Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ବାହାରିଲା ମାଟ୍ରିକ ଫଳାଫଳ; ସବୁଠୁ ଆଗରେ ଖୋର୍ଦ୍ଧା, ପଛରେ ପଡିଗଲା ନୂଆପଡା

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ସମସ୍ତଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଖୋର୍ଦ୍ଧା ଛାତ୍ରଛାତ୍ରୀ । ୯୭. ୯୮ ପ୍ରତିଶତ ରେକର୍ଡ କରି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ପଛରେ ପଡିଯାଇଛି ନୂଆପଡା । ୯୩.୯୧ ପ୍ରତିଶତ ପାସ୍ ହାର ସହିତ ନୂଆପଡା ସର୍ବନିମ୍ନରେ ରହିଛି…

ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ

ମୁବନେଶ୍ବର: ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ପରୀକ୍ଷା ଫଳ ଆଜି ଅପରାହ୍ନ ୩ ଟାରେ ପ୍ରକାଶ ପାଇବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ । ଛାତ୍ରଛାତ୍ରୀମାନେ…

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ସକାଳେ ପ୍ରଥମେ ୯ଟାରେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ।ଏହାପରେ ଆନୁଷ୍ଠାନିକ ଭାବେ ଦିନ ସାଢ଼େ ୧୦ଟାରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ । ୧୧ଟା ୩୦ରେ ବୋର୍ଡ ୱେବସାଇଟ୍ ରେ ଉପଲବ୍ଧ ହେବ ରେଜଲ୍ଟ…

୨୬ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ, ଜାଣନ୍ତୁ କେମିତି ପାଇବେ ରେଜଲ୍ଟ…

କଟକ: ଆସନ୍ତା ୨୬ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳାଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ବେଳେ ୧୧ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ www.bseodisha.ac.in ରେ ପାଇପାରିବେ । ତେବେ ଯଦି ଇଣ୍ଟରନେଟ୍‌ ସୁବିଧା ନଥାଏ ତାହାଲେ ଛାତ୍ରଛାତ୍ରୀମାନେ…

୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ

ଭୁବନେଶ୍ବର: ଆସନ୍ତା ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । ୨୬ ତାରିଖ ଅପରାହ୍ଣ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । www.orissaresult.nic.in ପ୍ରକାଶ ପାଇବ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସିଏଚସିଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ।…

ଆଜିଠୁ ଆରମ୍ଭ ସିପିଇଟି-୨୪ ପରୀକ୍ଷା ପାଇଁ ଆବେଦନ

ଭୁବନେଶ୍ୱର : ଜୁଲାଇ ୩ ରୁ ଆରମ୍ଭ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୪) । ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଶନିବାର ଠାରୁ ଆବେଦନ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର ୧୮ତାରିଖ ଅପରାହ୍ନ ୪ଟା ପରେ ଅନଲାଇନ…

ମେ ଶେଷ ସପ୍ତାହରେ ମାଟ୍ରିକ୍ ଫଳାଫଳ, ମିଳିବ ଡିଜିଟାଲ ପ୍ରମାଣପତ୍ର

ଭୁବନେଶ୍ବର: ମେ ଶେଷ ସପ୍ତାହରେ ବାହାରିବାକୁ ଯାଉଛି ମାଟ୍ରିକ୍ ପରୀକ୍ଷାଫଳ । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଯେ ମେ ମାସ ଶେଷ ସୁଦ୍ଧା ମାଟ୍ରିକ ଫଳାଫଳ ପ୍ରକାଶ କରାଯିବ । ଜୁନ୍ ମାସ ହେବ ନାହିଁ । ଆହୁରି ମଧ୍ୟ ଏହା ସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ…

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ, ପାସ୍ କରିଛନ୍ତି ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । ଛାତ୍ରଛାତ୍ରୀମାନେ results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥର ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର…

ଆଜି ନିଟ୍-ୟୁଜି ପରୀକ୍ଷା: ଦେଶର ୫୫୭ଟି ସହରରେ ପରୀକ୍ଷା କେନ୍ଦ୍ର

ନୂଆଦିଲ୍ଲୀ: ଆଜି ମେଡିକାଲ ପ୍ରବେଶିକା (ନିଟ୍-ୟୁଜି )ପରୀକ୍ଷା । ଦେଶରେ ୨୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ୫୫୭ଟି ସହରରେ ପରୀକ୍ଷା କରାଯିବ । ଓଡ଼ିଶାରୁ ପାଖାପାଖି ୬୫ ହଜାର ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଛନ୍ତି । ଅପରାହ୍ନ ୨ଟାରୁ ସନ୍ଧ୍ୟା ୫ଟା ୨୦ ପର୍ଯ୍ୟନ୍ତ ପରୀକ୍ଷା…

‘ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ’

କଟକ: ମାଟ୍ରିକ ମୂଲ୍ୟାୟନ ନେଇ ବୋର୍ଡ ପକ୍ଷରୁ ପ୍ରେସମିଟ । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇବ କହିଲେ, ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଏବର୍ଷ ପିଲାମାନେ ନିଜ ମାଟ୍ରିକ୍ ପରୀକ୍ଷା ଫଳ ଅନଲାଇନରେ ଦେଖିବା ସହ ପରୀକ୍ଷା ଫଳ ବାହାରିବା ୭ ଦିନ ଭିତରେ ଡିଜିଟାଲ ସାର୍ଟିଫିକେଟର କପି…