Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ସର୍ବନିମ୍ନ ଛାତ୍ରଛାତ୍ରୀ କ୍ଷମତା ନଥିବା କଲେଜକୁ ବନ୍ଦ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ସର୍ବନିମ୍ନ ଛାତ୍ରଛାତ୍ରୀ ସଂଖ୍ୟା ବଜାୟୀ ରଖିବାରେ ଅସମର୍ଥ ହୋଇଥିବା ତିନୋଟି କଲେଜ ବନ୍ଦ କରିବାକୁ ଘୋଷଣ କରିଛନ୍ତି ରାଜ୍ୟ ସରକାର। ଏହାସହ ୧୦ ଟି କଲେଜର ଅନୁମୋଦନ ପ୍ରତ୍ୟାହାର କରାଯିବା ନେଇ ନିର୍ଦ୍ଦେଶ ଜାରି ହୋଇଛି। ଏହି କଲେଜ ଗୁଡିକରେ ଲଗାତାର ୩ ବର୍ଷ ଧରି ୨୫% ରୁ କମ୍…

ସୋଆ ‘ଆଇଟିଇଆର’ର ୯୧% ଗ୍ରାଜୁଏଟଙ୍କ ପାଇଁ ଉଚ୍ଚକୋଟୀର ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ବୈଷୟିକ ଶିକ୍ଷା କ୍ଷେତ୍ରରେ ତା’ର ସ୍ୱତନ୍ତ୍ର ସ୍ଥାନ ବଜାୟ ରଖିଥିବା ବେଳେ ୨୦୧୯ – ୨୦ ବ୍ୟାଚ୍ ୯୧ ପ୍ରତିଶତ ଛାତ୍ରଛାତ୍ରୀ ପ୍ରମୁଖ…

+୩ର ଦ୍ୱିତୀୟ ଓ ଚତୁର୍ଥ ଏବଂ ପିଜିର ଦ୍ୱିତୀୟ ସେମିଷ୍ଟାର ବାତିଲ

ଭୁବନେଶ୍ୱର: ଯୁକ୍ତ ତିନିର ହେବନି ଦ୍ୱିତୀୟ ଓ ଚତୃର୍ଥ ସେମିଷ୍ଟାର । ପିଜିର ବି ଦ୍ୱିତୀୟ ସେମିଷ୍ଟାର ହେବନି । ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ ଆଜି ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବିଶ୍ୱବିଦ୍ୟାଳୟରେ ବିକଳ୍ପ ବ୍ୟବସ୍ଥା ଦ୍ୱାରା ପରବର୍ତୀ ସେମିଷ୍ଟାରକୁ ଉତ୍ତୀର୍ଣ୍ଣ କରାଯିବ…

ପୁଣି ବଦଳିଲା ମାଟ୍ରିକ ମୂଲ୍ୟାୟନ ନିୟମ, କାଲିଠୁ ୧୦ରୁ ୩ଟା ଯାଏଁ ଚାଲିବ ଖାତା ଦେଖା

ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ । ତେବେ କରୋନା ପାଇଁ ପୁଣିଥରେ ପ୍ରଭାବିତ ହୋଇଛି ମୂଲ୍ୟାୟନ ପ୍ରକ୍ରିୟା । ପୂର୍ବ ନିର୍ଦ୍ଧାରିତ ନିୟମରେ ପରିବର୍ତ୍ତନ ଆଣିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ । ଏହି ଅନୁସାରେ ପ୍ରତିଦିନ ତିନି ପର‌୍ୟ୍ୟାୟରେ…

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ: ୪୫ ଦିନ ମଧ୍ୟରେ ଫଳାଫଳ

ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ୬୦ଟି ସେଣ୍ଟରରେ ହେବାକୁଥିବା ମୂଲ୍ୟାୟନ ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ସାମାଜିକ ଦୂରତା ସହ ସାନିଟାଇଜର ବ୍ୟବହାର ଉପରେ ଜୋର…

