Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର

ଗଜପତି: ଲଗାଣ ବର୍ଷାରେ ଗଜପତି ଜିଲ୍ଲାର ସ୍ଥିତି ବେହାଲ। ଗଜପତି ମହେନ୍ଦ୍ରଗିରିରେ ଭୂସ୍ଖଳନ ପରେ ଫସି ରହିଥିବା ପର୍ଯ୍ୟଟକଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇଛି ଉଦ୍ଧାର। ହେଲେ ରାୟଗଡ଼ ବ୍ଲକ ଅନ୍ତର୍ଗତ ପେକେଟ ଗାଁରେ ଭୂସ୍କଳନ ପରେ ବାପ ଆଉ ପୁଅ ନିଖୋଜ ଅଛନ୍ତି। ବସ୍ତ୍ରୀଗୁଡା, ପେଟ,…

Odisha woman cricket star Rasanara: ମହିଳା କ୍ରିକେଟରୁ ଅବସର ଘୋଷଣା କଲେ ରସାନାରା ପରୱିନ

ଭୁବନେଶ୍ୱର: ପୂର୍ବତନ ଭାରତୀୟ ଅଫ୍ ସ୍ପିନର ତଥା ଓଡ଼ିଶା ମହିଳା କ୍ରିକେଟ୍ ଷ୍ଟାର ରସାନାରା ପରୱିନ୍ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଗତକାଲି ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଭାରତର ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ଦ୍ୱିତୀୟ ମହିଳା କ୍ରିକେଟର,…

Weather Update: ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା। ଗଭୀର ଅବପାତ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି। ଗୋପାଳପୁର ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗଭୀର ଅବପାତ। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଦେଇ ଆଗକୁ ଗତି କରିବାର ସମ୍ଭାବନା ରହିଛି। ଆଜି ଧୀରେ ଧୀରେ ଦୁର୍ବଳ…

ଡିଜିଟାଲ ଲାଇବ୍ରେରୀ ସ୍ଥାପନ କରିବ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ, ଜାଣନ୍ତୁ କି ସୁବିଧା ମିଳିବ…

ପୁରୀ: ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ବଡ ନିଷ୍ପତ୍ତି । ଖୁବ ଶୀଘ୍ର ମାଦଳା ପାଞ୍ଜି ଏବଂ ଅନ୍ୟାନ୍ୟ ବିରଳ ମନ୍ଦିର ରେକର୍ଡ ଏବଂ ତାଳପତ୍ର ପାଣ୍ଡୁଲିପି ସଂରକ୍ଷଣ ପାଇଁ ଏକ ଡିଜିଟାଲ ଲାଇବ୍ରେରୀ ସ୍ଥାପନ କରିବ । ଏନେଇ ଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏକ୍ସରେ ପୋଷ୍ଟ…

ଅକ୍ଟୋବର ଶେଷ ସୁଦ୍ଧା ଭାରତ-ଚୀନକୁ ପୁନଃ ଆରମ୍ଭ ହେବ ସିଧାସଳଖ ବିମାନ ସେବା!

ନୂଆଦିଲ୍ଲୀ: ଦୀର୍ଘ ବର୍ଷ ପରେ ଭାରତ ଏବଂ ଚୀନ୍ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ସିଧାସଳଖ ବିମାନ ସେବା । ଚଳିତ ମାସ ଶେଷ ସୁଦ୍ଧା ଉଭୟ ଦେଶ ମଧ୍ୟରେ ପୁନଃ ଆରମ୍ଭ ଏହେ ଏହି ସେବା । ଏହା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଧୀରେ ଧୀରେ ସ୍ବାଭାବିକ କରିବା ପାଇଁ ଭାରତ ସରକାରଙ୍କ ନୀତିର ଏକ ଅଂଶ ।…

ଗଜପତିରେ ଲଗାଣ ବର୍ଷା; ରିଲିଫ କମିଶନରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି । ଏହି ବର୍ଷାରେ ଗଜପତି ଜିଲ୍ଲାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ଆଶଙ୍କା ଦେଖା ଦେଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଜପତି ଜିଲ୍ଲା…

ମାଲକାନଗିରି ମୋଟୁରେ ‘ଗାନ୍ଧୀ ପଥେ ପଦଯାତ୍ରା’ ଆରମ୍ଭ; ସାମିଲ ହେଲେ ହଜାର ହଜାର ଲୋକ

ମାଲକାନଗିରି: ପବିତ୍ର ବିଜୟା ଦଶମୀ ଓ ଗାନ୍ଧୀ ଜୟନ୍ତୀରେ ଓଡିଶାରେ ନ୍ୟାୟ ପାଇଁ ଲଢେଇ ଆରମ୍ଭ କରିଛି କଂଗ୍ରେସ । ମାଲକାନଗିରିର ମୋଟୁସ୍ଥିତ ୩ ନଦୀର ସଙ୍ଗମସ୍ଥଳ ମଙ୍ଗି ପଏଣ୍ଟଠାରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ 'ଗାନ୍ଧୀ ପଥେ ଓଡିଶା'…

ଆଗାମୀ ୭ ଦିନ ଯାଏଁ ଓଡିଶାରେ ଘୂର୍ଣ୍ଣିବାତ୍ୟାର କୌଣସି ଆଶଙ୍କା ନାହିଁ: ଆଇଏମଡି

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଆଜି ରାତି ସୁଦ୍ଧା ପାରାଦୀପ ଏବଂ ଗୋପାଳପୁର ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ମିଳିତ ଟାଇଫୁନ ସତର୍କତା କେନ୍ଦ୍ର (JWTC) ପୂର୍ବାନୁମାନ କରିଛି ଯେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବାତ୍ୟା…

‘ଭୋକାଲ ଫର ଲୋକାଲ’ ସ୍ଵଦେଶୀ ମନ୍ତ୍ରରେ ଅଭିମନ୍ତ୍ରୀତ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ବର: ଆଜି ଗାନ୍ଧୀଜୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ବାର୍ତ୍ତା ରଖିଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରୁ ଆଜି ଯାଏଁ ଆମେ ପାଳୁଛୁ ସେବା ସପ୍ତାହ । ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨…

ବରେଲିରେ ହାଇ ଆଲର୍ଟ: ଡ୍ରୋନ୍ ମୁତୟନ, ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ, କିନ୍ତୁ କାହିଁକି?

ନୂଆଦିଲ୍ଲୀ: ଦଶହରା ଉତ୍ସବ ପୂର୍ବରୁ ବରେଲି ଏବଂ ଆଖପାଖ ଜିଲ୍ଲାଗୁଡ଼ିକରେ କର୍ତ୍ତୃପକ୍ଷ କଡ଼ା ସୁରକ୍ଷା ବ୍ୟବସ୍ଥା ଲାଗୁ କରିଛନ୍ତି। ଗୃହ ବିଭାଗ ଅକ୍ଟୋବର ୨ ତାରିଖ ଅପରାହ୍ନ ୩ଟାରୁ ଅକ୍ଟୋବର ୪ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ ମୋବାଇଲ୍ ଇଣ୍ଟରନେଟ୍, ବ୍ରଡବ୍ୟାଣ୍ଡ ଏବଂ…