Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଆସନ୍ତାକାଲିଠୁ ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ

କଟକ: ୨୦୨୫ ମାଟ୍ରିକ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୩ ଅର୍ଥାତ୍ ଆସନ୍ତାକାଲି ଠାରୁ ଉଭୟ ରେଗୁଲାର ଓ ଏକ୍ସରେଗୁଲାର ପିଲାଙ୍କ ପାଇଁ ମାଟ୍ରିକ ଫର୍ମ ପୂରଣ ଆରମ୍ଭ ହେବ । ସେହିପରି ଫର୍ମ ପୂରଣର ଶେଷ ତାରିଖ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରହିଛି। ତେବେ ମାଧ୍ୟମିକ…

ବିନା ଅନୁମତିରେ ୟୁଜିସିର ଲୋଗୋ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ 

ନୂଆଦିଲ୍ଲୀ: ୟୁଜିସିର ଲୋଗୋ ବ୍ୟବହାର କରୁଛନ୍ତି କି? ସାବଧାନ ହୋଇଯାଆନ୍ତୁ। ଏଥିପାଇଁ ୟୁଜିସି ଆଣିଛି କଡ଼ା ନିୟମ। ଯଦି କୌଣସି ବ୍ୟକ୍ତିବିଶେଷ କିମ୍ବା ଶିକ୍ଷାନୁଷ୍ଠାନ ବିନା ୟୁଜିସି ଅନୁମତିରେ ତାହାର ଲୋଗୋକୁ ବ୍ୟବହାର କରନ୍ତି, ତାହେଲେ ଏନେଇ ବିଶ୍ଵବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି…

ବାତ୍ଯା ‘ଦାନା’; ଏନଆରଟିଏସ୍ ଓ ସ୍କଲାରସିପ ପରୀକ୍ଷା ସ୍ଥଗିତ କଲା ବିଏସଇ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ବାତ୍ଯା 'ଦାନା' କାରଣରୁ ଏନଆରଟିଏସ୍ ଏବଂ ପ୍ରାଥମିକ ସ୍କଲାରସିପ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ସୋମବାର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ ନ୍ୟାସନାଲ ରୁରାଲ୍ ଟାଲେଣ୍ଟ ସ୍କଲାରସିପ୍ (ଏନଆରଟିଏସ୍)…

ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଭସାଇଲେ ପରୀକ୍ଷାର୍ଥୀ

କଟକ: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ଆରଆଇ ଓ ଅମିନ ପରୀକ୍ଷା ବାତିଲ୍ ଦାବି । ବିଭିନ୍ନ ଜିଲ୍ଲାରେ ଏହି ଦାବି ଜାରି ରହିଥିବା ବେବେଳେ ଆଗାମୀ ପରୀକ୍ଷା ପାଇଁ ଗତକାଲି ଆସିଥିବା ଆଡମିଟ୍ କାର୍ଡ ସବୁ ଡଙ୍ଗା କରି ଭସାଇଛନ୍ତି ପରୀକ୍ଷାର୍ଥୀ । ତେବେ ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା…

ତୀବ୍ର ହେଲା ଓଏସଏସଏସସିକୁ ବିରୋଧ: ରାସ୍ତାକୁ ଓହ୍ଲାଇଲେ ପରୀକ୍ଷାର୍ଥୀ

ଭୁବନେଶ୍ବର: ଓଏସଏସଏସସିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲେ ହଜାର ହଜାର ପରୀକ୍ଷାର୍ଥୀ । ଓଏସଏସଏସସି ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ  ଗର୍ଜିଲେ । ଆରଆଇ, ଏଆରଆଇ, ଅମିନ, ଆଇସିଡିସି ଭଳି ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ପରୀକ୍ଷା ବାତିଲ ଦାବିରେ…

ଖୁବଶୀଘ୍ର ୧୦ ହଜାର ନିଯୁକ୍ତି ଦେବ ଏସବିଆଇ

ନୂଆଦିଲ୍ଲୀ: ଦେଶର ବଡ଼ ଋଣ ପ୍ରଦାନକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଖୁବଶୀଘ୍ର ୧୦ ହଜାର କର୍ମଚାରୀଙ୍କୁ ନିଯୁକ୍ତି ଦେବ। ସୁବିଧାରେ ଗ୍ରାହକ ସେବା ଯୋଗାଇବା ସହିତ ଡିଜିଟାଲ୍ ମାଧ୍ୟମକୁ ସରଳ କରିବା ପାଇଁ ଏସ୍‌ବିଆଇ ଏ ଦିଗରେ ଯଥେଷ୍ଟ ନିବେଶ କରିଛି। ଏ…

ବାତିଲ୍ ହେଲା ପିଜିଟି ଲିଖିତ ପରୀକ୍ଷା

ଭୁବନେଶ୍ବର: ବାତିଲ୍ ହେଲା ପିଜିଟି ଲିଖିତ ପରୀକ୍ଷା । ପିଜିଟି ନିଯୁକ୍ତି ନେଇ ଆଜି ହେବାକୁ ଥିବା ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରିଛି ଓପିଏସସି । ତେବେ ଆଜି ଓପିଏସସି ପରୀକ୍ଷାର ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ପରୀକ୍ଷା ଲିଖିତ ପରୀକ୍ଷା ହେବାକୁ ଥିବା ବେଳେ ଏବେ…