Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

‘ବିନା ଭୟରେ ପରୀକ୍ଷା ଦିଅନ୍ତୁ ଛାତ୍ରଛାତ୍ରୀ’

ଭୁବନେଶ୍ୱର: ଆସନ୍ତାକାଲି ହେବ ନିଟ୍ ପରୀକ୍ଷା । ତେବେ ଏହାପୂର୍ବରୁ ସରକାରଙ୍କ ପକ୍ଷରୁ ପରୀକ୍ଷା ନେଇ ସବୁ ପ୍ରକାର ପ୍ରସ୍ତୁତି ସରିଛି । ଆସନ୍ତାକାଲି ରାଜ୍ୟର ୭ଟି ଜିଲ୍ଲାର ୭ଟି ସହରରେ ନିଟ୍ ପରୀକ୍ଷା ହେବ । ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସୂଚନା ଦିଆଯାଇଛି ।…

ନିଟ୍ ପରୀକ୍ଷା ପାଇଁ ସରକାରଙ୍କ ସ୍ୱତନ୍ତ୍ର ବ୍ୟବସ୍ଥା, ଗଡିବ ୪ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର:ଆସନ୍ତାକାଲି ହେବ ନିଟ୍ ପରୀକ୍ଷା । ଏଥିପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପରୀକ୍ଷାର୍ଥୀମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମାଗଣାରେ ପରିବହନ ସେବା ସହ ରହଣୀ ସୁବିଧା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ସଚିବ ଏ.କେ ଶତପଥୀ । ଛାତ୍ରଛାତ୍ରୀଙ୍କ ସୁୁବିଧାକୁ ଦୃଷ୍ଟିରେ…

ସୌରଭ ସୋମ୍ୟକାନ୍ତ ଜେଇଇ ମେନ୍ ଓଡ଼ିଶା ଟପ୍ପର

ଭୁବନେଶ୍ୱର: ଶୁକ୍ରବାର ରାତିରେ ପ୍ରକାଶ ପାଇଛି ଜେଇଇ ମେନ୍ ରେଜଲ୍ଟ । ଏଥିରେ ଓଡ଼ିଶାର ଟପ୍ପର ହୋଇଛନ୍ତି ସୌରଭ ସୌମ୍ୟକାନ୍ତ ଦାସ । ସେ ୯୯.୯୯ ପ୍ରତିଶତ ମାର୍କ ରଖି ୩୪ ତମ ସ୍ଥାନ ହାସଲ କରିଛନ୍ତି । ସେହିପରି ଦ୍ଵିତୀୟ ସ୍ଥାନରେ ଅଛନ୍ତି ସ୍ଥିତିପ୍ରଜ୍ଞା ସାହୁ । ୯୯.୯୮% ମାର୍କ ରଖି ସେ ଅଲ୍…

ମାର୍କସିଟ୍ ହୋଇଯାଇଛି ‘ପ୍ରେସର ସିଟ୍’, ନୂତନ ଶିକ୍ଷାନୀତିରେ ଏହାକୁ ହଟାଇବାକୁ ଲକ୍ଷ୍ୟ ରଖିଛି: ପିଏମ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ ୨୦୨୨ ସୁଦ୍ଧା ଦେଶ ସ୍ୱାଧୀନତାର ୭୫ତମ ବର୍ଷ ପାଳନ କରୁଥିବାବେଳେ ସ୍କୁଲ ଛାତ୍ରଛାତ୍ରୀଙ୍କ ଏକ ନୂତନ ପାଠ୍ୟକ୍ରମ ରହିବା ଉଚିତ । ଏଥିପାଇଁ ନୂତନ ଜାତୀୟ ଶିକ୍ଷା ନୀତି ପ୍ରଣୟନ କରାଯାଇଛି । ମାର୍କସିଟ୍ ଛାତ୍ରମାନଙ୍କ ପାଇଁ…

