Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

୬ରୁ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାରଙ୍କ ବଡ ଘୋଷଣା । ଫେବୃଆରୀ ୬ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟର ପଢ଼ୁଥିବା ଅଣ୍ଡର ଗ୍ରାଜୁଏଟ୍‌ ଓ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀ କଲେଜ ଯାଇ ଶ୍ରେଣୀ ଗୃହରେ ପଢ଼ିବାକୁ ଅନୁମତି ମିଳିଛି । ଦୀର୍ଘ ୧୧ ମାସ ପରେ କଲେଜ…

ଫେବୃଆରୀ ୨ରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ସୂଚୀ, ଶିକ୍ଷା ମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ : ସିବିଏସଇ ୧୦ମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସୂଚୀ ଫେବୃଆରୀ ୨ରେ ପ୍ରକାଶ ପାଇବ । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ କହିଛନ୍ତି । ସିବିଏସ୍‌ଇ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ମେ’ ୪ରୁ ଆରମ୍ଭ ହୋଇ ଜୁନ୍‌ ୧୦ ଯାଏ ଚାଲିବ । ପ୍ରାକ୍ଟିକାଲ୍‌…

ବିନା JEEରେ ଇଞ୍ଜିନିୟରିଂ, ଚଳିତ ବର୍ଷ ବିନା ଏଣ୍ଟ୍ରାନ୍ସରେ କରିହେବ ଇଞ୍ଜିନିୟରିଂରେ ଆଡମିଶନ୍

ଭୁବନେଶ୍ୱର: ଚଳିତ ବର୍ଷ ବିନା ଏଣ୍ଟ୍ରାସରେ ପଢ଼ିବେ ପିଲା । ବିନା ଏଣ୍ଟ୍ରାନ୍ସରେ କରି ହେବ ଇଞ୍ଜିନିୟରିଂ ଆଡ଼ମିଶନ୍ । କରୋନା ପାଇଁ AICTE ଏହି ଗାଇଡ୍ଲାଇନ୍ ଜାରି କରିଛି । ଓଡିଶାରେ ମଧ୍ୟ ଏହାକୁ ଲାଗୁ କରିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି…

+୩ରେ ଆଡମିଶନ ଲାଗି ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ଓଡ଼ିଶାର‌େ ଯୁକ୍ତ ତିନିର‌େ ଆଡମିଶନ ଲାଗି ସୋମବାର ଦିନ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଛାତ୍ରଛାତ୍ରୀ ମାନଙ୍କୁ ଜାନୁଆରୀ ୨୯ରୁ ଫେବୃଆରୀ ୨ ତାରିଖ ମଧ୍ୟରେ ଆବେଦନ କରିବାକୁ ପଡିବ। ତେବେ ମେରିଟ୍ ତାଲିକା…

ଚଳିତବର୍ଷ ଯୁକ୍ତ ଦୁଇରେ ରହିବ ୫୦ ନମ୍ବରର ମଲଟିପୁଲ୍ ଚଏସ୍ ପ୍ରଶ୍ନ

ଭୁବନେଶ୍ୱର: ଚଳିତବର୍ଷ ବଦଳିବ ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା । ପ୍ରଶ୍ନପତ୍ରରେ ୫୦ ନମ୍ବରର ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନ ରହିବ । ପ୍ରତ୍ୟେକ ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନର ଉତ୍ତର ପାଇଁ ୧ ନମ୍ବର ଲେଖାଏ ରହିବ । ପ୍ରଶ୍ନପତ୍ରର ହାରାହାରି ୩୦% ସଂକ୍ଷିପ୍ତ ଉତ୍ତରମୂଳକ ପ୍ରଶ୍ନ ରହିବ । ସେହିପରି…

ମାର୍ଚ୍ଚ ୮ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ମାର୍ଚ୍ଚ ୮ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପକ୍ଷରୁ ସାରା ରାଜ୍ୟରେ ୨୫୦ ଆଦର୍ଶ ବିଦ୍ୟାଳୟ ଲାଗି ପ୍ରବେଶିକା ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏନେଇ ଓଏଭିଏସ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା କହିଛନ୍ତି ଯେ ଷଷ୍ଠ ଶ୍ରେଣୀରେ ଆଡମିଶନ କରିବାକୁ ଚାହୁଁଥିବା…

ରାଜ୍ୟରେ ୭ଟି ସ୍ଲାବରେ କୋହଳ ହେବ ସ୍କୁଲ ଫି’, ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ କୋହଳ ହେବ ସ୍କୁଲ ଫି । ଘରୋଇ ସ୍କୁଲ, ଅଣଅନୁଦାନପ୍ରାପ୍ତ ଓ ଅନୁଦାନପ୍ରାପ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି…

2021 ବର୍ଷ ପାଇଁ ଅପରିବର୍ତ୍ତିତ ରହିବ ଜେଇଇ ଏବଂ ଏନ୍ଇଇଟି ସିଲାବସ 

ନୂଆଦିଲ୍ଲୀ: ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ଛାତ୍ରଛାତ୍ରୀ ଜେଇଇ ଏବଂ ଏନ୍ଇଇଟି ପରୀକ୍ଷାରେ ପ୍ରଶ୍ନର ଉତ୍ତର ଦେବାରେ ବିକଳ୍ପ ପାଇବେ । କାରଣ ଜେଇଇ ଏବଂ ଏନ୍ଇଇଟି ସିଲାବସ୍ 2021 ବର୍ଷ ପାଇଁ ଅପରିବର୍ତ୍ତିତ ରହିବ ।  ଜେଇଇ ସିଲାବସ ପୂର୍ବବର୍ଷ ଭଳି ସମାନ ରହିବ । କିନ୍ତୁ ଛାତ୍ରଛାତ୍ରୀ…

ଜୁଲାଇ ୩ରେ ଜେଇଇ ଆଡଭାନ୍ସଡ ପରୀକ୍ଷା

ନୂଆଦିଲ୍ଲୀ: ଜେଇଇ ଆଡଭାନ୍ସଡ ପରୀକ୍ଷା ଆସନ୍ତା ଜୁଲାଇ ୩ ତାରିଖରେ ଅନୁଷ୍ଠିତ ହେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ଘୋଷଣା କରିଛନ୍ତି। ଏହି ଅବସରରେ ଗୁରୁବାର ସେ କହିଛନ୍ତି ଯେ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ରେ ଆଡମିଶନ ପାଇଁ ଦ୍ୱାଦଶ ଶ୍ରେଣୀ…

ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ପିଲା, ଆଉ କମିବନି ସିଲାବସ୍

ଭୁବନେଶ୍ୱର: ଦୁଇ ଦିନ ପରେ ରାଜ୍ୟରେ ଖୋଲିବ ସ୍କୁଲ । ନଅ ମାସ ପରେ ଛାତ୍ରଛାତ୍ରୀ କ୍ଲାସରୁମରେ ପାଠ ପଢ଼ିବେ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବାକୁ ଆସିବେ । ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ଛାତ୍ରଛାତ୍ରୀ । ଅଧିକ ପିଲା ହେଲେ ଅଧିକ ସେକ୍ସନ କରାଯିବ । ଏନେଇ ସୂଚନା…