Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟର +୩ ଶେଷ ସେମିଷ୍ଟାର୍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ଅଧିନରେ ରହିଥିବା ସମସ୍ତ ଡିଗ୍ରୀ କଲେଜର ଷଷ୍ଠ ତଥା ଶେଷ ସେମିଷ୍ଟାର୍ (ରେଗୁଲାର୍ ଓ ବ୍ୟାକ୍‌) ପରୀକ୍ଷା ଗୁଡ଼ିକ ଜୁଲାଇ ୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ସମସ୍ତ ପ୍ରାକ୍ଟିକାଲ୍ ପରୀକ୍ଷା ଗୁଡ଼ିକ ଜୁଲାଇ ୭ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ…

ସ୍ଥଗିତ ରହିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର +୩ ଶେଷ ସେମିଷ୍ଟାର୍‌ ପରୀକ୍ଷା

ଭୁବନେଶ୍ୱର: ଛାତ୍ରୀ ମାନଙ୍କର ବିକ୍ଷୋଭ ପ୍ରଦର୍ଶନ ଯୋଗୁଁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର +୩ ଶେଷ ସେମିଷ୍ଟାର୍‌ ପରୀକ୍ଷାକୁ କର୍ତ୍ତୃପକ୍ଷ ସୋମବାର ଦିନ ଆସନ୍ତା ୧୫ ଦିନ ଲାଗି ସ୍ଥଗିତ ରଖିଛନ୍ତି । ପୂର୍ବରୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜୁନ୍ ୨୫ ତାରିଖରେ ପରୀକ୍ଷା ଧାର୍ଯ୍ୟ ହେବା ନେଇ…

ପରୀକ୍ଷା ବାତିଲ ଦାବିରେ ରମାଦେବୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର: ପରୀକ୍ଷା ବାତିଲ ଦାବିରେ ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ବିକ୍ଷୋଭ । ରମାଦେବୀ ବିଶ୍ୱବିଦ୍ୟାଳୟ ଆଗରେ ଛାତ୍ରୀମାନେ ଧାରଣା ଦେଇଛନ୍ତି । ଉଚ୍ଚଶିକ୍ଷା ବିଭାଗର ପରୀକ୍ଷା ରାଜ୍ୟର ସମସ୍ତ କଲେଜରେ ଯେଉଁ ଦିନ ଅନୁଷ୍ଠିତ ହେବ ରମାଦେବୀ…

୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତି ବେଞ୍ଚରେ ବସିବେ ଦୁଇ ଜଣ ପିଲା

ଭୁବନେଶ୍ୱର: ରାଜ୍ୟରେ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଶିକ୍ଷା ପ୍ରତି ମଧ୍ୟ ଧ୍ୟାନ ଦେଉଛନ୍ତି। ବିଦ୍ୟାଳୟରେ ସୁରକ୍ଷା ଏବଂ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟରେ ଯେପରି ପିଲାମାନେ ପାଠପଢ଼ିବେ ସେଥିଲାଗି ମଧ୍ୟ ସରକାରଙ୍କ ପକ୍ଷରୁ…

ଅଗଷ୍ଟ ୧୫ ପରେ ଖୋଲିପାରେ ସ୍କୁଲ, କଲେଜ

ନୂଆଦିଲ୍ଲୀ: କରୋନା ସଙ୍କଟ କାରଣରୁ ଦେଶର ଶିକ୍ଷା ବ୍ୟବସ୍ଥା ମଧ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। କରୋନା ଭାଇରସ୍‌ ଲକ୍‌ଡାଉନ୍‌ କାରଣରୁ ମାର୍ଚ୍ଚ ମାସରୁ  ସ୍କୁଲ-କଲେଜ୍ ବନ୍ଦ ରହିଛି। ହେଲେ ଅଗଷ୍ଟ ମାସରେ ସ୍କୁଲ-କଲେଜ୍ ଖୋଲିବାର ସମ୍ଭାବନା ରହିଛି। ଦେଶର ମାନବ ସମ୍ବଳ ବିକାଶ ମନ୍ତ୍ରୀ…

ଅଗଷ୍ଟ ୯ ତାରିଖରେ ‘ଡବ୍ଲୁଡବ୍ଲୁଏଫ-ଇଣ୍ଡିଆ ୱିଜଡମ ଡିଜିଟାଲ କ୍ୱିଜ’ର ପ୍ରଥମ ରାଉଣ୍ଡ: ଆୟୋଜନ କରିବ…

