Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଇଞ୍ଜିନିୟରିଂ, ପଲିଟେକନିକ୍ ଓ ଆଇଟିଆଇରେ ଫିଜିକାଲ୍ କ୍ଲାସ୍ ଆରମ୍ଭ

ଭୁବନେଶ୍ୱର: ପ୍ରାୟ ୧୦ ମାସର ବ୍ୟବଧାନ ପରେ ସମସ୍ତ ପୋଷ୍ଟ ଗ୍ରାଜୁଏଟ୍ (ପିଜି), ଅଣ୍ଡର ଗ୍ରାଜୁଏଟ୍ (ୟୁଜି), ବୈଷୟିକ ବିଶ୍ୱବିଦ୍ୟାଳୟର ଡିପ୍ଲୋମା ଏବଂ ପ୍ରଫେସନାଲ୍ କଲେଜ, ପଲିଟେକନିକ୍ସ, ଡିପ୍ଲୋମା ଇନଷ୍ଟିଚ୍ୟୁସନ୍ ଏବଂ ଆଇଟିଆଇ ଛାତ୍ରଛାତ୍ରୀମାନେ କ୍ୟାମ୍ପସରେ ଫେବୃଆରୀ ୧୭ ଠାରୁ…

ସରକାରୀ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ସ୍ପୋକେନ୍ ଇଂରାଜୀ ଶିକ୍ଷା: ମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ତୃତୀୟ ଶ୍ରେଣୀରୁ ଇଂରାଜୀ ଶିକ୍ଷା ଦିଆଯାଉ ଥିବାବେଳେ ଚଳିତ ବର୍ଷ ପ୍ରଥମ ଶ୍ରେଣୀରୁ ସ୍ପୋକେନ୍ ଇଂରାଜୀ ଶିକ୍ଷା ଆରମ୍ଭ ହେବ। ଏନେଇ ଶନିବାର ଦିନ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ।…

JEE Main 2021: ଫେବ୍ରୁଆରୀ ମାସ ପରୀକ୍ଷା ଲାଗି ଜାରି ହେଲା ଆଡମିଟ୍ କାର୍ଡ, ଜାଣନ୍ତୁ ଡାଉନଲୋଡ୍ ପ୍ରକ୍ରିୟା

ନୂଆଦିଲ୍ଲୀ: ନାସନାଲ ଟେଷ୍ଟିଂ ଏଜେନ୍ସି ବା NTA ଚଳିତବର୍ଷ ଆବେଦନକାରୀଙ୍କୁ ୪ ଥର ପରୀକ୍ଷାରେ ସାମିଲ୍ ହେବାକୁ ଅନୁମତି ଦେବ । ଆବେଦନକାରୀ ଫେବ୍ରୁଆରୀ, ମାର୍ଚ୍ଚ, ଏପ୍ରିଲ୍ ଓ ମେ’ ମାସରେ ପରୀକ୍ଷା ଦେଇପାରିବେ । ଯେଉଁ ପରୀକ୍ଷାରେ ସର୍ବାଧିକ ସ୍କୋର କରିବେ ତା’କୁ ବିଚାରକୁ ନିଆଯିବ ।…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ବର: ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ । ମେ ୩ରୁ ମେ ୧୫ ଯାଏଁ ଚାଲିବ ପରୀକ୍ଷା । ମେ’ ୩ ତରିଖରେ ମାତୃଭାଷା ଓଡିଆ, ୫ ରେ ଇଂରଜ, ୭ରେ ତୃତୀୟ ଭାଷା ହିନ୍ଦୀ ଏବଂ ୮ ରେ ସସ୍କୃତ ପରୀକ୍ଷା ହେବ । ମେ’ ୯ ତାରିଖରେ ଭର୍ଚୁଆଲ ଆକ୍ଟ ( ପ୍ରାକ୍ଟିକାଲ) ହେବ । ୧୦ରେ ଗଣିତ ପରୀକ୍ଷା,…

