ଶିକ୍ଷା ଓ ନିଯୁକ୍ତି

Sikhya O Nijukti

NIT Rourkela Allowed Covid Negative Students To Leave Hostel

ଇଞ୍ଜିନିୟରିଂ, ପଲିଟେକନିକ୍ ଓ ଆଇଟିଆଇରେ ଫିଜିକାଲ୍ କ୍ଲାସ୍ ଆରମ୍ଭ

ଭୁବନେଶ୍ୱର: ପ୍ରାୟ ୧୦ ମାସର ବ୍ୟବଧାନ ପରେ ସମସ୍ତ ପୋଷ୍ଟ ଗ୍ରାଜୁଏଟ୍ (ପିଜି), ଅଣ୍ଡର ଗ୍ରାଜୁଏଟ୍ (ୟୁଜି), ବୈଷୟିକ ବିଶ୍ୱବିଦ୍ୟାଳୟର ଡିପ୍ଲୋମା ଏବଂ ପ୍ରଫେସନାଲ୍ କଲେଜ, ପଲିଟେକନିକ୍ସ, ଡିପ୍ଲୋମା ଇନଷ୍ଟିଚ୍ୟୁସନ୍ ଏବଂ ଆଇଟିଆଇ ଛାତ୍ରଛାତ୍ରୀମାନେ କ୍ୟାମ୍ପସରେ ଫେବୃଆରୀ ୧୭ ଠାରୁ ଫିଜିକାଲ୍ କ୍ଲାସରେ...

କରୋନା ପାଇଁ କମିବ ସିଲାବସ୍‌, ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମତି

ଭୁୁବନେଶ୍ୱର: କରୋନା ମହାମାରୀ ପାଇଁ ଚଳିତବର୍ଷ ଛାତ୍ରଛାତ୍ରୀଙ୍କ ସିଲାବସ୍ ହ୍ରାସ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିସାରିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କେତେ ପ୍ରତିଶତ ସିଲାବସ୍...

ବଢ଼ିଲା ସ୍କୁଲ ଆଡମିଶନ ତାରିଖ

ଭୁବନେଶ୍ୱର: ବଢିଲା ସ୍କୁଲ୍ ଆଡ଼ମିଶନ ତାରିଖ। କରୋନା ମହାମାରୀ ପାଇଁ ଆଡ଼ମିଶନ ତାରିଖକୁ ଅଗଷ୍ଟ ୧୪ ଯାଏ ଘୁଞ୍ଚା ଯାଇଛି। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଜୁନ୍ ୮ରୁ ଆଡ଼ମିଶନ ଆରମ୍ଭ କରି ଜୁଲାଇ ୧୫ ଭିତରେ...

କୋଚିଂ ସେଣ୍ଟର ଖୋଲିବା ନେଇ ରାଜ୍ୟପାଳଙ୍କୁ ଦାବିପତ୍ର

ଭୁବନେଶ୍ୱର: ବିଭିନ୍ନ ସ୍କୁଲରେ ଶିକ୍ଷା ଗ୍ରହଣ କଲେ ମଧ୍ୟ ଛାତ୍ରଛାତ୍ରୀ ଟ୍ୟୁସନ୍ ଓ କୋଚିଂ ସେଣ୍ଟର ଉପରେ ନିର୍ଭର କରିଥାନ୍ତି । କରୋନା ମହାମାରୀ ଲକ୍ ଡାଉନ୍ ଯୋଗଁ ଶିକ୍ଷାର ବିକାଶ ଉପରେ ପ୍ରଭାବ ପକାଇଛି । କେବଳ ବିଦ୍ୟାଳୟର ଅନ୍ ଲାଇନ୍...

