Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଖୁବଶୀଘ୍ର ପ୍ରକାଶ ପାଇବ +୨ ନାମଲେଖା ବିଜ୍ଞପ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ମାଟ୍ରିକ ରେଜଲ୍ଟ ବାହାରି ସାରିଥିବା ବେଳେ ଆଉ କିଛି ଦିନ ମଧ୍ୟରେ ଯୁକ୍ତ ୨ କଲେଜ ଗୁଡିକରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର…

ଅଗଷ୍ଟ ୩୧ ଯାଏଁ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା । ଚାରିଆଡେ କରୋନାର କୋପ ଜାରି ରହିଛି । ଏଥିଲାଗି କୋଭିଡ ମୁକାବିଲା ଲାଗି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡିକ ଆସନ୍ତା ଅଗଷ୍ଟ ୩୧ ବନ୍ଦ ରହିବ । ଏନେଇ ରାଜ୍ୟ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦେଇଛି…

ଅଗଷ୍ଟ ୪ରୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଳାସ । ଏହା ୫ ଦିନ ଧରି ଚାଲିବ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ର ଶିକ୍ଷକମାନେ ତାଲିମ ନେବେ । ପରୀକ୍ଷାରେ ସଫଳତା ହାର ବଢାଇବା ଲାଗି ଗଣଶିକ୍ଷା…

ଟାଇମ୍‌ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ ସର୍ଭେରେ ଦେଶରେ ୨୩ତମ ସ୍ଥାନ ହାସଲ କଲା ଆଇଟିଇଆର୍

ଭୁବନେଶ୍ୱର: ଟାଇମ୍ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ ସର୍ଭେ ୨୦୨୦ ଅନୁଯାୟୀ ଦେଶରେ ୨୩ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡଟେକ୍ନୋଲୋଜି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)। ଆଇଆଇଟି-ଭୁବନେଶ୍ୱର…

ଶିକ୍ଷା ବ୍ୟବସ୍ଥାରୁ ହଟିବ ଏମ୍‌.ଫିଲ୍‌, ୩ରୁ ୪ ବର୍ଷିଆ ହେବ ଅଣ୍ଡର ଗ୍ରାଜୁଏଟ୍‌

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ଆଜି ନୂଆ ଶିକ୍ଷା ନୀତି ୨୦୨୦କୁ ମଂଜୁରୀ ଦେଇଛନ୍ତି । ଗତ ୩୪ ବର୍ଷରେ ପ୍ରଥମ ଥର ପାଇଁ ଦେଶର ଶିକ୍ଷା ନୀତିରେ ପରିବର୍ତ୍ତନ ଅଣାଯାଇଛି । ଆଧୁନିକ ସମୟ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଶିକ୍ଷାନୀତି ପ୍ରସ୍ତୁତ କରାଯାଇଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ…

ବଦଳିବ ଦେଶର ଶିକ୍ଷା ଢ଼ାଞ୍ଚା, ୨ ପ୍ରକାରର ହେବ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ୩୪ ବର୍ଷ ପରେ ବଦଳିଲା ଦେଶର ଶିକ୍ଷା ନୀତି । ନୂଆ ଶିକ୍ଷାନୀତିକୁ କ୍ୟାବିନେଟ ମଂଜୁରୀ ମିଳିଛି । ୧୦ଟି ଉଚ୍ଚଶିକ୍ଷା ବିଭାଗ ଓ ବିଦ୍ୟାଳୟ ର ୧୭ଟି ଶିକ୍ଷାନୀତି ପରିବର୍ତନ କରାଯାଇଛି । ଶିକ୍ଷାକ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ବହୁଳ ବ୍ୟବହାର କରାଯିବ । ଏନେଇ କେନ୍ଦ୍ର ସରକାରଙ୍କ…

ମାଟ୍ରିକ ପରୀକ୍ଷାରେ କିସ ଛାତ୍ରଛାତ୍ରୀଙ୍କ ବାଜିମାତ: ପାସ ହାର ୯୮ ପ୍ରତିଶତ

ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ)ର ଛାତ୍ରଛାତ୍ରୀ ପୁଣି ଥରେ ବାଜିମାତ କରିଥିବା ବେଳେ ୩୫୦ ଛାତ୍ରଛାତ୍ରୀ ୬୦%ରୁ ଅଧିକ ନମ୍ବର ରାଖୀ ଉତୀର୍ଣ୍ଣ ହୋଇଛନ୍ତି। କିସର ପାସ ହାର ୯୮ ପ୍ରତିଶତ ହୋଇଥିବା ବେଳେ ସମଗ୍ର ରାଜ୍ୟରେ ପାସ ହାର…

ବାପା ଜୋତା ବ୍ୟବସାୟୀ, ଝିଅ ଯୁକ୍ତ୨ ଟପର୍‌

ଭୋପାଲ: ରାସ୍ତାକଡର ଜୋତା ବିକାଳୀଙ୍କ ଝିଅ ଏବେ ଟପ୍‌ର । ସେ ରାଜ୍ୟ ପାଇଁ ଆଣିଛନ୍ତି ଗୌରବ । ଯୁକ୍ତ ୨ ବିଜ୍ଞାନରେ ତୃତୀୟ ସ୍ଥାନ ଅଧିକାର କରି ନିଜ ବାପା ମାଆଙ୍କୁ ଗୌରବାନିତ୍ୱ କରିଛନ୍ତ ଭୋପାଲର ମଧୁ ଆର୍ଯ୍ୟ । ସେ ଯୁକ୍ତ ୨ ମଧ୍ୟପ୍ରଦେଶ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ ବୋର୍ଡ…

ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ମାସରେ ବାହାରିବ ଯୁକ୍ତ ୨ ରେଜଲ୍ଟ । ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଘୋଷଣା କରିଛନ୍ତି । ଆସନ୍ତା ମାସ ବା ଅଗଷ୍ଟ ମାସ ୩ୟ ସପ୍ତାହରେ +୨ ରେଜଲ୍ଟ ବାହାରିବା ନେଇ ଘୋଷଣା କରାଯାଇଛି । ଅଗଷ୍ଟ ତୃତୀୟ ସପ୍ତାହରେ ପ୍ରଥମେ ଯୁକ୍ତ୨ ବାଣିଜ୍ୟ ଓ ବିଜ୍ଞାନ…

ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ; ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ପକ୍ଷରୁ ସୂଚନା ମିଳିଛି । ଛାତ୍ରଛାତ୍ରୀ ମାନେ ପରୀକ୍ଷା ଫଳ ବୋର୍ଡ ୱେବସାଇଟ ଏବଂ ଏସଏମଏସ୍ ଜରିଆରେ ଚେକ୍ କରିପାରିବେ । ସକାଳ ୧୧ଟା ୩୦ମି. ବେଳକୁ ରେଜଲ୍ଟ ପ୍ରକାଶ…