Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଆସନ୍ତା ୧୯ରୁ ମାଟ୍ରିକ ପରୀକ୍ଷା: ସିସିଟିଭି ନଜରରେ ରହିବ ସମ୍ବେଦନଶୀଳ କେନ୍ଦ୍ର

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ୫ଲକ୍ଷ ୬୦ ହଜାର ୮୯୧ ପାରୀକ୍ଷାର୍ଥୀ ପାରୀକ୍ଷା ଦେବେ । ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଏଥିପାଇଁ ୩୦୭…

ମ୍ୟାଟ୍ରିକ ପରୀକ୍ଷା ପାଇଁ କିପରି କରିବେ ‘ଆଡ଼ମିଟ କାର୍ଡ’ ଡାଉନଲୋଡ, ଜାଣନ୍ତୁ…

କଟକ: ଆସନ୍ତା ଫେବୃଆରୀ ୬ ତାରିଖରୁ ମାଟ୍ରିକ ପରୀକ୍ଷା ପାଇଁ ଆଡ଼ମିଟ କାର୍ଡ ମିଳିବ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଆସନ୍ତା ଫେବୃଆରୀ ୧୯ ତାରିଖରୁ ରାଜ୍ୟର ୨୮୮୮ କେନ୍ଦ୍ରରେ ଏହି ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ସୋମବାର ଡିନ ବୋର୍ଡ଼ ଅଧିକାରୀ ପ୍ରଦାନ କରିଥିବା…

NIT ଅଗରତାଲାରେ ୫୮ଟି ଆସିଷ୍ଟାଂଟ ପ୍ରଫେସର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ନୂଆଦିଲ୍ଳୀ: ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲଜି (ଏନ୍‌ଆଇଟି) ଅଗରତାଲାରେ ଖାଲି ପଡିଥିବା ୫୮ଟି ଆସିଷ୍ଟାଂଟ ପ୍ରଫେସର (ଗ୍ରୋଡ୍‌-୧ ଏବଂ ଗ୍ରୋଡ-୨) ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଇଚ୍ଛୁକ ଆବେଦନକାରୀ ଅଫିସିଆଲ ୱେବ୍‌ସାଇଟ୍ www.nita.ac.in ରେ ଆବେଦନ କରିପାରିବେ ।…

ଚାକିରୀରୁ ହଟିପାରନ୍ତି ସ୍କୁଲ ଶିକ୍ଷକ; ମାସକୁ ୨ଥର ହେବ ପ୍ରତିସ୍କୁଲର ଅନଲାଇନ୍ ମନିଟରିଂ !

ଭୁବନେଶ୍ୱର: ଏବେ ଆକ୍ସନମୁଡରେ ରହିଛି ସ୍କୁଲ ଓ ଗଣାିକ୍ଷା ବିଭାଗ । କୌଣସି ଅବ୍ୟବସ୍ଥାକୁ ଆଉ ପରଦାସ୍ତ କରାଯିବ ନାହିଁ ବୋଲି ବିଭାଗୀୟ ମନ୍ତ୍ରୀ ଚରମବାଣୀ ଶୁଣାଇଛନ୍ତି । ଫଳସ୍ୱରୂପ ସରକାରଙ୍କୁ ଠକିବାକୁ ଚେଷ୍ଟା କଲେ ସମ୍ପୃକ୍ତ ଶିକ୍ଷକଙ୍କୁ ସିଧାସଳଖ ଚାକିରିରୁ ହଟାଇ ଦିଆଯିବ ବୋଲି…

ପରୀକ୍ଷାରେ ସ୍ୱଚ୍ଛତା: ମ୍ୟାଟ୍ରିିକ, ଯୁକ୍ତଦୁଇ ଆଡ଼ମିଟ କାର୍ଡ଼ରେ ଆଧାରକାର୍ଡ଼ ହେବ ସଂଯୋଗ !

ଭୁବନେଶ୍ୱର: କପି ରୋକିବା ସହ ପରୀକ୍ଷାରେ ଜାଲ ପରୀକ୍ଷାର୍ଥୀଙ୍କୁ ଧରିବା ଲାଗି ଏଣିକି ଉଭୟ ମାଟ୍ରିକ ଏବଂ ଯୁକ୍ତଦୁଇ ପରୀକ୍ଷା ଆଡମିଟ୍‌କାର୍ଡରେ ଆଧାରକାର୍ଡ ସଂଯୋଗ କରାଯିବ । ଆଡମିଟ୍‌କାଡରେ ରୋଲ ନମ୍ବର ଓ ପରୀକ୍ଷାର୍ଥୀଙ୍କ ଫଟୋ ସହ ପରୀକ୍ଷାର୍ଥୀଙ୍କ ଆଧାର ନମ୍ବର ବାଧ୍ୟତାମୂଳକ କରାଯିବ ।…

