Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ସ୍କୁଲକୁ ଡେରିରେ ଆସିବାରୁ ଶିକ୍ଷକଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ !

ଭୁବନେଶ୍ୱର: ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ଶିକ୍ଷକଙ୍କ ଦକ୍ଷତାକୁ ନେଇ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ କାର୍ଯାନୁଷ୍ଠାନ ଗ୍ରହଣ କରାଯାଉଛି । ରାଜ୍ୟରେ ଶିକ୍ଷାର ମାନରେ କୌଣସି ପ୍ରକାର ସାଲିସ କରାଯିବ ନାହିଁ ବୋଲି ଗଣାଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା…

ପିଲା କହି ପାରିଲେନି ନିଜ ଜିଲ୍ଲାର ନାଁ, ଶିକ୍ଷକଙ୍କ ଦରମା ବନ୍ଦ ନିର୍ଦ୍ଦେଶ

କଳାହାଣ୍ଡି: ଅଚାନକ କଳାହାଣ୍ଡିର ବିଭିନ୍ନ ସ୍କୁଲ ଗସ୍ତ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ । ସେ ସ୍କୁଲରେ ପହଂଚି ପିଲାଙ୍କ ସହ ପାଠ ପଢ଼ା ବିଷୟରେ ଆଲୋଚନା କରିଛନ୍ତି । ଏହି ସମୟରେ ସେ କ୍ଲାସରେ ପିଲାଙ୍କୁ ଇଂରାଜୀରେ ନିଜ ଜିଲ୍ଲାର ନାଁ ପଚାରିଥିଲେ । ତେବେ ଅନେକ…

ଏପ୍ରିଲରେ ‘ଜେଇଇ ମେନ-୨୦୨୦’ ପରୀକ୍ଷା: ଆରମ୍ଭ ହେଲା ଅନଲାଇନ୍ ରେଜିଷ୍ଟ୍ରେସନ୍‌

ଭୁବନେଶ୍ୱର: ଆସନ୍ତା ଏପ୍ରିଲ୍ ମାସରେ ଆରମ୍ଭ ହେଉଛି ‘ଜେଇଇ ମେନ-୨୦୨୦’ ପରୀକ୍ଷା । ଅନ୍‌ଲାଇନ୍ ପଞ୍ଜିକରଣ ପ୍ରକ୍ର୍ରିୟା ଶୁକ୍ରବାର ଠାରୁ ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ମାର୍ଚ୍ଚ୭ ସୁଦ୍ଧା ଆବେଦନ କରିପାରିବେ । ତେବେ ୨୦୧୮ ଏବଂ ୨୦୧୯ରେ ଯୁକ୍ତଦୁଇ ବିଜ୍ଞାନ ପାସ୍ କରିଥିବା…

୬୦୬ ସରକାରୀ ଅଧ୍ୟାପକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ, ଜାଣନ୍ତୁ କିଭଳି କରିବେ ଆବେଦନ

ଭୁବନେଶ୍ୱର: ରାଜ୍ୟର ସରକାରୀ ଡିଗ୍ରୀ କଲେଜ୍‌ରେ ୬୦୬ ଟି ଅଧ୍ୟାପକ ପଦବୀ ପୂରଣ ପାଇଁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆବେଦନକାରୀ ଓପିଏସସିର ୱେବସାଇଟ୍ ଙ୍ଗଙ୍ଗଙ୍ଗ.କ୍ଟକ୍ଟ୍ରଗ୍ଦମକ୍ଟଦ୍ଭକ୍ଷସଦ୍ଭର.ଶକ୍ଟଙ୍ଖ.ସଦ୍ଭରେ ଆବେଦନ କରିପାରିବେ । ପଦବୀ ବାବଦରେ ସୂଚନା…

ଫେବ୍ରୁଆରୀ ୨୨ରେ ଆଇଆଇଏମ ବେଙ୍ଗାଳୁରୁର ଅନ୍ତର୍ଜାତୀୟ ସମ୍ମିଳନୀ

ବେଙ୍ଗାଳୁରୁ: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟ୍ ବେଙ୍ଗାଳୁରୁ ଫ୍ରାନ୍ସର ତୋଲଜ ବିଜନେସ ସ୍କୁଲ ସହ ମିଳିତ ସହଭାଗୀତାରେ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରୁଛି । ଫେବ୍ରୁଆରୀ ୨୨ ତାରିଖରେ ଆୟୋଜନ ହେଉଥିବା ଏହି ସମ୍ମିଳନୀରେ ବିମାନ ଚଳାଚଳର ଭବିଷ୍ୟତ ବାବଦରେ ଗୁରୁତ୍ୱପୂର୍ଣ୍ଣ…