ଜୁନ ୧୫ରୁ ସିକିମରେ ଖୋଲିବ ସ୍କୁଲ, କଲେଜ; ସରକାରଙ୍କ ନିର୍ଦ୍ଦେଶନାମାକୁ ଅପେକ୍ଷା

ଗ୍ୟାଙ୍ଗ୍‌ଟକ: ଆସନ୍ତା ଜୁନ ୧୫ ତାରିଖରୁ ୯ମ ଶ୍ରେଣୀ ଏବଂ ତଦୂର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶୈକ୍ଷିକ ଅନୁଷ୍ଠାନ ମାନ ଖୋଲିବା ନିମନ୍ତେ ସିକିମ ସରକାର ନିଷ୍ପତି ଗ୍ରହଣ କରିଛନ୍ତି । ଦେଶର କେବଳ କରୋନା ମୁକ୍ତ ରାଜ୍ୟ ରୁପେ, ସ୍କୁଲ ଖୋଲିବା ପରେ ସ୍ୱାସ୍ଥ୍ୟ ସୁରକ୍ଷା କୁ…

ଜୁନ ୬କୁ ବୃଦ୍ଧି ପାଇଲା ସିୟୁସିଇଟି ୨୦୨୦ ଆବେଦନର ଶେଷ ତାରିଖ ଅବଧି

ନୂଆଦିଲ୍ଲୀ: ୧୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ତଥା ୪ଟି ରାଜ୍ୟ ବିଶ୍ୱବିଦ୍ୟାଳୟ ପାଇଁ ହେବାକୁ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସାଧାରଣ ପ୍ରବେଶିକା ପରୀକ୍ଷା (ସିୟୁସିଇଟି) ଆବେଦନର ଶେଷ ତାରିଖକୁ ଜୁନ ୬ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଅଛି । ପୂର୍ବରୁ ଆସନ୍ତା ଜୁନ୍ ମାସ ୬ ଓ ୭ରେ…

୨୬ରୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା

ଭୁବନେଶ୍ୱର: ଆସନ୍ତା ୨୬ରୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା । କରୋନା ସତର୍କତା ସହ ଖାତାଦେଖା ହେବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ମୂଲ୍ୟାୟନ କେନ୍ଦ୍ରରେ ସାମାଜିକ ଦୂରତା ଉପରେ ଧ୍ୟନ ଦିଆଯିବ । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ସରକାର ।…

ଜୁଲାଇ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ: ମନ୍ତ୍ରୀ

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର‌୍ୟ୍ୟାଳୟରେ ବସିଥିବା ବୈଠକରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏନେଇ ସୂଚନା ଦେଇଛନ୍ତି । ଖାତାଦେଖା ନେଇ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି । ଚଳିତ ବର୍ଷ କରୋନା ପାଇଁ…

ବିଶ୍ୱର ବିଭିନ୍ନ ସ୍କୁଲ ଗୁଡ଼ିକ ସହିତ ସାଇ ଇଣ୍ଟରନ୍ୟାସନାଲର ସମନ୍ୱୟ ସାଂସ୍କୃତିକ ସହଯୋଗୀ ଶିକ୍ଷା

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ଭର୍ଚୁଆଲ୍ ମିଟିଂ ମାଧ୍ୟମରେ ବିଶ୍ୱର ବିଭିନ୍ନ ସ୍କୁଲ ଗୁଡ଼ିକ ସହିତ ସମନ୍ୱୟ ସାଂସ୍କୃତିକ ସହଯୋଗୀ ଶିକ୍ଷା ବିଷୟରେ ଆଲୋଚନା ହୋଇଛି । ଏହି ଭର୍ଚୁଆଲ୍ ମିଟିଂରେ ସାଇ ଇଣ୍ଟରନ୍ୟାସନାଲର ଛାତ୍ରଛାତ୍ରୀଙ୍କ ସମେତ ବିଶ୍ୱର ଅନ୍ୟ କେତେକ ବିଦ୍ୟାଳୟର ଛାତ୍ରଛାତୀ ଓ…