Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ନଭେମ୍ବର ୩ରୁ ଓଜେଏସ(OJS) ମେନ ପରୀକ୍ଷା

କଟକ: ଓଡିଶା ଜୁଡିସିଆଲ୍ ସର୍ଭିସେସ୍ (OJS) ର ମୁଖ୍ୟ ଲିଖିତ ପରୀକ୍ଷା ନଭେମ୍ବର 3 ରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି ।ସୋମବାର ଓଡିଶା ଜନସେବା ଆୟୋଗ (ଓପିଏସି) ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ନଭେମ୍ବର 6 ରେ ଲିଖିତ ପରୀକ୍ଷା ଶେଷ ହେବ। ପରବର୍ତ୍ତୀ ସମୟରେ ସବିଶେଷ କାର୍ଯ୍ୟସୂଚୀ…

+୨ କଳାରେ ଟପ୍ପର ସମ୍ଭାବନା ସାହୁ

ଯାଜପୁର: ଶନିବାର ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ପରୀକ୍ଷା ଫଳ। ଏହି ପରୀକ୍ଷାରେ ପାଣିକୋଇଲି ସ୍ଥିତ ମା ତାରିଣୀ ମହାବିଦ୍ୟାଳୟର ଛାତ୍ରୀ ସମ୍ଭାବନା ସାହୁ ୯୧ ପ୍ରତିଶତ ନମ୍ବର ରଖି ସାରା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି। ସମ୍ଭାବନା ଏହି ପରୀକ୍ଷାରେ ସର୍ବାଧିକ ୫୪୬ ନମ୍ବର  ରଖିଛନ୍ତି।…

ଡିସେମ୍ବର ୧୫ରୁ ଆରମ୍ଭ ହେବ ରେଲୱେ ପରୀକ୍ଷା

ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ଦୁର୍ବଳ ହୋଇପଡ଼ିଛି। ଦେଶରେ ବେରୋଜଗାର ଯୁବକ-ଯୁବତୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ତେବେ ଚାକିରୀ ଆବେଦନକାରୀଙ୍କ ପାଇଁ ଆସିଛି ଖୁସି ଖବର । ଆସନ୍ତା ଡିସେମ୍ବରରୁ ଆରମ୍ଭ ହେବ ରେଲୱେ ପରୀକ୍ଷା । ଏନେଇ ଆଜି…

ପ୍ରକାଶ ପାଇଲା +୨ କଳା ରେଜଲ୍ଟ, ପାସ୍ ହାର ୬୭.୫୬%

ଭୁବନେଶ୍ୱର: ପ୍ରକାଶ ପାଇଛି +୨ କଳା ପରୀକ୍ଷା ରେଜଲ୍ଟ । ଯୁକ୍ତ ୨ କଳାରେ ପାସ୍ ହାର ୬୭.୫୬ ପ୍ରତିଶତ ରହିଛି । ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସିଏଚଏସଇ କାର୍ଯ୍ୟାଳୟରେ ଅପରାହ୍ନ ୪ଟାରେ ମନ୍ତ୍ରୀ…

ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର: ସେପ୍ଟେମ୍ବର ୫ ତାରିଖ ଦିନ ତଥା ଆଜି ଅପରାହ୍ନରେ ଯୁକ୍ତ ୨ କଳା ବିଷୟର ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ମନ୍ତ୍ରୀ ଉଭୟ କଳା ଓ…

ଜାଣନ୍ତୁ, କେବେଠୁ ଆରମ୍ଭ ହେବ ଯୁକ୍ତ ୩ ଇ-ଆଡମିଶନ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୮ ତାରିଖରୁ ଯୁକ୍ତ ୩ ଅନଲାଇନ୍ ଆଡମିଶନ ଆରମ୍ଭ ହେବାକୁ ଯାଉଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସାମସ ଅଧିନରେ ପରିଚାଳିତ ୨୦୨୦-୨୧ ଶିକ୍ଷା ବର୍ଷରେ ରାଜ୍ୟର ସମସ୍ତ ଡିଗ୍ରୀ ଓ ସ୍ୱଂୟଶାସିତ କଲେଜ ଗୁଡିକରେ ଯୁକ୍ତ ୩…

ଏନଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୬ ତାରିଖରେ ହେବାକୁ ଥିବା ଏନଡିଏ ଓ ନାଭାଲ ଏକାଡେମୀ (ଏନଏ) ପରୀକ୍ଷା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି । ଯେଉଁଥିପାଇଁ ଆସନ୍ତାକାଲି ତଥା ସେପ୍ଟେମ୍ବର ୫ ତାରିଖ ସନ୍ଧ୍ୟା ୫ ଘଟିକାରେ ବିଭିନ୍ନ…

କଲେଜ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ପାଇଁ SOP ଜାରି

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ବିଶ୍ୱବିଦ୍ୟାଳୟ ଓ କଲେଜରେ ହେବ ପରୀକ୍ଷା । ଏଥିପାଇଁ ଏସ୍‌ଓପି ଜାରି କରିଛି କେନ୍ଦ୍ର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏସ୍‌ଓପି ଜାରି ହୋଇଛି । କରୋନା ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ ନାହିଁ । ଏମାନଙ୍କ…

ୟୁଜି/ପିଜି ପରୀକ୍ଷା ଘୁଞ୍ଚାଇବାକୁ ୟୁଜିସିକୁ ଚିଠି

ଭୁବନେଶ୍ୱର: ୟୁଜି ପିଜି ପରୀକ୍ଷା ପାଇଁ ସମୟ ମାଗିଲେ ସରକାର । ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷାର ଡେଡଲାଇନ ବୃଦ୍ଧି କରିବାକୁ ୟୁଜିସିକୁ ଅନୁରୋଧ କଲେ ରାଜ୍ୟ ସରକାର । ପରୀକ୍ଷା ଶେଷ କରିବାକୁ ସେପ୍ଟେମ୍ବର ୩୦ ପରିବର୍ତ୍ତେ ୧୦ ଅକ୍ଟୋବର ପର୍ଯ୍ୟନ୍ତ ସମୟ ଦେବାକୁ ଚିଠି…

ଆସନ୍ତା ୧୫ରୁ ୩୦ ମଧ୍ୟରେ ହେବ ରେଭେନ୍ସା ୟୁଜି/ପିଜି ପରୀକ୍ଷା

ଭୁବନେଶ୍ୱର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନଲାଇନରେ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ଶେଷ ସେମିଷ୍ଟର ପରୀକ୍ଷା ହେବ । ଉଭୟ ରେଗୁଲାର ଓ ବ୍ୟାକ ପିଲାଙ୍କ ପାଇଁ ଏସବୁ ପରୀକ୍ଷା କରାଯିବ । ଆସନ୍ତା ୧୫ରୁ ୩୦ ତାରିଖ ମଧ୍ୟରେ ହେବ ଏସବୁ ପରୀକ୍ଷା।  ପରୀକ୍ଷାସୂଚୀ ଖୁବଶୀଘ୍ର ଜାରି କରାଯିବ…