Latest Odisha News

BREAKING NEWS

Browsing Category

ଶିକ୍ଷା ଓ ନିଯୁକ୍ତି

Sikhya O Nijukti

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ, ପାସ୍ କରିଛନ୍ତି ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । ଛାତ୍ରଛାତ୍ରୀମାନେ results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥର ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର…

ଆଜି ନିଟ୍-ୟୁଜି ପରୀକ୍ଷା: ଦେଶର ୫୫୭ଟି ସହରରେ ପରୀକ୍ଷା କେନ୍ଦ୍ର

ନୂଆଦିଲ୍ଲୀ: ଆଜି ମେଡିକାଲ ପ୍ରବେଶିକା (ନିଟ୍-ୟୁଜି )ପରୀକ୍ଷା । ଦେଶରେ ୨୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ୫୫୭ଟି ସହରରେ ପରୀକ୍ଷା କରାଯିବ । ଓଡ଼ିଶାରୁ ପାଖାପାଖି ୬୫ ହଜାର ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଛନ୍ତି । ଅପରାହ୍ନ ୨ଟାରୁ ସନ୍ଧ୍ୟା ୫ଟା ୨୦ ପର୍ଯ୍ୟନ୍ତ ପରୀକ୍ଷା…

‘ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ’

କଟକ: ମାଟ୍ରିକ ମୂଲ୍ୟାୟନ ନେଇ ବୋର୍ଡ ପକ୍ଷରୁ ପ୍ରେସମିଟ । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇବ କହିଲେ, ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଏବର୍ଷ ପିଲାମାନେ ନିଜ ମାଟ୍ରିକ୍ ପରୀକ୍ଷା ଫଳ ଅନଲାଇନରେ ଦେଖିବା ସହ ପରୀକ୍ଷା ଫଳ ବାହାରିବା ୭ ଦିନ ଭିତରେ ଡିଜିଟାଲ ସାର୍ଟିଫିକେଟର କପି…

ୟୁଜିସି ଅନୁବନ୍ଧିତ କଲେଜରେ ଲାଗିବ ଛାତ୍ର ଅଭିଯୋଗ ନୀୟମାବଳି ସୂଚନା ଫଳକ

ଭୁବନେଶ୍ୱର: ୟୁଜିସିଙ୍କ ପକ୍ଷରୁ ବିଶ୍ୱବିଦ୍ୟାଳୟଗୁଡ଼ିକୁ କ୍ୟାମ୍ପସରେ ସୂଚନାପୂର୍ଣ୍ଣ ବ୍ୟାନର ଲଗାଇବା ସହ ଛାତ୍ର ଅଭିଯୋଗ ନିୟମାବଳୀ, ୨୦୨୩ ବିଷୟରେ ୱେବସାଇଟ୍ ଓ ବୁଲେଟିନ ବିବରଣୀ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୟୁଜିସି ଅଧ୍ୟକ୍ଷ ମମିଦାଲା ଜଗଦେଶ କୁମାର ଚଳିତ ବର୍ଷ ଫେବୃଆରୀ ୫ ଏକ…

ସିଆଇଏସସିଇ ଜାରି କଲା ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଡେଟସିଟ: ଦେଖନ୍ତୁ, କେଉଁଦିନ କ’ଣ ଅଛି ପରୀକ୍ଷା

ନୂଆଦିଲ୍ଲୀ:କାଉନସିଲ ଫର ଦ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏଗ୍ଜାମିନେଶନ (CISCE) ପକ୍ଷରୁ ଆଇସିଏସଇ (ଦଶମ) ଏବଂ ଆଇଏସସି(ଦ୍ୱାଦଶ) ବୋର୍ଡ ପରୀକ୍ଷା ୨୦୨୪ର ଡେଟସିଟ ତଥା ଟାଇମ ଟେବୁଲ ଜାରି କରାଯାଇଛି । ସିଆଇଏସସିଇ ବୋର୍ଡର ୧୦ମ ଏବଂ ଦ୍ୱାଦଶ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ ବୋର୍ଡର…

ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଦ୍ବିତୀୟ ପର୍ଯ୍ୟାୟ ଯୁକ୍ତଦୁଇ ନାମଲେଖା ପାଇଁ ଆବେଦନ । ଯୁକ୍ତ-୨ ଶ୍ରେଣୀରେ ନାମ ଲେଖାଇବାକୁ ଛାତ୍ରଛାତ୍ରୀଙ୍କୁ ମିଳିବ ଦ୍ବିତୀୟ ସୁଯୋଗ ମିଳିବ  । ପ୍ରଥମ ପର୍ଯ୍ୟାୟରେ କିଛି  ସମସ୍ୟା ଯୋଗୁଁ ନାଁ ଲେଖାଇପାରିନଥିବା ଛାତ୍ରଛାତ୍ରୀମାନେ  ଆସନ୍ତା ୧୩…

ଦକ୍ଷତା ଏବଂ ଜ୍ଞାନ ବୃଦ୍ଧି ନିମନ୍ତେ ସୋଆରେ ଆରମ୍ଭ ହେବ ମାଇକ୍ରୋ କ୍ରେଡେନ୍ସିଆଲ୍ ପାଠ୍ୟକ୍ରମ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ୧୭ ବର୍ଷରେ ପାଦ ଥାପିଥିବା ବେଳେ ଦେଶର ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟ ଭାବେ ନିଜକୁ ପ୍ରତିପାଦିତ କରିପାରିଛି । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ଓ ଜ୍ଞାନର ବୃଦ୍ଧି ନିମନ୍ତେ ମାଇକ୍ରୋ କ୍ରେଡେନ୍ସିଆଲ ପାଠ୍ୟକ୍ରମ ସୋଆରେ…

ଗବେଷଣା କ୍ଷେତ୍ରରେ ବିଶ୍ୱସ୍ତରୀୟ ସହଭାଗିତା ନେଇ ସୋଆ ଆଗ୍ରହୀ

ଭୁବନେଶ୍ୱର: ଜ୍ଞାନର ବିଭିନ୍ନ ଶାଖା ସମ୍ବନ୍ଧୀୟ କ୍ଷେତ୍ରକୁ ପରିବ୍ୟାପ୍ତ କରିବା ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱ ସ୍ତରୀୟ ସହଭାଗିତା ନିମନ୍ତେ ଆଗ୍ରହୀ ବୋଲି ସୋମବାର ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଛନ୍ତି । ଆମର ଅଭିନବ ଗବେଷଣା କାର୍ଯ୍ୟକୁ ସୁଦୃଢ଼ କରିବା…

ଶିକ୍ଷା ଓ ଅନୁସନ୍ଧାନ- ଗୁଣାତ୍ମକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଆଗରେ

ଉଚ୍ଚଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଭିନ୍ନ କ୍ଷେତ୍ରରେ ଓ ନୂତନ ସମସ୍ୟାକୁ ସାମ୍ନା କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ବୃତିଗତ ସ୍ତରରେ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛି । ସୋଆର ମୁଖ୍ୟ ଉଦେଶ୍ୟ ହେଉଛି ଛାତ୍ରଛାତ୍ରୀମାନଙ୍କୁ…

ଦକ୍ଷତା ବୃଦ୍ଧି ପାଇଁ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ଏବଂ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏମଓୟୁ

ଭୁବନେଶ୍ୱର: ଭାରତରେ ଦକ୍ଷତାର ବିଶ୍ଵସ୍ତରୀୟ ସ୍ଥିତିକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ୍ ୟୁନିଭରସିଟି ଯାହା ଭାରତର ପ୍ରାଥମିକ ଅନୁଷ୍ଠାନ ଏବଂ ସେଞ୍ଚୁରିଅନ୍ ୟୁନିଭରସିଟି ଯାହା ଭାରତର ପ୍ରଥମ ପ୍ରିମିୟର୍ ସ୍କିଲ୍ ବିଶ୍ୱବିଦ୍ୟାଳୟ ଏବଂ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଏକ ସେଣ୍ଟର ଅଫ୍…