Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ଲାଗୁ ହେଲା ଆଣ୍ଟି ପେପର ଲିକ୍ ଆଇନ, ୧୦ ବର୍ଷ ଜେଲ୍ ସହ କୋଟିଏ ଜରିମାନା

ନୂଆଦିଲ୍ଲୀ: ଆସିଲା କଡା ନିୟମ । ଏବେ ପେପର୍ ଲିକ୍ କଲେ ମିଳିବନି ତ୍ରାହି। ୧୦ ବର୍ଷ ଜେଲ ସାଙ୍ଗକୁ ୧ କୋଟି ଜରିମାନା ଭରିବ ଅଭିଯୁକ୍ତ । ଶୁକ୍ରବାର ବିଳମ୍ବିତ ରାତିରେ କିଛି ଏମିତି କଡା ନିୟମ ଲାଗୁ କରିଛି ଶିକ୍ଷା ମନ୍ତ୍ରାଳୟ । କେନ୍ଦ୍ର ସରକାର ସର୍ବସାଧାରଣ ପରୀକ୍ଷା ଏବଂ ସାଧାରଣ…

ସବୁ ସୀମା ଟପିଲାଣି ଏନଟିଏ, ଏ କିପରି ପରୀକ୍ଷାର ଚର୍ଚ୍ଚା ବୋଲି ପ୍ରଶ୍ନ କରିଛନ୍ତି ଖଡଗେ

ନୁଆଦିଲ୍ଲୀ: ଦେଶରେ ଡାକ୍ତରୀ ଓ ଫେଲୋଶିପ୍‌ ଭଳି ସମ୍ମାନଜନକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ହାତକୁ ଟେକି ଦେଇଛନ୍ତି ଭାରତ ସରକାର । କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନରେ…

କାଲିଠୁ ସବୁ ସ୍କୁଲ ଖୋଲା, ଜୁନ୍ ୨୨ରୁ ସ୍ବାଭାବିକ ପାଠ୍ୟକ୍ରମ

ଭୁବନେଶ୍ବର: ସରିଗଲା ଛୁଟି । କାଲିଠୁ ଚାଲିବ ସ୍କୁଲ । ସ୍କୁଲ ଖୋଲିବା ନେଇ ବଡ ଘୋଷଣା କଲା ଗଣଶିକ୍ଷା ବିଭାଗ । ଏଥର ସ୍ବାଭାବିକ ଚାଲିବ ପାଠପଢା । ଆସନ୍ତାକାଲି ଅର୍ଥାତ୍ ଜୁନ୍ ୨୧ ତାରିଖରେ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ଚାଲୁଥିବା ବେଳେ ତା ପରଦିନ ଠାରୁ ଅର୍ଥାତ୍ ଜୁନ୍ ୨୨ରୁ…

ନିଟ୍ ବିବାଦ; ଜୁନ୍ ୨୩ରେ ପୁଣି ହେବ ପରୀକ୍ଷା

ନୂଆଦିଲ୍ଲୀ: ନିଟ୍ ୟୁଜି ୨୦୨୪ ପରୀକ୍ଷାର ରେଜଲ୍ଟକୁ ନେଇ ବିବାଦ ଜାରି ରହିଥିବା ବେଳେ ଏହାକୁ ନେଇ ବଡ ଶୁଣାଣି କରିଛନ୍ତି ସୁପ୍ରମିକୋର୍ଟ । ଗ୍ରେସ ମାର୍କ ପାଇଥିବା ୧୫୬୩ ପରୀକ୍ଷାର୍ଥୀଙ୍କ ସ୍କୋର କାର୍ଡ ରଦ୍ଦ କରିଛନ୍ତି କୋର୍ଟ । ଏହା ସହିତ ଜୁନ୍ ୨୩ ପୁଣି ପରୀକ୍ଷା ହେବ । ଗ୍ରେସ୍ ମାର୍କ…

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍ ରେଜଲ୍ଟ

ନୂଆଦିଲ୍ଲୀ: ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍ ରେଜଲ୍ଟ  । ମୋଟ ୪୮,୨୪୮ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । jee.adv.ac.inରେ ରେଜଲ୍ଟ ଉପଲବ୍ଧ ହେଉଛି । ୩୬୦ରୁ ୩୫୫ନମ୍ବର ରଖି ବେଦ ଲାହୋଟି ଟପ୍ପର ହୋଇଛନ୍ତି । ସେହିପରି ଆସନ୍ତାକାଲିଠୁ ଆରମ୍ଭ ହେବ କାଉନସେଲିଂ। ଜେଇଇ ଆଡ଼ଭାନ୍ସଡ…

ପ୍ରକାଶ ପାଇଲା ଯୁକ୍ତ-୨ ରେଜଲ୍ଟ, କଳା, ବିଜ୍ଞାନ, ବାଣିଜ୍ୟ ସବୁଥିରେ ଆଗୁଆ ଝିଅ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । www.orissaresult.nic.in ରେ ପ୍ରକାଶ ପାଇଲା ରେଜଲ୍ଟ । ଏନେଇ ଫଳ ପ୍ରକାଶ କଲା ଉଚ୍ଚ ମଧ୍ୟମିକ ଶିକ୍ଷା ପରିଷଦ । ତେବେ ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଗୋଟିଏ ଦିନରେ ହିଁ ପ୍ରକାଶ…

ବାହାରିଲା ମାଟ୍ରିକ ଫଳାଫଳ; ସବୁଠୁ ଆଗରେ ଖୋର୍ଦ୍ଧା, ପଛରେ ପଡିଗଲା ନୂଆପଡା

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ସମସ୍ତଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଖୋର୍ଦ୍ଧା ଛାତ୍ରଛାତ୍ରୀ । ୯୭. ୯୮ ପ୍ରତିଶତ ରେକର୍ଡ କରି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ପଛରେ ପଡିଯାଇଛି ନୂଆପଡା । ୯୩.୯୧ ପ୍ରତିଶତ ପାସ୍ ହାର ସହିତ ନୂଆପଡା ସର୍ବନିମ୍ନରେ ରହିଛି…

ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ

ମୁବନେଶ୍ବର: ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ପରୀକ୍ଷା ଫଳ ଆଜି ଅପରାହ୍ନ ୩ ଟାରେ ପ୍ରକାଶ ପାଇବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ । ଛାତ୍ରଛାତ୍ରୀମାନେ…

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ସକାଳେ ପ୍ରଥମେ ୯ଟାରେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ।ଏହାପରେ ଆନୁଷ୍ଠାନିକ ଭାବେ ଦିନ ସାଢ଼େ ୧୦ଟାରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ । ୧୧ଟା ୩୦ରେ ବୋର୍ଡ ୱେବସାଇଟ୍ ରେ ଉପଲବ୍ଧ ହେବ ରେଜଲ୍ଟ…

୨୬ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ, ଜାଣନ୍ତୁ କେମିତି ପାଇବେ ରେଜଲ୍ଟ…

କଟକ: ଆସନ୍ତା ୨୬ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳାଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ବେଳେ ୧୧ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ www.bseodisha.ac.in ରେ ପାଇପାରିବେ । ତେବେ ଯଦି ଇଣ୍ଟରନେଟ୍‌ ସୁବିଧା ନଥାଏ ତାହାଲେ ଛାତ୍ରଛାତ୍ରୀମାନେ…