ସୋଆ ସାହିତ୍ୟ ଉତ୍ସବ ଉଦ୍‌ଘାଟିତ: ସାହିତ୍ୟର ପରିସରକୁ ଉନ୍ମୁକ୍ତ କରିବା ନିମନ୍ତେ ଡଃ ୟଶଶ୍‌ଚନ୍ଦ୍ରଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଭାରତୀୟ ଭାଷା ଓ ସାହିତ୍ୟରେ ଟିକିନିକି ପ୍ରଶ୍ନ କରିବା ଏବଂ ଆଲୋଚନାର ପରିସରକୁ ଅଧିକ ଉନ୍ମୁକ୍ତ କରିବାର ଆବଶ୍ୟକତା ରହିଛି ବୋଲି ପ୍ରଥମ ସୋଆ ସାହିତ୍ୟ ଉତ୍ସବରେ ମତ ଦେଇଛନ୍ତି ବିଶିଷ୍ଟ ଗୁଜୁରାଟି କବି ଡଃ ସିତାଂଶୁ ୟଶଶ୍‌ଚନ୍ଦ୍ର । ଆମ ଚତୁର୍ଦ୍ଦିଗର ଘଟଣା ପ୍ରବାହକୁ ଲକ୍ଷ୍ୟ…

ଭାଙ୍ଗିଲା ୧୯୨୬ ପ୍ରାଥମିକ ସମବାୟ ସମିତିର କମିଟି

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ଥିବା ସମୁଦାୟ ୨୯୮୬ ଟି ପ୍ରଥମିକ ସମବାୟ ସମିତିର କାର୍ଯ୍ୟକାଳ ଶେଷ ହେବ । ତନ୍ମଧ୍ୟରୁ ଆଜି ୧୯୨୬ ଟି ପ୍ରଥମିକ ସମବାୟ ସମିତିର କାର୍ଯ୍ୟକାଳ ସମାପ୍ତ ହୋଇଛି । ଯାହାଫଳରେ ସମ୍ପୃକ୍ତ ସମବାୟ ସମିତିର କମିଟି ଗୁଡିକୁ ରାଜ୍ୟ ସରକାର ଭାଙ୍ଗି…

ଏବେ ସ୍କୁଲରେ ଛାତ୍ରଛାତ୍ରୀ ପଢିବେ ସମ୍ବିଧାନର ପାଠ !

ଭୁବନେଶ୍ୱର: ରାଜ୍ୟର ସମସ୍ତ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀଙ୍କୁ ପଢାଯିବ ସମ୍ବିଧାନର ପାଠ । ଯାହାଫଳରେ ସେମାନେ ନାଗରିକର ମୌଳିକ କର୍ତ୍ତ ବ୍ୟ ସମ୍ପର୍କରେ ସଚେତନ ହୋଇପାରିବେ । ସମ୍ବିଧାନର ୭୦ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଖୁବଶୀଘ୍ର କାର୍ଯ୍ୟକାରୀ କରିବାକୁ…

ମେ’ ପ୍ରଥମ ସପ୍ତାହରେ ‘ଓଜେଇଇ’: ଅନ୍‌ଲାଇନରେ ୟୁଜି ଏବଂ ପିଜି ଲାଗି ହେବ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ମେ’ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ୨୦୨୦-୨୧ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)  । ଚଳିତବର୍ଷ ଓଜେଇଇର ସମସ୍ତ ପରୀକ୍ଷା ସିବିଟି(କମ୍ପ୍ୟୁଟର ବେସଡ୍ ଟେଷ୍ଟ) ପଦ୍ଧତିରେ କରାଯିବ । ଉଭୟ ୟୁଜି ଏବଂ ପିଜି ପ୍ରବେଶିକା ପରୀକ୍ଷା ଅନ୍‌ଲାଇନ୍ ମାଧ୍ୟମରେ କରାଯିବ…

ଭିକାରୀଙ୍କ ପାଇଁ ଖୋଲିବ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର: ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାର ଚିନ୍ତା କରିଛନ୍ତି । ସେମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ନେବାକୁ ଯାଉଛନ୍ତି । ଏଣିକି ଭିକ୍ଷା ମାଗୁଥିବା ଲୋକଙ୍କ ପାଇଁ ଖୋଲାଯିବ ଧନ୍ଦାମୂଳକ ପ୍ରଶିକ୍ଷଣ କେନ୍ଦ୍ର । ଏନେଇ ସୂଚନା ଦେଇଛନ୍ତି…