Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ବଦଳିବ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଢାଞ୍ଚା, ସ୍କୁଲ ପରିଚାଳନା କମିଟିକୁ ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ସହ ଜଡ଼ିତ ସ୍କୁଲ ପରିଚାଳନା କମିଟିକୁ ଅଧିକ କ୍ରିୟାଶୀଳ କରାଯିବ । କମିଟିର ପ୍ରତ୍ୟେକ ସଦସ୍ୟଙ୍କୁ ଦିଆଯିବ ପ୍ରଶିକ୍ଷଣ । ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି । ଚଳିତ ଶିକ୍ଷାବର୍ଷରୁ କାର୍ଯ୍ୟକାରୀ ହେବାର ଥିଲା । କରୋନା ଯୋଗୁ ଆସନ୍ତା…

ସିବିଏସ୍‌ଇ ପରୀକ୍ଷା ଫଳ ପ୍ରକାଶ ଖବର ମିଥ୍ୟା

ନୂଆଦିଲ୍ଲୀ: ଆଜି ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ତାରିଖ ଘୋଷଣା ହୋଇଥିବା ଖବର ସମ୍ପୂର୍ଣ୍ଣ ମିଥ୍ୟା ବୋଲି ସୂଚନା ମିଳିଛି । ପ୍ରକାଶ ପାଇଥିବା ତାରିଖ ତଥ୍ୟଟି ଠିକ ନୁହେଁ ବୋଲି ସୂଚନା ଦେଇଛି ଜାତୀୟ ଗଣମାଧ୍ୟମ ସଂସ୍ଥା ଏଏନ୍‌ଆଇ। ଉଲ୍ଲେଖଯୋଗ୍ୟ ଯେ ଆସନ୍ତା ୧୧ ଓ ୧୩ରେ…

ସିବିଏସ୍‌ଇ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର: ସିବିଏସ୍‌ଇ ପରୀକ୍ଷା ଫଳାଫଳ ତାରିଖ ଘୋଷଣା ହୋଇଛି ।  ଆସନ୍ତା ୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବ। ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫଳାଫଳ ଆଗାମୀ ଜୁଲାଇ ୧୩ ତାରିଖରେ ପ୍ରକାଶ ପାଇବ । ଏଥିସହ ଦ୍ୱାଦଶ ଶ୍ରେଣୀର ଫଳାଫଳ ଆସନ୍ତା ୧୧ ତାରିଖରେ ପ୍ରକାଶ ପାଇବା ନେଇ…

ଅଗଷ୍ଟରେ ସ୍ଥିତି ଦେଖି ପାଠ୍ୟକ୍ରମ କମ୍ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସିବିଏସଇ ୩୦ ପ୍ରତିଶତ ପାଠ୍ୟକ୍ରମ କମ୍ କରିଛି । ଆମ ରାଜ୍ୟରେ ମଧ୍ୟ ପାଠ୍ୟକ୍ରମ କେତେ ପ୍ରତିଶତ କମିବ ସେନେଇ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ । ସେ ସ୍ପଷ୍ଟ କରିଛନ୍ତି ଯେ, ଅଗଷ୍ଟ ୩୧ ଯାଏ ସ୍କୁଲ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।…

ଆଣ୍ଡ୍ରୋଏଡ୍ ଫୋନରେ ଦେଇପାରିବେ ଡିପ୍ଲୋମା ପରୀକ୍ଷା

ଭୁବନେଶ୍ୱର: ଅଗଷ୍ଟ ୧ରୁ ଆରମ୍ଭ ହେବ ଚଳିତ ବର୍ଷର ଡିପ୍ଲୋମା ପରୀକ୍ଷା । ୨୦ ତାରିଖ ସୁଦ୍ଧା ପରୀକ୍ଷା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ତେବେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହେଉଛି ଯେ, କମ୍ଫ୍ୟୁଟର ଓ ଲାପଟପ୍ ନଥିଲେ ଛାତ୍ରଛାତ୍ରୀ ଘରେ ରହି ନିଜ ଆଣ୍ଡ୍ରୋଏଡ ଫୋନରେ ମଧ୍ୟ ପରୀକ୍ଷା…