ନୂଆଦିଲ୍ଲୀ: ଦ ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (ସିବିଏସଇ) ପକ୍ଷରୁ ଆୟୋଜିତ 'ଡବ୍ଲୁଡବ୍ଲୁଏଫ-ଇଣ୍ଡିଆ ୱିଜଡମ ଡିଜିଟାଲ କ୍ୱିଜ'ର ପ୍ରଥମ ରାଉଣ୍ଡ ଆସନ୍ତା ଅଗଷ୍ଟ ୯ ତାରିଖରେ ହେବାକୁ ଥିବା ସୂଚନା ମିଳିଛି । ଆୟୋଜିତ ହେବାକୁ ଥିବା କ୍ୱିଜର ଥିମ ରଖା ଯାଇଛି ରିି-ଇମାଜିନିଂ ଆୱର…

‘ଷ୍ଟଡି ଇନ ଇଣ୍ଡିଆ’ ବ୍ରାଣ୍ଡ ଉପରେ ପ୍ରମୁଖ ବିଶ୍ୱବିଦ୍ୟାଳୟ ମାନଙ୍କୁ ଗୁରୁତ୍ୱ ଦେବାକୁ କହିଲେ କେନ୍ଦ୍ର…

ନୂଆଦିଲ୍ଲୀ: ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଗୁଡ଼ିକୁ 'ଷ୍ଟଡି ଇନ ଇଣ୍ଡିଆ' ଉପରେ ଗୁରୁତ୍ୱ ଦେବା ସହ ଏହାକୁ ଏକ ଅନ୍ତଃରାଷ୍ଟ୍ରୀୟ ବ୍ରାଣ୍ଡ ରୂପେ ଗଢି ତୋଳିବା କଥା କହିଛନ୍ତି ମାନବ ସମ୍ଭଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ । ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ ଆଇଆଇଟି ତଥା ଅନ୍ୟ ଶୈକ୍ଷିକ…

କୋଭିଡ-୧୯ ସଙ୍କଟ: ସ୍କୁଲ ବନ୍ଦ ଯୋଗୁଁ ୨୪ କୋଟି ଭାରତୀୟ ଛାତ୍ରଛାତ୍ରୀ ପ୍ରଭାବିତ

ନୂଆଦିଲ୍ଲୀ: ଦେଶବ୍ୟାପୀ କୋଭିଡ-୧୯ ସଙ୍କଟ ଜନିତ ସ୍କୁଲ ବନ୍ଦ ରହିବା କାରଣରୁ ପ୍ରାୟ ୨୪ କୋଟି ଭାରତୀୟ ଛାତ୍ରଛାତ୍ରୀ ପ୍ରଭାବିତ ହୋଇଥିବା ଅଶୋକା ବିଶ୍ୱବିଦ୍ୟାଳୟର ସ୍କୁଲ ଏଜୁକେସନ ଏବଂ ଲିଟେରାସୀ ବିଭାଗର ସମ୍ପାଦିକା ଅନିତା କରୱାଲ, 'ଫ୍ୟୁଚର ଅଫ ସ୍କୁଲ ଅଭରକମିଂ କୋଭିଡ ଆଣ୍ଡ ବିୟଣ୍ଡ…

ବନ୍ଦ ହେବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ: ସମୀର ଦାଶ 

ଭୁବନେଶ୍ୱର: ବନ୍ଦ ହେବନି ୨୦ ଜଣରୁ କମ୍ ସଂଖ୍ୟକ ଛାତ୍ରଛାତ୍ରୀ ଥିବା ସ୍କୁଲ  । ପୂର୍ବବର୍ଷ ଯେଉଁ ସ୍କୁଲରେ ସବୁ ଆଡ଼ମିଶନ ହୋଇଥିଲା, ଚଳିତବର୍ଷ ମଧ୍ୟ ସେସବୁ ସ୍କୁଲରେ ନାମଲେଖା ହେବ  । ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ  । ଜୁନ ୮ ତାରିଖରୁ ଜୁଲାଇ…

ଘୋଷଣା ହେଲା ୟୁପିଏସସିର ପରିବର୍ଦ୍ଧିତ ପରୀକ୍ଷା ତାରିଖ

ନୂଆଦିଲ୍ଲୀ: ୟୁନିଅନ ପବ୍ଲିକ ସର୍ଭିସ କମିଶନ(ୟୁପିଏସସି) ପରୀକ୍ଷା, ୨୦୨୦ ର ପରିବର୍ଦ୍ଧିତ ତାରିଖ ଘୋଷଣା ହୋଇଯାଇଛି । ନୋଟିଫିକେସନ ଅନୁଯାୟୀ ସଭିଲ ସର୍ଭିସ (ପ୍ରିଲିମିନାରୀ) ଓ ଇଣ୍ଡିଆନ ଫରେଷ୍ଟ ସର୍ଭିସ (ପ୍ରିଲିମିନାରୀ) ପରୀକ୍ଷା ଆସନ୍ତା ଅକ୍ଟୋବର ୪ ତାରିଖରେ ହେବାକୁ ଥିବା ବେଳେ,…