Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Joranda Mela: ଚଳଚଞ୍ଚଳ ଢେଙ୍କାନାଳ;ଆରମ୍ଭ ହେଉଛି ବିଶ୍ବ ପ୍ରସିନ୍ଧ ଯୋରନ୍ଦା ମେଳା

ଢେଙ୍କାନାଳ: ପ୍ରତି ବର୍ଷ ପରି ମାଘ ଶୁକ୍ଳ ଚତୁଦର୍ଶୀ ଠାରୁ ଆରମ୍ଭ ହେବାକୁ ଯାଉଛି ଯୋରନ୍ଦା ମାଘ ମେଳା । ତେବେ ଆସନ୍ତାକାଲି ଅର୍ଥାତ ୩୧ ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା । ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ…

Gopalpur Mahotsav: ଗଞ୍ଜାମ ଜିଲ୍ଲାବାସୀଙ୍କୁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟି;୩୨ କୋଟିରେ…

ଭୁବନେଶ୍ୱର: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି…

ସମସ୍ତ ଚାଷୀଙ୍କ ଧାନ ସରକାର କିଣିବେ, କାହାରି ବି ଟୋକନ ଲାପ୍ସ ଯିବ ନାହିଁ: ମନ୍ତ୍ରୀ

ଭଦ୍ରକ: ଭଦ୍ରକ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାନକିଣା ନେଇ ସମୀକ୍ଷା ବୈଠକ କରିଛନ୍ତି ଖାଉଟି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବୈଠକ ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଥିଲେ ଯେ, ଜିଲାରେ ଧାନକିଣା ବାବଦରେ ମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାପାଳ ଓ ବିଭାଗୀୟ…

Odisha Budget 2026-27: ଏହି ଦିନରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ, ୨୦ରେ ବଜେଟ୍ ଉପସ୍ଥାପନ

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଦୁଇଟି ପର୍ଯ୍ୟାୟରେ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ…

Naxalites Surrender: ‘ଲାଲ ଆତଙ୍କ’ଉପରେ ପ୍ରହାର: ୮ଲକ୍ଷ ପୁରସ୍କାର ରାଶି ଥିବା ୪ ମାଓବାଦୀଙ୍କ…

ଛତିଶଗଡ଼:ଛତିଶଗଡ଼ର ନକ୍ସଲ ପ୍ରଭାବିତ ବସ୍ତର ଡିଭିଜନରେ ରାଜ୍ୟ ସରକାରଙ୍କ 'ନକ୍ସଲମୁକ୍ତ' ଅଭିଯାନର ଆଉ ଏକ ବଡ଼ ସଫଳତା ହାସଲ କରିଛି । କିସ୍ତାରାମ ଅଞ୍ଚଳରେ ସକ୍ରିୟ ଥିବା ଚାରି ଜଣ ପ୍ରମୁଖ ମାଓବାଦୀ କ୍ୟାଡର ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି…

ଏଣିକି ମହାପ୍ରୟାଣ ପରିବର୍ତ୍ତେ ‘୧୦୯ ନମ୍ବର’ ଗାଡି ବ୍ୟବହାର କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ

ଗଜପତି: ରାଜ୍ୟରେ ଅନେକ ସମୟରେ ସରକାରୀ ଡାକ୍ତରଖାନାରୁ ମୃତଦେହକୁ ନେବାକୁ ମହାପ୍ରୟାଣ ଗାଡ଼ି ଉପଲବ୍ଧ ହୋଇପାରୁନି । ଯାହାକୁ ନେଇ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇ ନିଜ ଆତ୍ମୀୟ ସ୍ବଜନଙ୍କ ମୃତଦେହକୁ କାନ୍ଧରେ କିମ୍ବା ସାଇକେଲରେ ବୋହି ନେବାର ଦେଖିବାକୁ ମିଳୁଛି । ଏହାକୁ ଦୃଷ୍ଟିରେ…

CBI Raid: ୭୫ ହଜାର ଟନ୍ କୋଇଲାର ମିଳୁ ନାହିଁ ହିସାବ; MCLରେ ସିବିଆଇର ତନାଘନା

ସୁନ୍ଦରଗଡ:କୋଇଲା ଚୋରା ଚାଲାଣ ଅଭିଯୋଗକୁ ନେଇ ଦିଲ୍ଲୀ ସିବିଆଇର ତିନିଟି ଦଳ ଏକକାଳୀନ ଚଢ଼ାଉ କରିଛନ୍ତି । ଅଭିଯୋଗ ହୋଇଛି ଯେ ଖଣିରୁ ସାଇଡିଂକୁ ଯାଉଥିବା ୭୫ ହଜାର ଟନ୍ କୋଇଲାର ହିସାବ ମିଳୁ ନାହିଁ । MCL ଗର୍ଜନବାହାଲ, କୁଲଡା କୋଇଲା ଖଣି ଓ କନିକା ରେଲୱେ ସାଇଡିଂରେ CBI ଟିମ୍ ଚଢ଼ାଉ…

ରାଜ୍ୟର ସହରାଞ୍ଚଳରେ ପାର୍କର ବଦଳିବ ରୂପରେଖ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ ଓଡ଼ିଶାର ସମସ୍ତ ପୌରାଞ୍ଚଳରେ…

Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..

ନୟାଗଡ: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା । ଯାହା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର ଅଟେ । ନୟାଗଡ ଜିଲ୍ଲାର ଜଙ୍ଗଲରେ କଳାବାଘଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ସୂଚନା ରହିଛି । ବାଘଗଣନା ଶେଷ ହୋଇନଥିଲେ ମଧ୍ୟ ଟ୍ରାପ୍ କ୍ୟାମେରା ଭିଜୁଆଲ୍ କୁ ଭିତ୍ତି କରି ଏବେ ପାଖାପାଖି ୭ଟି କଳାବାଘ…

First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ

ଭୁବନେଶ୍ବର:ମାତ୍ର ଦୁଇ ପୃଷ୍ଠାର ଖବରକାଗଜ, ଯିଏ ଦିନେ ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ। ଜଣେ ସାମ୍ବାଦିକଙ୍କ କଲମକୁ ଡରିଥିଲା ଇଷ୍ଟ ଇଣ୍ଡିଆ କମ୍ପାନୀ !ଆଜକୁ ପ୍ରାୟ ୨୪୬ ବର୍ଷ ତଳର କଥା। ୨୯ ଜାନୁଆରୀ ୧୭୮୦। କଲିକତାରୁ ପ୍ରକାଶ ପାଇଥିଲା ଦେଶର ପ୍ରଥମ ସାପ୍ତାହିକ ଖବରକାଗଜ, ଯାହାର…