୩୦% କମିଲା ସିବିଏସ୍‌ଇ ସିଲାବସ୍

ନୂଆଦିଲ୍ଲୀ: କମିଲା ସିବିଏସ୍‌ଇ ସିଲାବସ୍ । ସିବିଏସ୍‌ଇ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପାଠ୍ୟକ୍ରମ ହ୍ରାସ କରାଯାଇଛି । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୩୦ ପ୍ରତିଶତ ପାଠ୍ୟକ୍ରମ କମାଇ ଦିଆଯିବ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । କରୋନା…

ସେପ୍ଟେମ୍ବର ସୁଦ୍ଧା ପରୀକ୍ଷା ସାର: ୟୁଜିସି

ନୂଆଦିଲ୍ଲୀ: ସେପ୍ଟେମ୍ବର ଶେଷ ସୁଦ୍ଧା ଯୁକ୍ତ ୩ ଶେଷ ବର୍ଷ ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସାର । ଏନେଇ ସମସ୍ତ କଲେଜ ଅଧ୍ୟକ୍ଷ ଓ ବିଶ୍ୱବିଦ୍ୟାଳୟର କୂଳପତିମାନଙ୍କୁ ପତ୍ର ଲେଖିଛି ୟୁଜିସି । ଏପ୍ରିଲ ଗାଇଡ଼ଲାଇନ ଅନୁସାରେ ପୂର୍ବ ନିଷ୍ପତ୍ତି ନିଆଯାଇଥିଲା। ଯାହା ପରିବର୍ଦ୍ଧିତ କମିଟି,…

ଓଡି଼ଆ ସାମ୍ବାଦିକତାରେ ନାମଲେଖା ପାଇଁ ‘ଆଇଆଇଏମସି’ରେ ପ୍ରକାଶିତ ହେଲା ବିଜ୍ଞାପନ

ଢେଙ୍କାନାଳ: ଢେଙ୍କାନାଳଠାରେ ଥିବା ଜାତୀୟ ସ୍ତରର ଗଣମାଧ୍ୟମ ଶିକ୍ଷା ପ୍ରତିଷ୍ଠାନ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି)ରେ ଓଡି଼ଆ ସାମ୍ବାଦିକତାରେ ନାମଲେଖା ପାଇଁ ବିଜ୍ଞାପନ ପ୍ରକାଶିତ ହୋଇଛି । ୨୦୨୦-୨୧ ଶିକ୍ଷାବର୍ଷ ନିମନ୍ତେ ଛାତ୍ରଛାତ୍ରୀମାନେ ଚଳିତ ଜୁଲାଇ ମାସ ୨୭ ତାରିଖ…

୧୩ରୁ କଲେଜ ଛାତ୍ରଛାତ୍ରୀଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୧୩ରୁ କଲେଜ ପିଲାଙ୍କ ପାଇଁ ଆରମ୍ଭ ହେବ ଅନ୍‌ଲାଇନ୍ କ୍ଲାସ । ୟୁଜି ଏବଂ ପିଜି ପିଲାଙ୍କ ପାଇଁ ଏହି ଅନ୍‌ଲାଇନ୍ କ୍ଲାସ ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗ ଗାଇଡଲାଇନ୍ ଜାରି କରିଛନ୍ତି । ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ସଚିବ ୧୩ରୁ ଅନ୍‌ଲାଇନ୍ କ୍ଲାନ୍…

ଅନଲାଇନରେ ପଢିବେ ଯୁକ୍ତଦୁଇ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ। ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସଆପ୍ ଗ୍ରୁପ କରିବେ।ବିଭିନ୍ନ ବିଷୟର ବିଭିନ୍ନ ଗ୍ରୁପ ତିଆରି ହେବ। ଏହା ମାଧ୍ୟମରେ ହେବ ଅନ୍ଲାଇନ୍ କ୍ଲାସ। ଏନେଇ ରାଜ୍ୟର ସମସ୍ତ ଯୁକ୍ତ ୨ କଲେଜ ଅଧ୍ୟକ୍ଷଙ୍କୁ…