+୨ ଖାତା ରିଚେକିଂ ଆବେଦନ ଆରମ୍ଭ

ଭୁବନେଶ୍ୱର: +୨ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ଛାତ୍ରଛାତ୍ରୀମାନେ ସେପ୍ଟେମ୍ବର ୧୧ ରୁ ୨୫ ସେପ୍ଟେମ୍ବର ମଧ୍ୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ର ୱେବସାଇଟ୍ ଜରିଆରେ ଅନଲାଇନରେ ଉତ୍ତର ବୁକଲେଟର ରିଚେକିଂ ପାଇଁ ଆବେଦନ କରିପାରିବେ। ପୁନଃ ମୂଲ୍ୟାୟନ ଫିସ୍ ବାବଦକୁ…

ଗେଟ ପରୀକ୍ଷା ୨୦୨୧: ଖୋଲିଲା ଆଡମିଶନ ପୋର୍ଟାଲ, ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବ ଅନଲାଇନ ଆବେଦନ

ନୂଆଦିଲ୍ଲୀ: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ବମ୍ବେ (ଆଇଆଇଟି ବମ୍ବେ) ଗେଟ ୨୦୨୧ ପାଇଁ ଅନଲାଇନ ରେଜିଷ୍ଟ୍ରେସନ୍ ପାଇଁ ଆବେଦନ ଆରମ୍ଭ କରିଛି । ଆଗ୍ରହୀ ପ୍ରାର୍ଥୀ ସେପ୍ଟେମ୍ବର ୧୦ ରୁ ଅକ୍ଟୋବର ୭, ୨୦୨୦ ମଧ୍ୟରେ appsgate.iitb.ac.in ମାଧ୍ୟମରେ ଆବେଦନ କରି ପାରିବେ । ଗେଟ…

ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ସେପ୍ଟେମ୍ବର ୧୪ରୁ ରାଜ୍ୟର ପ୍ରାୟ ୧୫୩ଟି କେନ୍ଦ୍ରରେ ଅନୁଷ୍ଠିତ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଚଳିତ ଥର କରୋନା କଟକଣା ମଧ୍ୟରେ ପାଖାପାଖି ୨୨୬୪୯ ଜଣ ଛାତ୍ରଛାତ୍ରୀ ଯୋଗଦେବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଶୁକ୍ରବାର ଦିନ…

“ନିଟ୍‌-୨୦୨୦” ପରୀକ୍ଷା ପାଇଁ କେନ୍ଦ୍ରର ଗାଇଡଲାଇନ୍ ଜାରି

ନୂଆଦିଲ୍ଲୀ: ଆସନ୍ତା ୧୩ ତାରିଖରେ ଆୟୋଜିତ ହେବ ନିଟ-୨୦୨୦ ପରୀକ୍ଷା । ତେବେ କରୋନା କାଳରେ ଏହି ପରୀକ୍ଷା ପରିଚାଳନା ନିମେନ୍ତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି ହୋଇଛି । ‘ଅଲ୍ ଇଣ୍ଡିଆ ମେଡିକାଲ୍ ଏଣ୍ଟ୍ରାନ୍ସ୍‌ ଏକ୍ଜମିନେସନ୍-୨୦୨୦’ ଦେବାକୁ ଆଗ୍ରହୀ…

NEET ପରୀକ୍ଷା ପାଇଁ ବିଏମ୍‌ସିର ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ହେବ ନିଟ୍ ପରୀକ୍ଷା । ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବେ ଡାକ୍ତରୀ ଟିମ୍ । ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ କରାଯିବ ବ୍ୟବସ୍ଥା ।…

ନଭେମ୍ବର ୩ରୁ ଓଜେଏସ(OJS) ମେନ ପରୀକ୍ଷା

କଟକ: ଓଡିଶା ଜୁଡିସିଆଲ୍ ସର୍ଭିସେସ୍ (OJS) ର ମୁଖ୍ୟ ଲିଖିତ ପରୀକ୍ଷା ନଭେମ୍ବର 3 ରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି ।ସୋମବାର ଓଡିଶା ଜନସେବା ଆୟୋଗ (ଓପିଏସି) ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ନଭେମ୍ବର 6 ରେ ଲିଖିତ ପରୀକ୍ଷା ଶେଷ ହେବ। ପରବର୍ତ୍ତୀ ସମୟରେ ସବିଶେଷ କାର୍ଯ୍ୟସୂଚୀ…