‘ଆରଏମବିଏସଏସ’ର ୧୭,୫୫ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ: କିପରି କରିବେ ଆବେଦନ, ଜାଣନ୍ତୁ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ମହିଳା ବଳ ସ୍ୱାସ୍ଥ୍ୟ ସଂସ୍ଥାନ (ଆର୍‌ଏମ୍‌ବିଏସ୍‌ଏସ୍‌) ପକ୍ଷରୁ ୧୭,୫୦୦ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଇଚ୍ଛୁକ ଆବେଦନକାରୀ ଅଫିସିଆଲ ୱେବ୍‌ସାଇଟ କ୍ସବଗ୍ଦଗ୍ଦଗ୍ଦ.ମକ୍ଟ.ସଦ୍ଭ/କ୍ସରମକ୍ସଙ୍କସଗ୍ଧଜ୍ଞରଦ୍ଭଗ୍ଧ/ ରେ ଆବେଦନ କରିପାରିବେ । ଆବେଦେନ କରିବାର ଶେଷ ତାରିଖ ଜାନୁଆରୀ ୨୫ ତାରିଖ...
CM Urge Chief Secretary, ACS Health and Family to visit Western Odisha

ଦେଶରେ ଅଗ୍ରଣୀ ରିସର୍ଚ୍ଚ ହବ୍ ଭାବରେ ଉଭା ହେଉଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ଦେଶରେ ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ରିସର୍ଚ୍ଚ ହବ୍ (ଅନୁସନ୍ଧାନ କ୍ଷେତ୍ରରେ ପେଣ୍ଠସ୍ଥଳ) ଭାବରେ ଉଭା ହେଉଛି ଓଡ଼ିଶା । ଆଇଆଇଏମ୍ ସମ୍ୱଲପୁରର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି,...

NEET ପରୀକ୍ଷା ପାଇଁ ବିଏମ୍‌ସିର ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ହେବ ନିଟ୍ ପରୀକ୍ଷା । ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବେ ଡାକ୍ତରୀ ଟିମ୍ । ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ...

ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ

କେନ୍ଦୁଝର: ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ସବୁବେଳେ ପ୍ରାଧାନ୍ୟ ଦେଇ ଆସିଛନ୍ତି । କେନ୍ଦୁଝର ଜିଲ୍ଲାରେ ୫୫ ପ୍ରତିଶତ ଜନସଂଖ୍ୟା ଅନୁସୂଚିତ ଜାତି ଓ ଜନଜାତି ବର୍ଗର । ତେବେ ସାଧାରଣତଃ ଦେଖାଯାଏ ଜିଲ୍ଲାରେ ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ୧୦୦ ପିଲା ମଧ୍ୟରୁ...

ନର୍ଦର୍ଣ୍ଣ କୋଲଫିଲ୍ଡସ୍ ଲିଃରେ ୩୦୭ ଟ୍ରେନି ପଦବୀ ଲାଗି ନିଯୁକ୍ତି ସୂଚନା

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ନର୍ଦର୍ଣ୍ଣ କୋଲଫିଲ୍ଡସ୍ ଲିମିଟେଡ଼ (ଏନସିଏଲ)ମଧ୍ୟପ୍ରଦେଶର ସିଙ୍ଗରାଉଲି ଜିଲ୍ଲା ଓ ଉତ୍ତରପ୍ରଦେଶ ସୋନଭଦ୍ରା ଜିଲ୍ଲାରେ ସ୍ଥିତ ୧୦ଟି ହାଇ ମେକାନାଇଜଡ଼ ଓପନ କାଷ୍ଟ ମାଇନ୍ସ ଲାଗି ବିଭିନ୍ନ ପଦବୀ ଲାଗି ରେଗୁଲାର୍ ନିଯୁକ୍ତି ଲାଗି ଅନଲାଇନ ମାଧ୍ୟମରେ...

‘ମୂକନାୟକ’ ଖବରକାଗଜର ଶହେ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଇଆଇଏମ୍‍ସି ପକ୍ଷରୁ ଇ-ଆଲୋଚନାଚକ୍ର

ଢେଙ୍କାନାଳ: ଏବେ ବି ଅନେକ ଲୋକ ନିଜ ଅଧିକାରରୁ ବଞ୍ଚିତ ହେଉଛନ୍ତି । ଗଣମାଧ୍ୟମରେ ଏଭଳି ଖବରର ସଂଖ୍ୟା ଆଶାଜନକ ନୁହେଁ । ଫଳରେ ଦେଶରେ ସମାନତା ଆସିପାରୁନି । ଏଣୁ ଗଣମାଧ୍ୟମ ଯତ୍ନବାନ ହୋଇ ଲୋକଙ୍କ ସମସ୍ୟାକୁ ଅଗ୍ରାଧିକାର ଦେବାର ଆବଶ୍ୟକତା...

ସାହିତ୍ୟ