବିଏଏମଏସ/ବିଏଚଏମଏସ୍ ଲାଗି ସ୍ପଟ୍ କାଉନସେଲିଂ ଆରମ୍ଭ

ଭୁବନେଶ୍ୱର: ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ବିଏଏମଏସ/ବିଏଚଏମଏସ୍ ପାଠ୍ୟକ୍ରମରେ ଆଡମିଶନ ପାଇଁ ସ୍ପଟ୍ କାଉନସେଲିଂ ବୁଧବାର ସକାଳ ୧୦ ଟାରୁ ଭୁବନେଶ୍ୱର ସ୍ଥିତ ଗଣ୍ଡାମୁଣ୍ଡା ଓଜେଇଇ ସେଲରେ ଆରମ୍ଭ ହୋଇଛି। ଓଜେଇଇ କର୍ତ୍ତୃପକ୍ଷଙ୍କ ଦ୍ବାରା ଜାରି ନିର୍ଦ୍ଦେଶାବଳୀ ଅନୁଯାୟୀ, ସମସ୍ତ ପଞ୍ଜିକୃତ…

ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପୁରୀ: ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ଅନୁମୋଦନ । ଡିଜାଇନକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ବବିଦ୍ୟାଳୟ ସ୍ଥାପନ କରାଯିବ । ବନ ବିଦ୍ୟାଳୟ ଢାଞ୍ଚାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ…

ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟ କଟକର କୁଳପତି ଭାବେ ପ୍ରଫେସର ବେଦ କୁମାରୀଙ୍କୁ ନିଯୁକ୍ତି

କଟକ: ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟ (NLU)ର ନୂତନ କୁଳପତି ଭାବେ ପ୍ରଫେସର ବେଦ କୁମାରୀଙ୍କୁ ନିଯୁକ୍ତି ମିଳିଛି । ରିପୋର୍ଟ ଅନୁସାରେ ପ୍ରଫେସର ଏସକେ ଭଟ୍ଟନଗର, ଡକ୍ଟର ଫୈଜନ ମୁସ୍ତାଫା ଓ ଜଷ୍ଟିସ୍ ଏକେ ପଟ୍ଟନାୟକଙ୍କ କମିଟି ବେଦ କୁମାରୀଙ୍କ ସମେତ ୮ ଜଣଙ୍କ ନାଁ ପ୍ରଧାନ ବିଚାରପତିଙ୍କୁ…