Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଏବେ ସ୍କୁଲରେ ଛାତ୍ରଛାତ୍ରୀ ପଢିବେ ସମ୍ବିଧାନର ପାଠ !

ଭୁବନେଶ୍ୱର: ରାଜ୍ୟର ସମସ୍ତ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀଙ୍କୁ ପଢାଯିବ ସମ୍ବିଧାନର ପାଠ । ଯାହାଫଳରେ ସେମାନେ ନାଗରିକର ମୌଳିକ କର୍ତ୍ତ ବ୍ୟ ସମ୍ପର୍କରେ ସଚେତନ ହୋଇପାରିବେ । ସମ୍ବିଧାନର ୭୦ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଖୁବଶୀଘ୍ର କାର୍ଯ୍ୟକାରୀ କରିବାକୁ…

ମେ’ ପ୍ରଥମ ସପ୍ତାହରେ ‘ଓଜେଇଇ’: ଅନ୍‌ଲାଇନରେ ୟୁଜି ଏବଂ ପିଜି ଲାଗି ହେବ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ମେ’ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ୨୦୨୦-୨୧ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)  । ଚଳିତବର୍ଷ ଓଜେଇଇର ସମସ୍ତ ପରୀକ୍ଷା ସିବିଟି(କମ୍ପ୍ୟୁଟର ବେସଡ୍ ଟେଷ୍ଟ) ପଦ୍ଧତିରେ କରାଯିବ । ଉଭୟ ୟୁଜି ଏବଂ ପିଜି ପ୍ରବେଶିକା ପରୀକ୍ଷା ଅନ୍‌ଲାଇନ୍ ମାଧ୍ୟମରେ କରାଯିବ…

ଭିକାରୀଙ୍କ ପାଇଁ ଖୋଲିବ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର: ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାର ଚିନ୍ତା କରିଛନ୍ତି । ସେମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ନେବାକୁ ଯାଉଛନ୍ତି । ଏଣିକି ଭିକ୍ଷା ମାଗୁଥିବା ଲୋକଙ୍କ ପାଇଁ ଖୋଲାଯିବ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର । ଏନେଇ ସୂଚନା ଦେଇଛନ୍ତି…

ରାଜ୍ୟରେ ୧୦୧ ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୩୦ଟି ଜିଲ୍ଲାର ୧୦୧ଟି ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମିଳିଥିବା ସୂଚନାନୁଯାୟୀ, ଏହି ବିଦ୍ୟାଳୟ ମାନଙ୍କରେ ପ୍ରଥମ ଶ୍ରେଣୀରୁ ଇଂଲିଶ୍ ମିଡ଼ିୟମ ସେକ୍ସନ ଖୋଲାଯିବ । ଏହି…

ଦଶମ ଶ୍ରେଣୀ ସିଲାବସ୍‌ରେ ସାମିଲ ହେଲା ଟ୍ରାଫିକ ପାଠ

ଭୁବନେଶ୍ୱର: ଏଣିକି ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବେ ଟ୍ରାଫିକ ପାଠ । ଏଥିପାଇଁ ଦଶମ ଶ୍ରେଣୀ ସିଲାବସରେ ସଡକ ସୁରକ୍ଷା ବିଷୟକୁ ସାମିଲ କରାଯାଇଛି । ଟ୍ରାଫିକ ନିୟମ ଉଲ୍ଲଂଘନ କଲେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ସେ ନେଇ ପୁଙ୍ଖାନୁପୁଙ୍ଖ ଅବଗତ ହେବେ ଛାତ୍ରଛାତ୍ରୀ । ଏନେଇ ସଡକ…

ଏପ୍ରିଲ ଶେଷ ସୁଦ୍ଧା ସମସ୍ତ ସ୍କୁଲରେ ବିଦ୍ୟୁତ ସଂଯୋଗ ବାଧ୍ୟତାମୂଳକ !

ଭୁବନେଶ୍ୱର:: ଆସନ୍ତା ଏପ୍ରିଲ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକରେ ବିଦ୍ୟୁତ ସଂଯୋଗ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଅନେକ ସ୍କୁଲରେ ପୂର୍ବରୁ ବିଦ୍ୟୁତ ସଂଯୋଗ ନଥିବାରୁ ସ୍କୁଲଗୁଡିକ ଗ୍ରୀଷ୍ମ ଛୁଟି ପୂର୍ବରୁ ବନ୍ଦ କରିବାକୁ ନିର୍ଦ୍ଦେଶ…

ସୋଆରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସୋଆ ଷ୍ଟାଡିୟମ୍ ପରିସରରେ ଆୟୋଜିତ ଉତ୍ସବରେ କୁଳାଧିପତି ପ୍ରଫେସର ଖଗେଶ୍ୱର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ଅଭିବାଦନ ଗ୍ରହଣ…

ଭାରତୀୟ ସେନା ପକ୍ଷରୁ ‘ଜଜ୍ ଆଡଭୋକେଟ’ ଜେନେରାଲ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ନୂଆଦିଲ୍ଲୀ: ଭାରତୀୟ ସେନା ପକ୍ଷରୁ ୮ଟି ଖାଲି ପଡିଥିବା ଜଜ୍ ଆଡଭୋକେଟ ଜେନେରାଲ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଶାୟୀ ଆବେଦନକାରୀ ଆସନ୍ତା ଫେବୃଆରୀ ୧୩ରୁ ସେନାର ଅଫିସିଆଲ ୱେବ୍ ସାଇଟ joininindianarmy.nic.in ରେ ଆବେଦନ କରିପାରିବେ । ଶିକ୍ଷାଗତ ଯୋଗ୍ୟତା: - ଇଚ୍ଛୁକ…

ସୁନ୍ଦରଗଡ ଆଦର୍ଶ ସ୍କୁଲ ପରିଦର୍ଶନ କଲେ ବିଜୟ ସାହୁ; ଭିତ୍ତିଭୂମି ବିକାଶ ନେଇ ଆଲୋଚନା

ସୁନ୍ଦରଗଡ଼: ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପରାମର୍ଶଦାତା ଡ଼. ବିଜୟ କୁମାର ସାହୁ ମଙ୍ଗଳବାର ଦିନ ସୁନ୍ଦରଗଡ଼ ଜିଲ୍ଲା ତାଳସଙ୍କର ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀଙ୍କ ସହ କିଛି ସମୟ ଅତିବାହିତ କରିଛନ୍ତି । ଏହାପରେ ସନ୍ଧ୍ୟାରେ ସେ ଜିଲ୍ଲାପାଳ ନିଖିଲ ପୱନ…

+୨ ପରୀକ୍ଷା ସଂସ୍କାର: ଲାଗୁ ନହୋଇପାରେ ନୂଆ ନିୟମ

ଭୁବନେଶ୍ୱର: ଚଳିତ ବର୍ଷ ଲାଗୁ ନହୋଇପାରେ ଯୁକ୍ତ ୨ ପରୀକ୍ଷାରେ ସଂସ୍କାର । ପ୍ରଥମ ବର୍ଷ କାଉଂସିଲ ପରୀକ୍ଷା କରିବାକୁ ଗଣଶିକ୍ଷା ବିଗାଭ ନିଷ୍ପତି ନେଇଥିବା ବେଳେ ଚାରିଆଡେ ଏହାକୁ ନେଇ ପ୍ରତିବାଦ ଦେଖାଦେଇଥିଲା । ଫଳରେ ସରକାର ଏହି ନିଷ୍ପତିର ପୁନର୍ବିଚାର କରିବେ ବୋଲି କହିଛନ୍ତି । ଗଣଶିକ୍ଷା…