Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ରାଜ୍ୟର +୨ କଲେଜ କ୍ଯାମ୍ପସକୁ ବିଶୋଧନ ଓ ସଫେଇ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟରେ ଖୋଲିପାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧୀନରେ ଥିବା କଲେଜ। କ୍ଯାମ୍ପସକୁ ବିଶୋଧନ ଓ ସଫେଇ କରିବାକୁ ନିର୍ଦ୍ଦେଶ ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ସବୁ ସରକାରୀ ଓ ଘରୋଇ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖାଯାଇଛି।…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ‘ବିଦ୍ୟାଳୟ ଅଫ୍ ଦି ଇୟର ୨୦୨୦’ ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ବିଜନେସ୍ ଓ୍ବାଲ୍ଡ ଦ୍ୱାରା ପ୍ରଦତ୍ତ କେ ୧୨ ବିଦ୍ୟାଳୟ ବର୍ଗ ଅଧୀନରେ 'ସ୍କୁଲ୍ ଅଫ୍ ଦି ଇୟର' ପୁରସ୍କାର ୨୦୨୦ ହାସଲ କରିଛି। ପୂର୍ବରୁ ଏହା 14th annual EducationWorld India School Rankings (EWISR) 2020-21 surveyରେ ଭାରତର ନଂ ୧…

ଦଶମ ଓ ଦ୍ୱାଦଶ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ କାଳରେ ପରୀକ୍ଷା ନେଇ ଜାତୀୟ ଗାଇଡଲାଇନ୍ ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଚିଠିରେ ନବୀନ ଉଲ୍ଲେଖ କରିଛନ୍ତି, ପ୍ରବେଶିକା ପରୀକ୍ଷା ଓ ଉଚ୍ଚ…

ଚଳିତ ଶିକ୍ଷାବର୍ଷରେ ହେବ ମାଟ୍ରିକ୍ ଓ +୨ ପରୀକ୍ଷା

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁ ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ପାଠପଢ଼ା ପ୍ରଭାବିତ ହୋଇଛି । କିନ୍ତୁ ଚଳିତ ଶିକ୍ଷାବର୍ଷରେ ହେବ ମାଟ୍ରିକ ବୋର୍ଡ ଓ ଯୁକ୍ତ ଦୁଇ ପରୀକ୍ଷା ।ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପରୀକ୍ଷା…

ପିଜି ପ୍ରବେଶିକା ପରୀକ୍ଷା; ବଦଳିଲା ମେରିଟ୍ ଲିଷ୍ଟ ପ୍ରକାଶନ ତାରିଖ

ଭୁବନେଶ୍ୱର: ଏକକ ପିଜି ପ୍ରବେଶିକା ପରୀକ୍ଷା ମେରିଟ୍ ଲିଷ୍ଟ ପ୍ରକାଶନ ତାରିଖକୁ ପୁଣି ଘୁଞ୍ଚାଇଛନ୍ତି ରାଜ୍ୟ ସରକାର। ଏହି ମେରିଟ୍ ଲିଷ୍ଟ ନଭେମ୍ବର ୧୬ ତାରିଖ ପରିବର୍ତ୍ତେ ଏବେ ନଭେମ୍ବର ୨୧ ତାରିଖରେ ପ୍ରକାଶ ପାଇବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆହୁରି ମଧ୍ୟ…

ଆଜିଠୁ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ ଇନ୍‌ଷ୍ଟାଂଟ ପରୀକ୍ଷା । ଏକାଥରେ ରେଗୁଲାର, ଏକ୍ସ-ରେଗୁଲାର ଓ ଡିଷ୍ଟାନ୍ସ ଏଜୁକେସନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ । ନଭେମ୍ବର ୧୧ରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଥିଓରି ଓ ୧୨ ତାରିଖ‌ରେ ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପେପର୍‌…

ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର: ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ…

ନଭେମ୍ବର ୧୬ରେ ପ୍ରକାଶ ପାଇବ ଏକକ ପିଜି ନାମଲେଖା ମେରିଟ ଲିଷ୍ଟ

ଭୁବନେଶ୍ୱର: ଏକକ ପିଜି ନାମଲେଖା ତାରିଖରେ କେତେକ ପରିବର୍ତ୍ତନ ହୋଇଛି । ଏେଇ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନଭେମ୍ବର ୧୦ରେ ପ୍ରକାଶ ପାଇବାକୁ ଥିବା ଏକକ ପିଜି ନାମଲେଖା ମେରିଟ ଲିଷ୍ଟ ଆସନ୍ତା ୧୬ରେ ପ୍ରକାଶ ପାଇବ । ନଭେମ୍ବର ୧୦ ତାରିଖ ସକାଳ ୧୧ଟା ୪୫ ସୁଦ୍ଧା…

ଆଜିଠୁ +୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ

ଭୁବନେଶ୍ୱର: ଯୁକ୍ତ ଦୁଇରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ବାକି ଥିବା ସିଟ ପାଇଁ ଆଜିଠୁ ଆରମ୍ଭ ହେଉଛି ଆବେଦନ । ଆଜିଠୁ ଇଚ୍ଛୁକ ଛାତ୍ରଛାତ୍ରୀ ୧୯ ତାରିଖ ଭିତରେ ଆବେଦନ କରିପାରିବେ । ୨୩ ତାରିଖ ପ୍ରକାଶ ପାଇବ ମେରିଟ୍ ଲିଷ୍ଟ । ମେଧା ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ନଭେମ୍ବର…

ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା

ଭୁବନେଶ୍ୱର: ବହୁ ବିବାଦ ପରେ ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟର ଟପ୍ପର ତାଲିକା । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ୟୁଜି ଓ ପିଜି ବର୍ଗର ଟପ୍ପର ତାଲିକା ପ୍ରକାଶ କରିଛନ୍ତି । ୟୁଜିରେ ସୁଶ୍ରୀ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ ହୋଇଛନ୍ତି । ୟୁଜି ଶ୍ରେଣୀ‌ରେ ଆନ୍ଥ୍ରୋପୋଲୋଜି…