Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ରେକର୍ଡ ସୃଷ୍ଟି କଲା କିଟ୍: କୋଭିଡ ୧୯ ମହାମାରୀରେ ୩୦ଲକ୍ଷର ପ୍ଲେସମେଣ୍ଟ୍ ପ୍ୟାକେଜ୍ !

ଭୁବନେଶ୍ୱର: ଦେଶବ୍ୟାପୀ କରୋନା ର ବିକ୍ଷୁବ୍ଧ ପରିସ୍ଥିତି ମଧ୍ୟରେ କିଟରେ ଆମାଜନ କମ୍ପାନୀ ସର୍ବାଧିକ ୩୦ଲକ୍ଷର ପ୍ଲେସମେଣ୍ଟ୍ ପ୍ୟାକେଜ ଦେଇ ଏକ ରେକର୍ଡ କରିଛି । ମିଳିଥିବା ସୂଚନା ଅନୁଯାୟୀ, ଆମାଜନ୍‌, ଆସେନଚର୍‌, କାପ୍‌ଗେମିନି, ଓିପ୍ରୋ ଓ କଗ୍ନିଜେଣ୍ଟ ଭଳି ମୋଟ ୧୫୦ କମ୍ପାନୀ ଚଳିତବର୍ଷ…

ପିଲାଙ୍କ ଶିକ୍ଷାଗତ ଅଧିକାର ଅକ୍ଷୁର୍ଣ୍ଣ ରହିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶିକ୍ଷାବିତ୍‌

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ଯେପରି ପିଲାଙ୍କ ଶିକ୍ଷାଗତ ଅଧିକାର ଅକ୍ଷୁର୍ଣ୍ଣ ରୁହେ ସେଥିପାଇଁ ଚିନ୍ତାବ୍ୟକ୍ତ କରି ୧୦୦ରୁ ଅଧିକ ଶିକ୍ଷାବିତ୍ ଓ ସାମାଜିକ କାର୍ୟ୍ୟକର୍ତ୍ତା ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖିଛନ୍ତି । ଅଧିକ ପଢନ୍ତୁ: କାନ୍ଦି ପକାଇଲେ କରୋନା ଯୋଦ୍ଧା, ବଖାଣିଲେ…

କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରେ ଉଦ୍‌ବୋଧନ ଦେବେ ସୁପର୍ ୩୦ ର ଶିକ୍ଷକ ଆନନ୍ଦ କୁମାର

ପାଟନା: କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କେଲେ ଠାରେ ଆୟୋଜିତ ହେବାକୁ ଥିବା ଏକ ବୈଠକରେ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେବେ ପ୍ରଖ୍ୟାତ ଗଣିତଜ୍ଞ ତଥା ସୁପର୍ ୩୦ର ପ୍ରତିଷ୍ଠାତା ଆନନ୍ଦ କୁମାର । କରୋନା ମହାମାରୀ ସମୟରେ ଆମେରିକାରେ ରହୁଥିବା ପ୍ରାୟ ୮୦୦୦୦ ଛାତ୍ରଛାତ୍ରୀ ମାନଙ୍କ…

ଏଥର ହେବନି ସ୍ୱତନ୍ତ୍ର ଓଜେଇଇ, ବି-ଟେକ୍ ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟରେ ହେବନି ସ୍ୱତନ୍ତ୍ର ଓଜେଇଇ । ପ୍ରଥମ ଓଜେଇଇ ପରୀକ୍ଷାରେ ହିଁ ସବୁ ପ୍ରକାରର ପ୍ରବେଶିକା ପରୀକ୍ଷା କରାଯିବ। ପୂର୍ବରୁ ପ୍ରଥମ ଓଜେଇଇରେ ବି-ଫାର୍ମା, ଏମ୍‌-ଫାର୍ମା, ଏମ୍‌ବିଏ, ଏମ୍‌ସିଏ, ଲାଟାରାଲ ଏମ୍‌ବିଏ, ଲାଟାରାଲ ଏମ୍‌ସିଏ, ଏମ୍‌-ଆର୍କ ଭଳି ପାଠ୍ୟକ୍ରମ…

ସାଇ ଇଣ୍ଟରନ୍ୟାସନାଲରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଲା ମାତୃତ୍ୱ ଦିବସ

ଭୁବନେଶ୍ୱର: ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ସାଇ ଇଣ୍ଟରନ୍ୟାସନାଲରେ ମାତୃତ୍ୱ ଦିବସ ଉତ୍ସାହର ସହିତ ପାଳିତ ହୋଇଛି । ମାତୃତ୍ୱ ଦିବସର ଉଦ୍ଦିପନାକୁ କରୋନା ଭୂତାଣୁ ପ୍ରତିହତ କରିପାରିନଥିଲା । ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ, ସାଇ ଆଙ୍ଗନ ଏବଂ ସାଇ ଇଣ୍ଟରନ୍ୟାସନାଲ ରେସିଡ଼େନ୍ସିଆଲ…

