Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

କେତେ ପ୍ରତିଶତ କମିବ ସିଲାବସ, ସପ୍ତାହ ଭିତରେ ଦୂର ହେବ ଦ୍ୱନ୍ଦ୍ୱ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ପାଠପଢା ପ୍ରଭାବିତ ହୋଇଥିବା ବେଳେ ସମସ୍ତଙ୍କ ନଜର ରହିଛି ସରକାରଙ୍କ ସିଲାବସ୍ ହ୍ରାସ ନିଷ୍ପତ୍ତି ଉପରେ । ଏହାରି ଭିତରେ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ଯେ, ସିଲାବସ୍ ହ୍ରାସ ସମ୍ପର୍କରେ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ…

ଏଣିକି ବ୍ୟାଙ୍କ ଓ କେନ୍ଦ୍ରୀୟ ଚାକିରି ପାଇଁ ଗୋଟିଏ ପରୀକ୍ଷା

ନୂଆଦିଲ୍ଳୀ: କେନ୍ଦ୍ର ସରକାର ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକରେ ପ୍ରକାଶ ପାଉଥିବା ନନ୍ ଗେଜେଟେଡ ପଦବୀ ପାଇଁ ଏଣିକି ଗୋଟିଏ ପ୍ରାବେଶିକା ପରୀକ୍ଷା ହେବ । ଏନେଇ ଆଜି କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି । କେନ୍ଦ୍ର ସରକାର ଜାତୀୟ ନିଯୁକ୍ତ ସଂସ୍ଥା…

ପ୍ରକାଶ ପାଇଲା ଯୁକ୍ତଦୁଇ ବାଣିଜ୍ୟ ଫଳ: ପାସ୍‌ ହାର ୭୪.୯୫ %

ଭୁବନେଶ୍ୱର: ପ୍ରକାଶ ପାଇଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ଵାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ଫଳ । ଚଳିତ ବର୍ଷ ପାସ୍‌ ହାର ରହିଛି ୭୪.୯୫ %। ପୂର୍ବ ବର୍ଷ ଅପେକ୍ଷା ପାସ୍‌ ହାର ୪.୬୯ ପ୍ରତିଶତ ବୃଦ୍ଧି ପାଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଆଜି ବାହାରିବ +୨ ବାଣିଜ୍ୟ ଫଳ

ଭୁବନେଶ୍ୱର: ଆଜି ବାହାରିବ ଯୁକ୍ତ ୨ ବାଣିଜ୍ୟ ଫଳ । ଆଜି ଦିନ ୧୧ ଟା ୩୦ ରେ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସଇ)ର ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବା ନେଇ…

ଅଟଳ ରାଙ୍କିଙ୍ଗ ୨୦୨୦: ଦେଶରେ ପ୍ରଥମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ଵର: ସୃଜନ କ୍ଷେତ୍ରରେ କିଟକୁ ମିଳିଛି ଭାରତ ସରକାରଙ୍କ ସ୍ଵୀକୃତି। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ଅଟଳ ରାଙ୍କିଙ୍ଗ ଅଫ୍ ଇନଷ୍ଟିଚ୍ୟୁଟସ ଅନ୍ ଇନୋଭେସନ୍ ଆଚିଭମେଣ୍ଟ (ଏଆରଆଇଆଇଏ)ରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନରେ…

ଆସନ୍ତାକାଲି ଯୁକ୍ତ ୨ ବାଣିଜ୍ୟ ଫଳ

ଭୁବନେଶ୍ୱର: ଅଗଷ୍ଟ ମାସ ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ଫଳାଫଳ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ବୁଧବାର ପୂର୍ବାହ୍ନ ୧୧ଟା ୩୦ରେ ଏହି ଫଳାଫଳ ପ୍ରକାଶ ପାଇବା ବେଇ ସୂଚନା । ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ ଏହି ଫଳାଫଳ ପ୍ରକାଶ…

ଅଗଷ୍ଟ ୧୯ରେ ପ୍ରକାଶ ପାଇବ +୨ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତା ଜୁନ୍ ୧୯ ତାରିଖରେ ଯୁକ୍ତ ୨ ବାଣିଜ୍ୟ ବିଷୟର ରେଜଲ୍ଟ ପ୍ରକାଶ ପାଇବ ବୋଲି ସୋମବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ଯେ…

ଭାରତୀୟ ସ୍କୁଲ, ହେଲେ ଛାତ୍ରଛାତ୍ରୀ କହୁଛନ୍ତି ଜାପାନିଜ ଭାଷା !

ମହାରାଷ୍ଟ୍ର: ଔରଙ୍ଗାବାଦର ଏକ ସ୍କୁଲ ପାଲଟିଛି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ । ଜିଲ୍ଲା ପରିଷଦ ଦ୍ୱାରା ପରିଚାଳିତ ଏକ ସ୍କୁଲରେ ଛାତ୍ରଛାତ୍ରୀ କହୁଛନ୍ତି ଜାପାନିଜ ଭାଷା । ହେଲେ କାହିଁକି ଓ କେମିତି ଆସନ୍ତୁ ଜାଣିବା । ରୋବୋଟିକ୍ସ ଓ ଜାପାନୀ କୌଶଳ ପ୍ରତି ଆକର୍ଷଣ ଏହି ପିଲାଙ୍କ ମନରେ…

ଆଜି ପ୍ରକାଶ ପାଇବ OSSTET ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର: ଆଜି ଓଏସ୍‌ଏସ୍‌ଟିଟି ତଥା ଓଡ଼ିଶା ସେକେଣ୍ଡାରୀ ଟିଚର ଏଲିଜିବିଲିଟି ଟେଷ୍ଟ ପରୀକ୍ଷାର ପ୍ରକାଶ ପାଇବ ରେଜଲ୍ଟ । ପରୀକ୍ଷାର୍ଥୀ www.osstet.co.in ଦେଖିପାରିବେ ନିଜ ରେଜଲ୍ଟ । ନିଜ ମେଲ୍ ଆଇଡି ଓ ପାସ୍‌ୱାର୍ଡ ଦେଇ ପରୀକ୍ଷାର୍ଥିମାନେ ମୋବାଇଲ୍‌ରେ ନିଜ ପରୀକ୍ଷା ଫଳ ଦେଖିହେବ ।…

ଓଡିଶା ବାହାରେ ହେବ ୩ ସେଣ୍ଟର: ଓଜେଇଇ

ଭୁବନେଶ୍ୱର: କରୋନା ପରିସ୍ଥିତିକୁ ନଜରରେ ରଖି ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପକ୍ଷରୁ ଓଡିଶା ଭିତରେ ଓ ବାହାରେ ଅଧିକ କେନ୍ଦ୍ର ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପ୍ରାପ୍ତ ସୂଚନାନୁଯାୟୀ, ଓଡିଶା ଭିତରେ ୬ଟି ଏବଂ ବାହାରେ ୩ଟି ଅନଲାଇନ୍ ପରୀକ୍ଷା ସେଣ୍ଟର ଖୋଲାଯିବ ।…