Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଆଜିଠୁ ମ୍ୟାଟ୍ରିକ ଖାତା ପୁନଃ ଯାଞ୍ଚ ଆବେଦନ; କିପରି କରିବେ ଜାଣନ୍ତୁ

ଭୁବନେଶ୍ୱର: ଆଜିଠାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ଓ ଉଭୟ ଖାତାର ଜେରକ୍ସ କପି ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହୋଇଛି । ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ଆବେଦନର ସମସ୍ତ ନିୟମାବଳୀ ଉପଲବ୍ଧ ରହିଛି। ଏହି ରିଚେକିଂ…

ଆସନ୍ତାକାଲିଠୁ ମ୍ୟାଟ୍ରିକ ଖାତା ପୁନଃ ଯାଞ୍ଚ ଆବେଦନ

ଭୁବନେଶ୍ୱର: ଆସନ୍ତାକାଲି (ଅଗଷ୍ଟ ୬) ତାରିଖରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ଓ ଉଭୟ ଖାତାର ଜେରକ୍ସ କପି ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହେବ। ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ଆବେଦନର ସମସ୍ତ ନିୟମାବଳୀ ଉପଲବ୍ଧ…

ଆଇଆଇଏମ୍‍ସି ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି), ଢେଙ୍କାନାଳ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ ହୋଇଛି । ଏହି ଅବସରରେ ‘ଓଡ଼ିଆ ଗଣମାଧ୍ୟମ: ସ୍ଥିତି, ଧାରା ଓ ଭବିଷ୍ୟତ’ ଉପରେ ଏକ ଇ-ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର…

ୟୁପିଏସ୍‌ସିରେ ସଫଳ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଜି ୨୦୧୯ର ୟୁପିଏସସି ରେଜଲ୍ଟ ପ୍ରକାଶ ପାଇଛି । ଟପ ୧୦ ଲିଷ୍ଟରେ ଥିବା ଓଡ଼ିଶାର ୨ଜଣ ଓ ସଫଳ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା ମଧ୍ୟ କରିଛନ୍ତି ନବୀନ । ଏହାସହ ଲୋକଙ୍କ ପାଇଁ…

ପ୍ରକାଶ ପାଇଲା ୟୁପିଏସସି ରେଜଲ୍ଟ; ଟପ୍ ୧୦ରେ ସ୍ଥାନ ପାଇଲେ ଓଡିଶାର ଦୁଇ ଜଣ

ଭୁବନେଶ୍ୱର: ୟୁପିଏସସି ସିଭିଲ୍ ସର୍ଭିସ ପରୀକ୍ଷା ୨୦୧୯ର ଫଳାଫଳ ମଙ୍ଗଳବାର ଦିନ ପ୍ରକାଶ ପାଇଛି । ଏହାର ଟପ୍ ୧୦ ତାଲିକାରେ ଓଡିଶାରୁ ଦୁଇ ଜଣ ସ୍ଥାନ ପାଇଛନ୍ତି । ସୂଚନାନୁଯାୟୀ, ଅଭିଷେକ ସରାଫ ଓ ସଞ୍ଜିତା ମହାପାତ୍ର ଯଥାକ୍ରମେ ୮ ଓ ୧୦ ର‌୍ୟାଙ୍କରେ ରହିଛନ୍ତି । ଚଳିତ ବର୍ଷ ମୋଟ୍ ୮୨୯…

ଅଗଷ୍ଟ ୩ରୁ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ଆଡ଼ମିସନ ଟେଷ୍ଟ (ସାଟ-୨୦୨୦) ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ଟୁ ବି ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏହି ଅନଲାଇନ ପରୀକ୍ଷା ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ…

ଖୁବଶୀଘ୍ର ପ୍ରକାଶ ପାଇବ +୨ ନାମଲେଖା ବିଜ୍ଞପ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ମାଟ୍ରିକ ରେଜଲ୍ଟ ବାହାରି ସାରିଥିବା ବେଳେ ଆଉ କିଛି ଦିନ ମଧ୍ୟରେ ଯୁକ୍ତ ୨ କଲେଜ ଗୁଡିକରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର…

ଅଗଷ୍ଟ ୩୧ ଯାଏଁ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା । ଚାରିଆଡେ କରୋନାର କୋପ ଜାରି ରହିଛି । ଏଥିଲାଗି କୋଭିଡ ମୁକାବିଲା ଲାଗି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡିକ ଆସନ୍ତା ଅଗଷ୍ଟ ୩୧ ବନ୍ଦ ରହିବ । ଏନେଇ ରାଜ୍ୟ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦେଇଛି…

ଅଗଷ୍ଟ ୪ରୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଳାସ । ଏହା ୫ ଦିନ ଧରି ଚାଲିବ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ର ଶିକ୍ଷକମାନେ ତାଲିମ ନେବେ । ପରୀକ୍ଷାରେ ସଫଳତା ହାର ବଢାଇବା ଲାଗି ଗଣଶିକ୍ଷା…

ଟାଇମ୍‌ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ ସର୍ଭେରେ ଦେଶରେ ୨୩ତମ ସ୍ଥାନ ହାସଲ କଲା ଆଇଟିଇଆର୍

ଭୁବନେଶ୍ୱର: ଟାଇମ୍ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ ସର୍ଭେ ୨୦୨୦ ଅନୁଯାୟୀ ଦେଶରେ ୨୩ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡଟେକ୍ନୋଲୋଜି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)। ଆଇଆଇଟି-ଭୁବନେଶ୍ୱର…