ପରୀକ୍ଷା କେନ୍ଦ୍ରରେ ଖାତା ଦେଖିବୁ ନାହିଁ: ଓଷ୍ଟା

ଭୁବନେଶ୍ୱର: ଦଶମ ଶ୍ରେଣୀ ମୂଲ୍ୟାୟନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛି ଓଷ୍ଟା । ପରୀକ୍ଷା କେନ୍ଦ୍ରରେ ଖାତା ଦେଖିବୁ ନାହିଁ । ପରୀକ୍ଷା କେନ୍ଦ୍ରରେ ଖାତା ଦେଖା ହେଲେ ସଂକ୍ରମଣ ଆଶଙ୍କା ରହିଛି ବୋଲି ଓଷ୍ଟା କହିଛି । ବୋର୍ଡ ସିବିଏସ୍‌ଇ ଭଳି ହୋମ୍‌ବେସ୍ ମୂଲ୍ୟାୟନ ବ୍ୟବସ୍ଥା ଆରମ୍ଭ କରୁ ।…

ଲକ୍‌ଡାଉନ୍ ୩.୦: ଛାତ୍ରଛାତ୍ରୀଙ୍କ ଲାଗି ୟୁଜିସି ପକ୍ଷରୁ ଲଞ୍ଚ୍ ହେଲା ହେଲ୍ପଲାଇନ୍‌

ନୂଆଦିଲ୍ଲୀ: କରୋନା ମହାମାରୀରେ ଛାତ୍ରଛାତ୍ରୀଙ୍କୁ ସହାୟତା ପ୍ରଦାନ ଲାଗି ୟୁନିଭର୍ସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି) ପକ୍ଷରୁ ଏକ ହେଲ୍ପଲାଇନ ନମ୍ବର ସହିତ ଇ-ମେଲ୍ ଆଇଡ଼ି ଲଞ୍ଚ୍ ହୋଇଛି । ଛାତ୍ରଛାତ୍ରୀମାନେ ସେମାନଙ୍କ ବିଭିନ୍ନ ପରୀକ୍ଷା ତଥା ପାଠ୍ୟକ୍ରମ ସମ୍ପର୍କୀତ ଯେକୌଣସି ପ୍ରଶ୍ନ…

ଘରୋଇ କଲେଜ ଛାତ୍ରଛାତ୍ରୀଙ୍କ ଫି’ ଛାଡ ହେବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଘରୋଇ କଲେଜ ଛାତ୍ରଛାତ୍ରୀଙ୍କ ଫି ଛାଡ ହେବନି । ଫି ଛାଡ ନେଇ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ମାନ୍ୟବର ସର୍ବୋଚ୍ଚ ଅଦାଲତ । ସୁପ୍ରିମକୋର୍ଟ କହିଛନ୍ତି ଯେ, ଫି ନଦିଅନ୍ତି ତେବେ କଲେଜ୍ କେମିତି ଚାଲିବ। କଲେଜ୍ ନିଜର କର୍ମଚାରୀଙ୍କୁ ଦରମା କେମିତି ଦେବ। ଓକିଲ କଲେଜ୍…

ମେ ୨୦ରୁ ମାଟ୍ରିକ ଖାତାଦେଖା

ଭୁବନେଶ୍ୱର: କରୋନା କଟକଣା ଭିତରେ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ ଖାତାଦେଖା । ଆସନ୍ତା ୨୦ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହେବ । ଏଥିପାଇଁ ମେ ୧୯ ତାରିଖରେ ଇନଭିଜିଲେଟର ମାନେ ରିପୋର୍ଟ କରିବେ । ଖାତାଦେଖା ବେଳେ ସାମାଜିକ ଦୂରତା ବଜାୟ ରହିବ । ୬୦ଟି ସେଂଟରରୁ ଖାତା…

ଅଗଷ୍ଟ ୨୩ରେ ଜେଇଇ ଆଡଭାନ୍ସ ପରୀକ୍ଷା

ନୂଆଦିଲ୍ଲୀ: ଆଇଆଇଟିରେ ଆଡମିଶନ ପାଇଁ ହେବାକୁ ଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସ- ମେ ୧୭ ବଦଳରେ ଆସନ୍ତା ଅଗଷ୍ଟ ୨୩ ତାରିଖରେ ଅନୁଷ୍ଠିତ ହେବ ବୋଲି କେନ୍ଦ୍ର ମାନବ ସମ୍ବଳ ବିକାଶ (ଏଚଆରଡି)ମନ୍ତ୍ରୀ ରମେଶ ପୋଖରିଆଲ ଘୋଷଣା କରିଛନ୍ତି। ନିକଟ ଅତୀତରେ ଏଚଆରଡି ମନ୍ତ୍ରଣାଳୟ…