+୨ ପରୀକ୍ଷା: ଫେବୃଆରୀ ୮ରୁ ୧୨ ମଧ୍ୟରେ ପ୍ରାକ୍ଟିକାଲ ମାର୍କ ଦାଖଲ ଲାଗି ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଠାରୁ ଆରମ୍ଭ ହୋଇଛି ୨୦୨୦-୨୧ ଯୁକ୍ତଦୁଇ ପରୀକ୍ଷା । ରାଜ୍ୟର ୨୦୪୨ଟି କଲେଜରେ ପ୍ରାକଟିକାଲ ପରୀକ୍ଷା ହୋଇଥିବା ବେଳେ ଏହି ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ ୫ତାରିଖ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ମାତ୍ର ରାଜ୍ୟର କିଛି କଲେଜରେ ପ୍ରାକ୍ଟିକାଲ…

ଜୁନିୟର୍ କଲେଜରେ ପ୍ରସ୍ତୁତ ହେବ ଅଧ୍ୟାପକଙ୍କ ତାଲିକା; ବରିଷ୍ଠତା ଯାଞ୍ଚ କରିବ ସ୍କୁଲ ଓ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଥିବା ସବୁ ଜୁନିୟର କଲେଜରେ ଶିକ୍ଷାଦାନ କରୁଥିବା ଅଧ୍ୟାପକଙ୍କର ତାଲିକା ପ୍ରସ୍ତୁତ କରାଯିବ । ସେମାନଙ୍କ ମଧ୍ୟରୁ କେତେଜଣ ସରକାରୀ ଏବଂ କେତେ ଅନୁଦାନପ୍ରାପ୍ତ କଲେଜରେ ନିଯୁକ୍ତି ପାଇଛନ୍ତି ତାହା ମଧ୍ୟ ସ୍ପଷ୍ଟ କରାଯିବ । ତେବେ ଏହି ବ୍ୟବସ୍ଥାରେ କେବଳ ପଦାର୍ଥ…

ଏବେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପୂର୍ବରୁ ହେବ ପ୍ରି-ଏକଜାମ; ୪ଟି ବିଷୟ ଲାଗି ୩୦୦ ମାର୍କ !

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ଲାଗି ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହେବ ଏକ ଅଭିନବ ପ୍ରୟାସ । ଆସନ୍ତା ଶିକ୍ଷାବର୍ଷରୁ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ୬ମାସ ପୂର୍ବରୁ ଏକ ପ୍ରି-ଏକ୍‌ଜାମ୍ କରାଯିବ । ଯେଉଁଥିରେ ୪ଟି ବିଷୟ ଯଥା, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ,…

ଗଣଶିକ୍ଷା ବିଭାଗର ଅଭିନବ ପ୍ରୟାସ: ଷଷ୍ଠରୁ ଦଶମ ଶ୍ରେଣୀ ପିଲାଙ୍କ ଲାଗି ହେବ କୋଶ୍ଚିନ ବ୍ୟାଙ୍କ୍‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଲାଗି ଆରମ୍ଭ କରାଯାଇଛି ଅଭିନବ ପ୍ରୟାସ । ରାଜ୍ୟର ଷଷ୍ଠରୁ ଦଶମ ଶ୍ରେୀ ପିଲାଙ୍କ ଲାଗି ଗଣଶିକ୍ଷା ବିଭାଗ କରିବ କୋଶ୍ଚିନ ବ୍ୟାଙ୍କ । ଏପରିକି ଓଡ଼ିଆ ଭାଷା ସମେତ ୭ଟି ଆଞ୍ଚଳିକ ଭାଷାରେ ପ୍ରସ୍ତୁତି ହେବ…

ଏଥର ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହେଲେ ନିସ୍ତାର ନାହିଁ: ସମୀର ଦାଶ

ଭୁବନେଶ୍ୱର: ଏଥର ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହେଲ ଆଉ ନିସ୍ତାର ନାହିଁ । ଯେଉଁଠି ଭାଇରାଲ ହେବ, ସେଠି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସମ୍ପୃକ୍ତ ସେଂଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ ବୋଲି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ କହିଛନ୍ତି ।…