ୟୁପିରେ ୧ ମାର୍ଚ୍ଚରୁ ଖୋଲିବ ସବୁ ସ୍କୁଲ୍‌

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ୧ ମାର୍ଚ୍ଚରୁ ପ୍ରଥମ ଶ୍ରେଣୀରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲିବ । ଏହା ବ୍ୟତୀତ ୧୦ ଫେବ୍ରୁଆରୀରୁ ହିଁ ୬ଷ୍ଠ ଶ୍ରେଣୀରୁ ଉପର ଶ୍ରେଣୀ ଖୋଲାଯିବ । ଆଜି ଏହା ଉପରେ ନିଷ୍ପତ୍ତି ହେବ । ବେସିକ୍‌ ଶିକ୍ଷା ବିଭାଗ ଅନ୍ତର୍ଗତ ପାଠପଢ଼ା କାର୍ଯ୍ୟ ପ୍ରାରମ୍ଭ…

ପିଜି ବଳକା ସିଟରେ ଆଡମିଶନ ପାଇଁ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର: ପୋଷ୍ଟ ଗ୍ରାଜୁଏଟ୍ (ପିଜି)ଲାଗି ସ୍ପଟ୍-୨ ଆଡମିଶନ ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ଗୁରୁବାର ଦିନ ସମୟସୀମା ଏବଂ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଆଡମିଶନ ପାଇଁ ମେରିଟ୍ ଲିଷ୍ଟ୍ ଆସନ୍ତା ଫେବୃଆରୀ ୬…

ଆରମ୍ଭ ହେଲା ‘ସୁଦକ୍ଷ’ କାର୍ଯ୍ୟକ୍ରମ, ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ଦକ୍ଷତା ବଢ଼ାଇବାକୁ ଅଭିନବ ପଦକ୍ଷେପ

ସୁନ୍ଦରଗଡ଼: ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ଦକ୍ଷତା ବଢ଼ାଇବାକୁ ପ୍ରୟାସ । ଆରମ୍ଭ ହୋଇଛି ‘ସୁଦକ୍ଷ’ କାର୍ଯ୍ୟକ୍ରମ । ସୁନ୍ଦରଗଡ଼ ଜିଲ୍ଲାର ଶିକ୍ଷିତ ଯୁବକ ଯୁବତୀଙ୍କୁ ମାଗଣାରେ ନିଯୁକ୍ତି ଉପଯୋଗୀ କୋଚିଂ ଦେବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ‘ସୁଦକ୍ଷ’ କାର୍ଯ୍ୟକ୍ରମ ।…

ଆସିଲା CBSE ବୋର୍ଡ ପରୀକ୍ଷା ସୂଚୀ, ଘୋଷଣା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ୍ 

ନୂଆଦିଲ୍ଲୀ: ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା ସୂଚୀ ଘୋଷଣା ହୋଇଛି । ମେ ୪ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ଜୁନ୍ ୧୧ ଯାଏଁ ଚାଲିବ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ୍‌ ଆଜି ଏହି ଘୋଷଣା କରିଛନ୍ତି । ଦ୍ୱାଦଶ ପରୀକ୍ଷା ଦୁଇଟି ସିଫ୍ଟରେ କରାଯିବ । ପ୍ରଥମ ସିଫ୍ଟ ସକାଳ…

ଫେବ୍ରୁଆରୀ ୧୦ରୁ ଖୋଲିବ ପିଜି ଓ +୩ର ପ୍ରଥମ ବର୍ଷ କ୍ଲାସ୍‌, ୮ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର : ଫେବ୍ରୁଆରୀ ୧୦ରୁ ଖୋଲିବ ପିଜି ଓ +୩ର ପ୍ରଥମ ବର୍ଷ କ୍ଲାସ୍‌ । ୮ତାରିଖରୁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ । ୟୁଜି କୋର୍ସର ତୃତୀୟ ସେମିଷ୍ଟର ଏବଂ ୪ବର୍ଷ ୟୁଜି କୋର୍ସର ପଞ୍ଚମ ସେମିଷ୍ଟର ପରୀକ୍ଷା ୧୯ ରୁ ୩୦ ଏପ୍ରିଲ ମଧ୍ୟରେ ହେବ। ସେହିପରି ୩୧ ମେ ରେ ପରୀକ୍ଷା ଫଳ ପ୍ରକାଶ…

ଆସନ୍ତା ୬ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ

ଭୁବନେଶ୍ୱର: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଫର୍ମ ପୂରଣ । ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ଫର୍ମ ପୂରଣ କରିବେ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ନିର୍ଦ୍ଦେଶନାମା । ଅନ୍‌ଲାଇନ୍‌ରେ ହେବ ଫର୍ମ ପୂରଣ…